ଓଡିଆ ବାଇବଲ |
ERVHI
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିହିଜିକଲ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
38
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
ରେକର୍ଡଗୁଡିକ
ଯିହିଜିକଲ 38:0 (05 21 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିହିଜିକଲ ଅଧ୍ୟାୟ 38
1
ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
2
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍ର ଓ ତୁବଲର ଅଧିପତି ମାଗୋଗ୍ ଦେଶୀୟ ଗୋଗ୍ ଆଡ଼େ ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ,
3
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍ର ଓ ତୁବଲର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ।
4
ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତକୁ, ଅଶ୍ଵ ଓ ଅଶ୍ଵାରୋହୀ-ଗଣକୁ ବାହାର କରି ଆଣିବା, ସେସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ଼୍ଗଧାରୀ ଅଟନ୍ତି;
5
ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍; ସେସମସ୍ତେ ଢାଲ ଓ ଟୋପରଧାରୀ;
6
ଗୋମର ଓ ତାହାର ସମସ୍ତ ଲୋକଦଳ; ଉତ୍ତର ଦିଗର ପ୍ରାନ୍ତସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଲୋକଦଳକୁ; ଏହି ପ୍ରକାର ଅନେକ ଗୋଷ୍ଠୀୟମାନଙ୍କୁ ତୁମ୍ଭ ସଙ୍ଗେ ଆଣିବା ।
7
ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ଆପଣାକୁ ଓ ତୁମ୍ଭ ନିକଟରେ ଏକତ୍ରିତ ତୁମ୍ଭର ସମସ୍ତ ସମାଜକୁ ପ୍ରସ୍ତୁତ କର, ଆଉ ତୁମ୍ଭେ ସେମାନଙ୍କର ରକ୍ଷକ ହୁଅ ।
8
ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ଵାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ଼୍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ ।
9
ପୁଣି, ତୁମ୍ଭେ ଉପରକୁ ଉଠି, ବତାସ ପରି ଆସିବ, ଦେଶକୁ ଆଚ୍ଛନ୍ନ କରିବା ପାଇଁ ତୁମ୍ଭେ, ଆଉ ତୁମ୍ଭର ସମସ୍ତ ସୈନ୍ୟଦଳ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ମେଘ ତୁଲ୍ୟ ହେବେ ।
10
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଙ୍କଳ୍ପ କରିବ;
11
ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;
12
ଲୁଟିବାକୁ ଓ ଦ୍ରବ୍ୟ ଅପହରଣ କରିବାକୁ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯାତ୍ରା କରିବା; ଯେଉଁ ସକଳ ଉତ୍ସନ୍ନ ସ୍ଥାନ ଏବେ ବସତିବିଶିଷ୍ଟ ହୋଇଅଛି, ତହିଁର ବିରୁଦ୍ଧରେ ଓ ଯେଉଁ ଗୋଷ୍ଠୀ ନାନା ଦେଶୀୟମାନଙ୍କ ମଧ୍ୟରୁ ସଂଗୃହୀତ ହୋଇଅଛନ୍ତି, ପଶୁ ଓ ଦ୍ରବ୍ୟାଦି ପ୍ରାପ୍ତ ହୋଇ ପୃଥିବୀର ମଧ୍ୟଭାଗରେ ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ହସ୍ତାର୍ପଣ କରିବା ପାଇଁ (ତୁମ୍ଭେ ଯିବ) ।
13
ଶିବା, ଦଦାନ ଓ ତର୍ଶୀଶର ବଣିକଗଣ, ଆଉ ସେଠାସ୍ଥିତ ଯୁବା ସିଂହ ସକଳ ତୁମ୍ଭକୁ କହିବେ, ତୁମ୍ଭେ କି ଲୁଟିବାକୁ ଆସିଅଛ? ତୁମ୍ଭେ କି ଦ୍ରବ୍ୟ ଅପହରଣ କରିବା ପାଇଁ ଆପଣାର ଜନସମାଜ ଏକତ୍ର କରିଅଛ? ରୂପା, ସୁନା ବହି ନେବାର, ପଶୁ ଓ ଦ୍ରବ୍ୟାଦି ପ୍ରଚୁର ଲୁଟି ନେଇଯିବାର କି ତୁମ୍ଭର ଅଭିପ୍ରାୟ?
14
ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରି ଗୋଗ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ସେଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ?
15
ପୁଣି, ତୁମ୍ଭେ ଆପଣା ସ୍ଥାନ, ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ଆସିବେ, ସେସମସ୍ତେ ଅଶ୍ଵାରୋହୀ ମହାସମାଜ ଓ ବିକ୍ରମୀ ସୈନ୍ୟସାମନ୍ତ;
16
ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା ।
17
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ଵାରା, ଅର୍ଥାତ୍, ଯେଉଁମାନେ ସେକାଳରେ ଅନେକ ବର୍ଷଯାଏ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍-ବକ୍ତାଗଣ, ସେମାନଙ୍କ ଦ୍ଵାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି?
