ଓଡିଆ ବାଇବଲ |
ERVHI
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
17
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
:
1
2
3
4
5
6
7
8
9
10
11
12
13
14
15
16
17
18
ରେକର୍ଡଗୁଡିକ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:0 (04 40 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 17
1
ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହାବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
2
ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାର-ରୂପ ମଦିରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ତ ତୁମ୍ଭକୁ ଦେଖାଇବି, ।
3
ସେଥିରେ ସେ ମୋତେ ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି, ସେହି ପଶୁର ସର୍ବାଙ୍ଗ ଈଶ୍ଵରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ।
4
ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାର ରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;
5
ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ଜନନୀ ।
6
ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହୋଇଥିବାର ଦେଖିଲି । ତାହାକୁ ଦେଖି ମୁଁ ଅତ୍ୟ; ଆଶ୍ଚର୍ଯ୍ୟାନ୍ଵିତ ହେଲି ।
7
ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ଵିତ ହେଲ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ଓ ତାହାର ବାହନ ସପ୍ତ ମସ୍ତକ ଓ ଦଶ ଶୃଙ୍ଗବିଶିଷ୍ଟ ଯେଉଁ ପଶୁ, ତାହାର ନିଗୂଢ଼ ତତ୍ତ୍ଵ ବୁଝାଇଦେବି ।
8
ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି ତାହା ପାତାଳକୁଣ୍ତରୁ ଉଠି ବିନାଶ ପାଇବ । ସେଥିରେ ପୃଥିବୀ ନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ଓ ପରେ ଆସିବ, ସେତେ-ବେଳେ ସେମାନେ ଆଶ୍ଚର୍ଯ୍ୟାନ୍ଵିତ ହେବେ ।
9
ଏହି ସ୍ଥଳରେ ବୁଦ୍ଧିବିଶିଷ୍ଟ ମନ ଆବଶ୍ୟକ । ସେହି ସପ୍ତ ମସ୍ତକ ସପ୍ତ ପର୍ବତକୁ ବୁଝାଏ, ଏହି ସପ୍ତ ପର୍ବତ ଉପରେ ସ୍ତ୍ରୀଲୋକ ଉପବିଷ୍ଟା;
10
ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ ।
11
ପୁଣି ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ ।
12
ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ ।
13
ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ ।
14
ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତହ ଓ ବିଶ୍ଵସ୍ତ ଲୋକମାନେ ମଧ୍ୟ ଜୟ କରିବେ ।
15
ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ବଂଶ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ ।
16
ପୁଣି ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ୍ନ ଓ ଉଲଙ୍ଗ କରିବେ, ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;
17
କାରଣ ଈଶ୍ଵରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥିନିମନ୍ତେ ଈଶ୍ଵର ସେମାନଙ୍କ ମନରେ ପ୍ରବୃତ୍ତି ଦେଲେ ।
18
ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ଵ କରୁଥିବା ମହାନଗରୀକୁ ବୁଝାଏ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17
1. ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହାବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ, 2. ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାର-ରୂପ ମଦିରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ତ ତୁମ୍ଭକୁ ଦେଖାଇବି, । 3. ସେଥିରେ ସେ ମୋତେ ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି, ସେହି ପଶୁର ସର୍ବାଙ୍ଗ ଈଶ୍ଵରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, । 4. ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାର ରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ; 5. ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ଜନନୀ । 6. ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହୋଇଥିବାର ଦେଖିଲି । ତାହାକୁ ଦେଖି ମୁଁ ଅତ୍ୟ; ଆଶ୍ଚର୍ଯ୍ୟାନ୍ଵିତ ହେଲି । 7. ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ଵିତ ହେଲ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ଓ ତାହାର ବାହନ ସପ୍ତ ମସ୍ତକ ଓ ଦଶ ଶୃଙ୍ଗବିଶିଷ୍ଟ ଯେଉଁ ପଶୁ, ତାହାର ନିଗୂଢ଼ ତତ୍ତ୍ଵ ବୁଝାଇଦେବି । 8. ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି ତାହା ପାତାଳକୁଣ୍ତରୁ ଉଠି ବିନାଶ ପାଇବ । ସେଥିରେ ପୃଥିବୀ ନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ଓ ପରେ ଆସିବ, ସେତେ-ବେଳେ ସେମାନେ ଆଶ୍ଚର୍ଯ୍ୟାନ୍ଵିତ ହେବେ । 9. ଏହି ସ୍ଥଳରେ ବୁଦ୍ଧିବିଶିଷ୍ଟ ମନ ଆବଶ୍ୟକ । ସେହି ସପ୍ତ ମସ୍ତକ ସପ୍ତ ପର୍ବତକୁ ବୁଝାଏ, ଏହି ସପ୍ତ ପର୍ବତ ଉପରେ ସ୍ତ୍ରୀଲୋକ ଉପବିଷ୍ଟା; 10. ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ । 11. ପୁଣି ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ । 12. ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ । 13. ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ । 14. ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତହ ଓ ବିଶ୍ଵସ୍ତ ଲୋକମାନେ ମଧ୍ୟ ଜୟ କରିବେ । 15. ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ବଂଶ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ । 16. ପୁଣି ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ୍ନ ଓ ଉଲଙ୍ଗ କରିବେ, ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ; 17. କାରଣ ଈଶ୍ଵରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥିନିମନ୍ତେ ଈଶ୍ଵର ସେମାନଙ୍କ ମନରେ ପ୍ରବୃତ୍ତି ଦେଲେ । 18. ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ଵ କରୁଥିବା ମହାନଗରୀକୁ ବୁଝାଏ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 1
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 2
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 3
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 4
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 5
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 6
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 7
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 8
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 9
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 10
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 11
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 12
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 13
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 14
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 16
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 17
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 18
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 19
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 20
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 21
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 22
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References