ଓଡିଆ ବାଇବଲ |
ERVML
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଦିତୀୟ ବିବରଣ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
26
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
:
1
2
3
4
5
6
7
8
9
10
11
12
13
14
15
16
17
18
19
ରେକର୍ଡଗୁଡିକ
ଦିତୀୟ ଶାମୁୟେଲ 2:12 (04 22 am)
ଦିତୀୟ ବିବରଣ 26:0 (04 22 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଦିତୀୟ ବିବରଣ ଅଧ୍ୟାୟ 26
1
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;
2
ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ଯାବତୀୟ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ ।
3
ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ ।
4
ତହୁଁ ଯାଜକ ତୁମ୍ଭ ହସ୍ତରୁ ସେହି ଚାଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ ।
5
ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, ଏକଜଣ ନଷ୍ଟ-କଳ୍ପ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ ଓ ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା ।
6
ତହିଁରେ ମିସ୍ରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କ୍ଳେଶ ଦେଇ କଠିନ ଦାସତ୍ଵ କରାଇଲେ ।
7
ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ଵରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଉପଦ୍ରବ ଦେଖିଲେ ।
8
ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ଵାରା ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ଓ ମହାତ୍ରାସ ଦ୍ଵାରା ଓ ନାନା ଚିହ୍ନ ଦ୍ଵାରା ଓ ଆଶ୍ଚର୍ଯ୍ୟକର୍ମ ଦ୍ଵାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ ।
9
ଆଉ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଅଛନ୍ତି ଓ ଏହି ଦେଶ, ଏକ ଦୁଗ୍ଧମଧୁପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଅଛନ୍ତି ।
10
ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ । ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ପ୍ରଣାମ କରିବ ।
11
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେ ଯେ ମଙ୍ଗଳ କରିଅଛନ୍ତି, ସେ ସବୁରେ ତୁମ୍ଭେ ଓ ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ, ତୁମ୍ଭେ ସମସ୍ତେ ଆନନ୍ଦ କରିବ ।
12
ତୃତୀୟ ବର୍ଷରେ, ଅର୍ଥାତ୍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକି, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗରଦ୍ଵାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ ।
13
ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଏହା କହିବ, ମୋʼ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକି, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞା ଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ ।
14
ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ; ମୁଁ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେ ସମସ୍ତ ମୁଁ କରିଅଛି ।
15
ତୁମ୍ଭେ ଆପଣା ପବିତ୍ର ନିବାସ ସ୍ଵର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଆଶୀର୍ବାଦ କର ।
16
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉଅଛନ୍ତି; ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହା ସବୁ ମାନିବ ଓ କରିବ,
17
ତୁମ୍ଭେ ଆଜି ଅଙ୍ଗୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ଵର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ ।
18
ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ;
19
ପୁଣି ସେ ତୁମ୍ଭକୁ ପ୍ରଶଂସାରେ ଓ ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ ।
ଦିତୀୟ ବିବରଣ 26
1. ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ; 2. ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ଯାବତୀୟ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ । 3. ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ । 4. ତହୁଁ ଯାଜକ ତୁମ୍ଭ ହସ୍ତରୁ ସେହି ଚାଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ । 5. ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, ଏକଜଣ ନଷ୍ଟ-କଳ୍ପ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ ଓ ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା । 6. ତହିଁରେ ମିସ୍ରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କ୍ଳେଶ ଦେଇ କଠିନ ଦାସତ୍ଵ କରାଇଲେ । 7. ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ଵରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଉପଦ୍ରବ ଦେଖିଲେ । 8. ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ଵାରା ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ଓ ମହାତ୍ରାସ ଦ୍ଵାରା ଓ ନାନା ଚିହ୍ନ ଦ୍ଵାରା ଓ ଆଶ୍ଚର୍ଯ୍ୟକର୍ମ ଦ୍ଵାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ । 9. ଆଉ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଅଛନ୍ତି ଓ ଏହି ଦେଶ, ଏକ ଦୁଗ୍ଧମଧୁପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଅଛନ୍ତି । 10. ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ । ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ପ୍ରଣାମ କରିବ । 11. ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେ ଯେ ମଙ୍ଗଳ କରିଅଛନ୍ତି, ସେ ସବୁରେ ତୁମ୍ଭେ ଓ ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ, ତୁମ୍ଭେ ସମସ୍ତେ ଆନନ୍ଦ କରିବ । 12. ତୃତୀୟ ବର୍ଷରେ, ଅର୍ଥାତ୍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକି, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗରଦ୍ଵାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ । 13. ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଏହା କହିବ, ମୋʼ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକି, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞା ଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ । 14. ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ; ମୁଁ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେ ସମସ୍ତ ମୁଁ କରିଅଛି । 15. ତୁମ୍ଭେ ଆପଣା ପବିତ୍ର ନିବାସ ସ୍ଵର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଆଶୀର୍ବାଦ କର । 16. ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉଅଛନ୍ତି; ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହା ସବୁ ମାନିବ ଓ କରିବ, 17. ତୁମ୍ଭେ ଆଜି ଅଙ୍ଗୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ଵର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ । 18. ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ; 19. ପୁଣି ସେ ତୁମ୍ଭକୁ ପ୍ରଶଂସାରେ ଓ ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ ।
ଦିତୀୟ ବିବରଣ ଅଧ୍ୟାୟ 1
ଦିତୀୟ ବିବରଣ ଅଧ୍ୟାୟ 2
ଦିତୀୟ ବିବରଣ ଅଧ୍ୟାୟ 3
ଦିତୀୟ ବିବରଣ ଅଧ୍ୟାୟ 4
ଦିତୀୟ ବିବରଣ ଅଧ୍ୟାୟ 5
ଦିତୀୟ ବିବରଣ ଅଧ୍ୟାୟ 6
ଦିତୀୟ ବିବରଣ ଅଧ୍ୟାୟ 7
ଦିତୀୟ ବିବରଣ ଅଧ୍ୟାୟ 8
ଦିତୀୟ ବିବରଣ ଅଧ୍ୟାୟ 9
ଦିତୀୟ ବିବରଣ ଅଧ୍ୟାୟ 10
ଦିତୀୟ ବିବରଣ ଅଧ୍ୟାୟ 11
ଦିତୀୟ ବିବରଣ ଅଧ୍ୟାୟ 12
ଦିତୀୟ ବିବରଣ ଅଧ୍ୟାୟ 13
ଦିତୀୟ ବିବରଣ ଅଧ୍ୟାୟ 14
ଦିତୀୟ ବିବରଣ ଅଧ୍ୟାୟ 15
ଦିତୀୟ ବିବରଣ ଅଧ୍ୟାୟ 16
ଦିତୀୟ ବିବରଣ ଅଧ୍ୟାୟ 17
ଦିତୀୟ ବିବରଣ ଅଧ୍ୟାୟ 18
ଦିତୀୟ ବିବରଣ ଅଧ୍ୟାୟ 19
ଦିତୀୟ ବିବରଣ ଅଧ୍ୟାୟ 20
ଦିତୀୟ ବିବରଣ ଅଧ୍ୟାୟ 21
ଦିତୀୟ ବିବରଣ ଅଧ୍ୟାୟ 22
ଦିତୀୟ ବିବରଣ ଅଧ୍ୟାୟ 23
ଦିତୀୟ ବିବରଣ ଅଧ୍ୟାୟ 24
ଦିତୀୟ ବିବରଣ ଅଧ୍ୟାୟ 25
ଦିତୀୟ ବିବରଣ ଅଧ୍ୟାୟ 26
ଦିତୀୟ ବିବରଣ ଅଧ୍ୟାୟ 27
ଦିତୀୟ ବିବରଣ ଅଧ୍ୟାୟ 28
ଦିତୀୟ ବିବରଣ ଅଧ୍ୟାୟ 29
ଦିତୀୟ ବିବରଣ ଅଧ୍ୟାୟ 30
ଦିତୀୟ ବିବରଣ ଅଧ୍ୟାୟ 31
ଦିତୀୟ ବିବରଣ ଅଧ୍ୟାୟ 32
ଦିତୀୟ ବିବରଣ ଅଧ୍ୟାୟ 33
ଦିତୀୟ ବିବରଣ ଅଧ୍ୟାୟ 34
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References