ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 79

1 ଆସଫର ଗୀତ । ହେ ପରମେଶ୍ଵର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି । 2 ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି । 3 ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା । 4 ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ । 5 ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ଵାଳା କି ଅଗ୍ନି ପରି ଜ୍ଵଳିବ? 6 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ । 7 କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି । 8 ଆମ୍ଭମାନଙ୍କ ପିତୃପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ । କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ । 9 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର । 10 ଅନ୍ୟ ଦେଶୀୟମାନେ କିହେତୁ କହିବେ, ସେମାନଙ୍କର ପରମେଶ୍ଵର କାହାନ୍ତି? ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ । 11 ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ଵାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର । 12 ପୁଣି, ହେ ପ୍ରଭୋ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ । 13 ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ, ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା; ଆମ୍ଭେମାନେ ପୁରୁଷପରମ୍ପରା ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା ।
1. ଆସଫର ଗୀତ । ହେ ପରମେଶ୍ଵର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି । 2. ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି । 3. ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା । 4. ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ । 5. ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ଵାଳା କି ଅଗ୍ନି ପରି ଜ୍ଵଳିବ? 6. ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ । 7. କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି । 8. ଆମ୍ଭମାନଙ୍କ ପିତୃପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ । କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ । 9. ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର । 10. ଅନ୍ୟ ଦେଶୀୟମାନେ କିହେତୁ କହିବେ, ସେମାନଙ୍କର ପରମେଶ୍ଵର କାହାନ୍ତି? ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ । 11. ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ଵାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର । 12. ପୁଣି, ହେ ପ୍ରଭୋ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ । 13. ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ, ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା; ଆମ୍ଭେମାନେ ପୁରୁଷପରମ୍ପରା ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References