18
ପୁଣି, ପ୍ରଭୁ ସଦାପ୍ରଭୁ କହନ୍ତି, ଯେଉଁ ଦିନ ଗୋଗ୍ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ, ସେସମୟରେ ଆମ୍ଭର କୋପ ଆମ୍ଭର ନାସାରନ୍ଧ୍ରକୁ ଉଠିବ ।
19
କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ଵାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ;
20
ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍ ହେବ ।
21
ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ଼୍ଗ ପାଇଁ ଆମ୍ଭର ପର୍ବତ-ସକଳକୁ ଆହ୍ଵାନ କରିବା; ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ଼୍ଗ ତାହାର ଭ୍ରାତାର ପ୍ରତିକୂଳ ହେବ ।
22
ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ଵାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା ।
23
ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
ଯିହିଜିକଲ 38
1. ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, 2. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍ର ଓ ତୁବଲର ଅଧିପତି ମାଗୋଗ୍ ଦେଶୀୟ ଗୋଗ୍ ଆଡ଼େ ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, 3. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍ର ଓ ତୁବଲର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ । 4. ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତକୁ, ଅଶ୍ଵ ଓ ଅଶ୍ଵାରୋହୀ-ଗଣକୁ ବାହାର କରି ଆଣିବା, ସେସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ଼୍ଗଧାରୀ ଅଟନ୍ତି; 5. ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍; ସେସମସ୍ତେ ଢାଲ ଓ ଟୋପରଧାରୀ; 6. ଗୋମର ଓ ତାହାର ସମସ୍ତ ଲୋକଦଳ; ଉତ୍ତର ଦିଗର ପ୍ରାନ୍ତସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଲୋକଦଳକୁ; ଏହି ପ୍ରକାର ଅନେକ ଗୋଷ୍ଠୀୟମାନଙ୍କୁ ତୁମ୍ଭ ସଙ୍ଗେ ଆଣିବା । 7. ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ଆପଣାକୁ ଓ ତୁମ୍ଭ ନିକଟରେ ଏକତ୍ରିତ ତୁମ୍ଭର ସମସ୍ତ ସମାଜକୁ ପ୍ରସ୍ତୁତ କର, ଆଉ ତୁମ୍ଭେ ସେମାନଙ୍କର ରକ୍ଷକ ହୁଅ । 8. ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ଵାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ଼୍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ । 9. ପୁଣି, ତୁମ୍ଭେ ଉପରକୁ ଉଠି, ବତାସ ପରି ଆସିବ, ଦେଶକୁ ଆଚ୍ଛନ୍ନ କରିବା ପାଇଁ ତୁମ୍ଭେ, ଆଉ ତୁମ୍ଭର ସମସ୍ତ ସୈନ୍ୟଦଳ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ମେଘ ତୁଲ୍ୟ ହେବେ । 10. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଙ୍କଳ୍ପ କରିବ; 11. ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ; 12. ଲୁଟିବାକୁ ଓ ଦ୍ରବ୍ୟ ଅପହରଣ କରିବାକୁ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯାତ୍ରା କରିବା; ଯେଉଁ ସକଳ ଉତ୍ସନ୍ନ ସ୍ଥାନ ଏବେ ବସତିବିଶିଷ୍ଟ ହୋଇଅଛି, ତହିଁର ବିରୁଦ୍ଧରେ ଓ ଯେଉଁ ଗୋଷ୍ଠୀ ନାନା ଦେଶୀୟମାନଙ୍କ ମଧ୍ୟରୁ ସଂଗୃହୀତ ହୋଇଅଛନ୍ତି, ପଶୁ ଓ ଦ୍ରବ୍ୟାଦି ପ୍ରାପ୍ତ ହୋଇ ପୃଥିବୀର ମଧ୍ୟଭାଗରେ ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ହସ୍ତାର୍ପଣ କରିବା ପାଇଁ (ତୁମ୍ଭେ ଯିବ) । 