ଓଡିଆ ବାଇବଲ |
ERVHI
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ପ୍ରଥମ ଶାମୁୟେଲ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
30
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
ରେକର୍ଡଗୁଡିକ
ପ୍ରଥମ ଶାମୁୟେଲ 30:0 (10 38 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ପ୍ରଥମ ଶାମୁୟେଲ ଅଧ୍ୟାୟ 30
1
ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଳଗ୍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଳଗ୍ ଆକ୍ରମଣ କରିଥିଲେ ଓ ସିକ୍ଳଗ୍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ ।
2
ପୁଣି ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ ।
3
ପୁଣି ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି ।
4
ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ ।
5
ପୁଣି ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ ।
6
ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର ଦାଉଦ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ-ଠାରେ ଆପଣାକୁ ସବଳ କଲେ ।
7
ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, ମୋʼ କତିକି ୟଟିକିଏ ଏଫୋଦ ଆଣିଲ । ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା ।
8
ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି? ତହିଁରେ ସେ ତାଙ୍କୁ କହିଲେ, ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନୋହି ସମସ୍ତଙ୍କୁ ଉଦ୍ଧାର କରିବ ।
9
ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍ ପରିତ୍ୟକ୍ତ ଲୋକମାନେ ରହିଗଲେ ।
10
ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳା; ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ ।
11
ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସ୍ରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;
12
ପୁଣି ସେମାନେ ତାହାକୁ ଡିମିରିଚକ୍ତିରୁ ଏକ ଖଣ୍ତ ଓ ଦୁଇ ପେଣ୍ତା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳପାନ କରି ନ ଥିଲା ।
13
ଏଥିରେ ଦାଉଦ ତାହାକୁ ପଚାରିଲେ, ତୁମ୍ଭେ କାହାର ଲୋକ? ଓ ତୁମ୍ଭେ କେଉଁଠାରୁ ଆସିଅଛ? ତହୁଁ ସେ କହିଲା, ମୁଁ ଜଣେ ମିସ୍ରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା ।
14
ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଳଗ୍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ ।
15
ତହିଁରେ ଦାଉଦ ତାହାକୁ କହିଲେ, ତୁମ୍ଭେ କʼଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ? ତହୁଁ ସେ କହିଲା, ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ଵରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି ।
16
ଏଉତ୍ତାରେ ସେ ତାଙ୍କୁ ନେଇଯାʼନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି ।
17
ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ ।
18
ପୁଣି ଅମାଲେକୀୟମାନେ ଯାହା କିଛି ନେଇ ଯାଇଥିଲେ, ଦାଉଦ ସେସମସ୍ତ ଉଦ୍ଧାର କଲେ; ମଧ୍ୟ ଦାଉଦ ଆପଣାର ଦୁଇ ଭାର୍ଯ୍ୟାଙ୍କୁ ମୁକ୍ତ କଲେ ।
19
ପୁଣି ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ ।
20
ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ ।
21
ଏଉତ୍ତାରେ ଅତି କ୍ଳା; ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ ।
22
ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାʼନ୍ତୁ ।
23
ଏଥିରେ ଦାଉଦ ସେମାନଙ୍କୁ କହିଲେ, ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ ।
24
ପୁଣି ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ ।
25
ପୁଣି ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି ।
26
ଏଉତ୍ତାରେ ଦାଉଦ ସିକ୍ଳଗ୍ରେ ଉପସ୍ଥିତ ହୁଅନ୍ତେ, ସେ ବୈଥେଲ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍ ଓ ଯତ୍ତୀର
27
ଓ ଅରୋୟେର ଓ ଶିଫ୍ମୋତ୍ ଓ ଇଷ୍ଟିମୋୟ ⇧;
28
ରାଖଲ ଓ ଯିରହମେଲୀୟମାନଙ୍କ ନଗର ଓ କେନୀୟମାନଙ୍କ ନଗର
29
ଓ ହର୍ମା ଓ କୋରାଶନ ଓ ଅଥାକ୍ ବିଚା.୧:୭
30
ଓ ହିବ୍ରୋଣ ଓ ଯେ ଯେ ସ୍ଥାନରେ ଦାଉଦଙ୍କର ଓ ତାଙ୍କ ଲୋକମାନଙ୍କର ଗମନାଗମନ ହୋଇଥିଲା,
31
ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟୀ ।
ପ୍ରଥମ ଶାମୁୟେଲ 30
1. ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଳଗ୍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଳଗ୍ ଆକ୍ରମଣ କରିଥିଲେ ଓ ସିକ୍ଳଗ୍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ । 2. ପୁଣି ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ । 3. ପୁଣି ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି । 4. ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ । 5. ପୁଣି ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ । 6. ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର ଦାଉଦ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ-ଠାରେ ଆପଣାକୁ ସବଳ କଲେ । 7. ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, ମୋʼ କତିକି ୟଟିକିଏ ଏଫୋଦ ଆଣିଲ । ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା । 8. ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି? ତହିଁରେ ସେ ତାଙ୍କୁ କହିଲେ, ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନୋହି ସମସ୍ତଙ୍କୁ ଉଦ୍ଧାର କରିବ । 9. ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍ ପରିତ୍ୟକ୍ତ ଲୋକମାନେ ରହିଗଲେ । 10. ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳା; ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ । 11. ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସ୍ରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ; 12. ପୁଣି ସେମାନେ ତାହାକୁ ଡିମିରିଚକ୍ତିରୁ ଏକ ଖଣ୍ତ ଓ ଦୁଇ ପେଣ୍ତା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳପାନ କରି ନ ଥିଲା । 13. ଏଥିରେ ଦାଉଦ ତାହାକୁ ପଚାରିଲେ, ତୁମ୍ଭେ କାହାର ଲୋକ? ଓ ତୁମ୍ଭେ କେଉଁଠାରୁ ଆସିଅଛ? ତହୁଁ ସେ କହିଲା, ମୁଁ ଜଣେ ମିସ୍ରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା । 14. ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଳଗ୍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ । 15. ତହିଁରେ ଦାଉଦ ତାହାକୁ କହିଲେ, ତୁମ୍ଭେ କʼଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ? ତହୁଁ ସେ କହିଲା, ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ଵରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି । 16. ଏଉତ୍ତାରେ ସେ ତାଙ୍କୁ ନେଇଯାʼନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି । 17. ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ । 18. ପୁଣି ଅମାଲେକୀୟମାନେ ଯାହା କିଛି ନେଇ ଯାଇଥିଲେ, ଦାଉଦ ସେସମସ୍ତ ଉଦ୍ଧାର କଲେ; ମଧ୍ୟ ଦାଉଦ ଆପଣାର ଦୁଇ ଭାର୍ଯ୍ୟାଙ୍କୁ ମୁକ୍ତ କଲେ । 19. ପୁଣି ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ । 20. ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ । 21. ଏଉତ୍ତାରେ ଅତି କ୍ଳା; ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ । 22. ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାʼନ୍ତୁ । 23. ଏଥିରେ ଦାଉଦ ସେମାନଙ୍କୁ କହିଲେ, ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ । 24. ପୁଣି ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ । 25. ପୁଣି ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି । 26. ଏଉତ୍ତାରେ ଦାଉଦ ସିକ୍ଳଗ୍ରେ ଉପସ୍ଥିତ ହୁଅନ୍ତେ, ସେ ବୈଥେଲ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍ ଓ ଯତ୍ତୀର 27. ଓ ଅରୋୟେର ଓ ଶିଫ୍ମୋତ୍ ଓ ଇଷ୍ଟିମୋୟ ⇧; 28. ରାଖଲ ଓ ଯିରହମେଲୀୟମାନଙ୍କ ନଗର ଓ କେନୀୟମାନଙ୍କ ନଗର 29. ଓ ହର୍ମା ଓ କୋରାଶନ ଓ ଅଥାକ୍ ବିଚା.୧:୭ 30. ଓ ହିବ୍ରୋଣ ଓ ଯେ ଯେ ସ୍ଥାନରେ ଦାଉଦଙ୍କର ଓ ତାଙ୍କ ଲୋକମାନଙ୍କର ଗମନାଗମନ ହୋଇଥିଲା, 31. ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟୀ ।
ପ୍ରଥମ ଶାମୁୟେଲ ଅଧ୍ୟାୟ 1
ପ୍ରଥମ ଶାମୁୟେଲ ଅଧ୍ୟାୟ 2
ପ୍ରଥମ ଶାମୁୟେଲ ଅଧ୍ୟାୟ 3
ପ୍ରଥମ ଶାମୁୟେଲ ଅଧ୍ୟାୟ 4
ପ୍ରଥମ ଶାମୁୟେଲ ଅଧ୍ୟାୟ 5
ପ୍ରଥମ ଶାମୁୟେଲ ଅଧ୍ୟାୟ 6
ପ୍ରଥମ ଶାମୁୟେଲ ଅଧ୍ୟାୟ 7
ପ୍ରଥମ ଶାମୁୟେଲ ଅଧ୍ୟାୟ 8
ପ୍ରଥମ ଶାମୁୟେଲ ଅଧ୍ୟାୟ 9
ପ୍ରଥମ ଶାମୁୟେଲ ଅଧ୍ୟାୟ 10
ପ୍ରଥମ ଶାମୁୟେଲ ଅଧ୍ୟାୟ 11
ପ୍ରଥମ ଶାମୁୟେଲ ଅଧ୍ୟାୟ 12
ପ୍ରଥମ ଶାମୁୟେଲ ଅଧ୍ୟାୟ 13
ପ୍ରଥମ ଶାମୁୟେଲ ଅଧ୍ୟାୟ 14
ପ୍ରଥମ ଶାମୁୟେଲ ଅଧ୍ୟାୟ 15
ପ୍ରଥମ ଶାମୁୟେଲ ଅଧ୍ୟାୟ 16
ପ୍ରଥମ ଶାମୁୟେଲ ଅଧ୍ୟାୟ 17
ପ୍ରଥମ ଶାମୁୟେଲ ଅଧ୍ୟାୟ 18
ପ୍ରଥମ ଶାମୁୟେଲ ଅଧ୍ୟାୟ 19
ପ୍ରଥମ ଶାମୁୟେଲ ଅଧ୍ୟାୟ 20
ପ୍ରଥମ ଶାମୁୟେଲ ଅଧ୍ୟାୟ 21
ପ୍ରଥମ ଶାମୁୟେଲ ଅଧ୍ୟାୟ 22
ପ୍ରଥମ ଶାମୁୟେଲ ଅଧ୍ୟାୟ 23
ପ୍ରଥମ ଶାମୁୟେଲ ଅଧ୍ୟାୟ 24
ପ୍ରଥମ ଶାମୁୟେଲ ଅଧ୍ୟାୟ 25
ପ୍ରଥମ ଶାମୁୟେଲ ଅଧ୍ୟାୟ 26
ପ୍ରଥମ ଶାମୁୟେଲ ଅଧ୍ୟାୟ 27
ପ୍ରଥମ ଶାମୁୟେଲ ଅଧ୍ୟାୟ 28
ପ୍ରଥମ ଶାମୁୟେଲ ଅଧ୍ୟାୟ 29
ପ୍ରଥମ ଶାମୁୟେଲ ଅଧ୍ୟାୟ 30
ପ୍ରଥମ ଶାମୁୟେଲ ଅଧ୍ୟାୟ 31
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References