ଓଡିଆ ବାଇବଲ |
ERVHI
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ମଲାଖୀ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1
1
2
3
4
:
1
2
3
4
5
6
7
8
9
10
11
12
13
14
ରେକର୍ଡଗୁଡିକ
ମଲାଖୀ 1:0 (03 34 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ମଲାଖୀ ଅଧ୍ୟାୟ 1
1
ମଲାଖିଙ୍କ ଦ୍ଵାରା ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ଭାରୋକ୍ତି ।
2
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ? ସଦାପ୍ରଭୁ କହନ୍ତି, ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ ।
3
ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ଵଂସ ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳଗଣକୁ ଦେଲୁ ।
4
ଇଦୋମ କହୁଅଛି, ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା; ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା; ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଅଞ୍ଚଳ ଓ ପରମେଶ୍ଵରଙ୍କର ନିତ୍ୟ କ୍ରୋଧପାତ୍ର ସ୍ଵରୂପ ଗୋଷ୍ଠୀ ବୋଲି ନାମ ଦେବେ ।
5
ପୁଣି, ତୁମ୍ଭମାନଙ୍କର ଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ହେଁ ମହିମାନ୍ଵିତ ହେଉନ୍ତୁ ।
6
ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯେବେ ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯେବେ ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି । ପୁଣି, ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ ⇧?
7
ତୁମ୍ଭେମାନେ ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୋଟୀ ଉତ୍ସର୍ଗ କରୁଅଛ, ତଥାପି କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ, ଏହା କହି, ତାହା କରୁଅଛ ।
8
ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ? ଅବା ସେ କି ତୁମ୍ଭଙ୍କୁ ଗ୍ରାହ୍ୟ କରିବେ? ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
9
ଆଉ, ଏବେ ମୁଁ ବିନତି କରେ, ପରମେଶ୍ଵର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କର; ଏହା ତୁମ୍ଭମାନଙ୍କ କାର୍ଯ୍ୟ ଦ୍ଵାରା ହୋଇଅଛି; ସେ କʼଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରାହ୍ୟ କରିବେ? ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
10
ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ଵଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯେବେ ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ ।
11
କାରଣ ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତହିଁର ଅସ୍ତ ଗମନ ସ୍ଥାନ ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମର ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ ଅଟେଜ ।
12
ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ,ଏହା କହି ତୁମ୍ଭେମାନେ ସେ ନାମ ଅଶୁଚି କରୁଅଛ ।
13
ଆହୁରି, ତୁମ୍ଭେମାନେ କହୁଅଛ, ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି ।
14
ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଶାପଗ୍ରସ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ ।
ମଲାଖୀ 1
1. ମଲାଖିଙ୍କ ଦ୍ଵାରା ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ଭାରୋକ୍ତି । 2. ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ? ସଦାପ୍ରଭୁ କହନ୍ତି, ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ । 3. ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ଵଂସ ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳଗଣକୁ ଦେଲୁ । 4. ଇଦୋମ କହୁଅଛି, ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା; ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା; ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଅଞ୍ଚଳ ଓ ପରମେଶ୍ଵରଙ୍କର ନିତ୍ୟ କ୍ରୋଧପାତ୍ର ସ୍ଵରୂପ ଗୋଷ୍ଠୀ ବୋଲି ନାମ ଦେବେ । 5. ପୁଣି, ତୁମ୍ଭମାନଙ୍କର ଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ହେଁ ମହିମାନ୍ଵିତ ହେଉନ୍ତୁ । 6. ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯେବେ ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯେବେ ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି । ପୁଣି, ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ ⇧? 7. ତୁମ୍ଭେମାନେ ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୋଟୀ ଉତ୍ସର୍ଗ କରୁଅଛ, ତଥାପି କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ, ଏହା କହି, ତାହା କରୁଅଛ । 8. ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ? ଅବା ସେ କି ତୁମ୍ଭଙ୍କୁ ଗ୍ରାହ୍ୟ କରିବେ? ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି । 9. ଆଉ, ଏବେ ମୁଁ ବିନତି କରେ, ପରମେଶ୍ଵର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କର; ଏହା ତୁମ୍ଭମାନଙ୍କ କାର୍ଯ୍ୟ ଦ୍ଵାରା ହୋଇଅଛି; ସେ କʼଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରାହ୍ୟ କରିବେ? ସୈନ୍ୟାଧିପତି ସଦାପ୍ରଭୁ କହନ୍ତି । 10. ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ଵଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯେବେ ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ । 11. କାରଣ ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତହିଁର ଅସ୍ତ ଗମନ ସ୍ଥାନ ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମର ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ ଅଟେଜ । 12. ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ,ଏହା କହି ତୁମ୍ଭେମାନେ ସେ ନାମ ଅଶୁଚି କରୁଅଛ । 13. ଆହୁରି, ତୁମ୍ଭେମାନେ କହୁଅଛ, ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି । 14. ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଶାପଗ୍ରସ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ ।
ମଲାଖୀ ଅଧ୍ୟାୟ 1
ମଲାଖୀ ଅଧ୍ୟାୟ 2
ମଲାଖୀ ଅଧ୍ୟାୟ 3
ମଲାଖୀ ଅଧ୍ୟାୟ 4
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References