13. ଶିବା, ଦଦାନ ଓ ତର୍ଶୀଶର ବଣିକଗଣ, ଆଉ ସେଠାସ୍ଥିତ ଯୁବା ସିଂହ ସକଳ ତୁମ୍ଭକୁ କହିବେ, ତୁମ୍ଭେ କି ଲୁଟିବାକୁ ଆସିଅଛ? ତୁମ୍ଭେ କି ଦ୍ରବ୍ୟ ଅପହରଣ କରିବା ପାଇଁ ଆପଣାର ଜନସମାଜ ଏକତ୍ର କରିଅଛ? ରୂପା, ସୁନା ବହି ନେବାର, ପଶୁ ଓ ଦ୍ରବ୍ୟାଦି ପ୍ରଚୁର ଲୁଟି ନେଇଯିବାର କି ତୁମ୍ଭର ଅଭିପ୍ରାୟ? 14. ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରି ଗୋଗ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ସେଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ? 15. ପୁଣି, ତୁମ୍ଭେ ଆପଣା ସ୍ଥାନ, ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ଆସିବେ, ସେସମସ୍ତେ ଅଶ୍ଵାରୋହୀ ମହାସମାଜ ଓ ବିକ୍ରମୀ ସୈନ୍ୟସାମନ୍ତ; 16. ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା । 17. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ଵାରା, ଅର୍ଥାତ୍, ଯେଉଁମାନେ ସେକାଳରେ ଅନେକ ବର୍ଷଯାଏ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍-ବକ୍ତାଗଣ, ସେମାନଙ୍କ ଦ୍ଵାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି? 18. ପୁଣି, ପ୍ରଭୁ ସଦାପ୍ରଭୁ କହନ୍ତି, ଯେଉଁ ଦିନ ଗୋଗ୍ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ, ସେସମୟରେ ଆମ୍ଭର କୋପ ଆମ୍ଭର ନାସାରନ୍ଧ୍ରକୁ ଉଠିବ । 19. କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ଵାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ; 20. ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍ ହେବ । 21. ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ଼୍ଗ ପାଇଁ ଆମ୍ଭର ପର୍ବତ-ସକଳକୁ ଆହ୍ଵାନ କରିବା; ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ଼୍ଗ ତାହାର ଭ୍ରାତାର ପ୍ରତିକୂଳ ହେବ । 22. ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ଵାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା । 23. ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
ଯିହିଜିକଲ ଅଧ୍ୟାୟ 1
ଯିହିଜିକଲ ଅଧ୍ୟାୟ 2
ଯିହିଜିକଲ ଅଧ୍ୟାୟ 3
ଯିହିଜିକଲ ଅଧ୍ୟାୟ 4
ଯିହିଜିକଲ ଅଧ୍ୟାୟ 5
ଯିହିଜିକଲ ଅଧ୍ୟାୟ 6
ଯିହିଜିକଲ ଅଧ୍ୟାୟ 7
ଯିହିଜିକଲ ଅଧ୍ୟାୟ 8
ଯିହିଜିକଲ ଅଧ୍ୟାୟ 9
ଯିହିଜିକଲ ଅଧ୍ୟାୟ 10
ଯିହିଜିକଲ ଅଧ୍ୟାୟ 11
ଯିହିଜିକଲ ଅଧ୍ୟାୟ 12
ଯିହିଜିକଲ ଅଧ୍ୟାୟ 13
ଯିହିଜିକଲ ଅଧ୍ୟାୟ 14
ଯିହିଜିକଲ ଅଧ୍ୟାୟ 15
ଯିହିଜିକଲ ଅଧ୍ୟାୟ 16
ଯିହିଜିକଲ ଅଧ୍ୟାୟ 17
ଯିହିଜିକଲ ଅଧ୍ୟାୟ 18
ଯିହିଜିକଲ ଅଧ୍ୟାୟ 19
ଯିହିଜିକଲ ଅଧ୍ୟାୟ 20
ଯିହିଜିକଲ ଅଧ୍ୟାୟ 21
ଯିହିଜିକଲ ଅଧ୍ୟାୟ 22
ଯିହିଜିକଲ ଅଧ୍ୟାୟ 23
ଯିହିଜିକଲ ଅଧ୍ୟାୟ 24
ଯିହିଜିକଲ ଅଧ୍ୟାୟ 25
ଯିହିଜିକଲ ଅଧ୍ୟାୟ 26
ଯିହିଜିକଲ ଅଧ୍ୟାୟ 27
ଯିହିଜିକଲ ଅଧ୍ୟାୟ 28
ଯିହିଜିକଲ ଅଧ୍ୟାୟ 29
ଯିହିଜିକଲ ଅଧ୍ୟାୟ 30
ଯିହିଜିକଲ ଅଧ୍ୟାୟ 31
ଯିହିଜିକଲ ଅଧ୍ୟାୟ 32
ଯିହିଜିକଲ ଅଧ୍ୟାୟ 33
ଯିହିଜିକଲ ଅଧ୍ୟାୟ 34
ଯିହିଜିକଲ ଅଧ୍ୟାୟ 35
ଯିହିଜିକଲ ଅଧ୍ୟାୟ 36
ଯିହିଜିକଲ ଅଧ୍ୟାୟ 37
ଯିହିଜିକଲ ଅଧ୍ୟାୟ 38
ଯିହିଜିକଲ ଅଧ୍ୟାୟ 39
ଯିହିଜିକଲ ଅଧ୍ୟାୟ 40
ଯିହିଜିକଲ ଅଧ୍ୟାୟ 41
ଯିହିଜିକଲ ଅଧ୍ୟାୟ 42
ଯିହିଜିକଲ ଅଧ୍ୟାୟ 43
ଯିହିଜିକଲ ଅଧ୍ୟାୟ 44
ଯିହିଜିକଲ ଅଧ୍ୟାୟ 45
ଯିହିଜିକଲ ଅଧ୍ୟାୟ 46
ଯିହିଜିକଲ ଅଧ୍ୟାୟ 47
ଯିହିଜିକଲ ଅଧ୍ୟାୟ 48
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References