ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 64

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର । 2 କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀ-ମାନଙ୍କ କଳହରୁ ମୋତେ ଲୁଚାଇ ରଖ; 3 ସେମାନେ ଖଡ଼୍‍ଗ ପରି ଆପଣା ଜିହ୍ଵା ଶାଣିତ କରିଅଛନ୍ତି 4 ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ । 5 ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, ଆମ୍ଭମାନଙ୍କୁ କିଏ ଦେଖିବ? 6 ସେମାନେ ଅଧର୍ମ କଳ୍ପନା କରନ୍ତି; ଆମ୍ଭେମାନେ ଯନିପୂର୍ବକ କଳ୍ପନା ସିଦ୍ଧ କରିଅଛୁ ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର । 7 ମାତ୍ର ପରମେଶ୍ଵର ସେମାନଙ୍କ ପ୍ରତି ନିକ୍ଷେପ କରିବେ; ସେମାନେ ତୀରରେ ହଠାତ୍ ଆହତ ହେବେ । 8 ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ଵା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ତ ହଲାଇବେ; 9 ପୁଣି, ସକଳ ମନୁଷ୍ୟ ଭୟ କରିବେ ଓ ସେମାନେ ପରମେଶ୍ଵରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ । 10 ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ । ପୁଣି, ସରଳାନ୍ତଃକରଣ ସମସ୍ତେ ଦର୍ପ କରିବେ ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର । 2. କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀ-ମାନଙ୍କ କଳହରୁ ମୋତେ ଲୁଚାଇ ରଖ; 3. ସେମାନେ ଖଡ଼୍‍ଗ ପରି ଆପଣା ଜିହ୍ଵା ଶାଣିତ କରିଅଛନ୍ତି 4. ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ । 5. ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, ଆମ୍ଭମାନଙ୍କୁ କିଏ ଦେଖିବ? 6. ସେମାନେ ଅଧର୍ମ କଳ୍ପନା କରନ୍ତି; ଆମ୍ଭେମାନେ ଯନିପୂର୍ବକ କଳ୍ପନା ସିଦ୍ଧ କରିଅଛୁ ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର । 7. ମାତ୍ର ପରମେଶ୍ଵର ସେମାନଙ୍କ ପ୍ରତି ନିକ୍ଷେପ କରିବେ; ସେମାନେ ତୀରରେ ହଠାତ୍ ଆହତ ହେବେ । 8. ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ଵା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ତ ହଲାଇବେ; 9. ପୁଣି, ସକଳ ମନୁଷ୍ୟ ଭୟ କରିବେ ଓ ସେମାନେ ପରମେଶ୍ଵରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ । 10. ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ । ପୁଣି, ସରଳାନ୍ତଃକରଣ ସମସ୍ତେ ଦର୍ପ କରିବେ ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References