ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଲେବୀୟ ପୁସ୍ତକ

ଲେବୀୟ ପୁସ୍ତକ ଅଧ୍ୟାୟ 12

1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେବେ କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସେ ଯେପରି ସ୍ତ୍ରୀଧର୍ମର ଅଶୌଚ ସମୟରେ, ସେପରି ସାତ ଦିନଯାଏ ଅଶୁଚି ରହିବ । 3 ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦ ହେବ । 4 ପୁଣି ସେ ସ୍ତ୍ରୀ ତେତିଶ୍ ଦିନ ପର୍ଯ୍ୟନ୍ତ ଆପଣାର ଶୌଚ ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୌଚର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେ କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ । 5 ମାତ୍ର ଯେବେ ସେ କନ୍ୟା ପ୍ରସବ କରେ, ତେବେ ସେ ଯେପରି ସ୍ତ୍ରୀଧର୍ମର ଅଶୌଚ ସମୟରେ, ସେପରି ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୌଚ ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ । 6 ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୌଚ ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ କାପ୍ତାଛୁଆ ବା ଏକ ଘୁଘୁ ସମାଗମ-ତମ୍ଵୁଦ୍ଵାରର ଯାଜକ ନିକଟକୁ ଆଣିବ । 7 ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା । 8 ମାତ୍ର ଯେବେ ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ନେଇ, ତହିଁରୁ ଗୋଟିକି ହୋମାର୍ଥେ ଓ ଅନ୍ୟଟିକି ପାପାର୍ଥେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ ।
1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, .::. 2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେବେ କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସେ ଯେପରି ସ୍ତ୍ରୀଧର୍ମର ଅଶୌଚ ସମୟରେ, ସେପରି ସାତ ଦିନଯାଏ ଅଶୁଚି ରହିବ । .::. 3 ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦ ହେବ । .::. 4 ପୁଣି ସେ ସ୍ତ୍ରୀ ତେତିଶ୍ ଦିନ ପର୍ଯ୍ୟନ୍ତ ଆପଣାର ଶୌଚ ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୌଚର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେ କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ । .::. 5 ମାତ୍ର ଯେବେ ସେ କନ୍ୟା ପ୍ରସବ କରେ, ତେବେ ସେ ଯେପରି ସ୍ତ୍ରୀଧର୍ମର ଅଶୌଚ ସମୟରେ, ସେପରି ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୌଚ ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ । .::. 6 ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୌଚ ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ କାପ୍ତାଛୁଆ ବା ଏକ ଘୁଘୁ ସମାଗମ-ତମ୍ଵୁଦ୍ଵାରର ଯାଜକ ନିକଟକୁ ଆଣିବ । .::. 7 ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା । .::. 8 ମାତ୍ର ଯେବେ ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ନେଇ, ତହିଁରୁ ଗୋଟିକି ହୋମାର୍ଥେ ଓ ଅନ୍ୟଟିକି ପାପାର୍ଥେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ । .::.
  • ଲେବୀୟ ପୁସ୍ତକ ଅଧ୍ୟାୟ 1  
  • ଲେବୀୟ ପୁସ୍ତକ ଅଧ୍ୟାୟ 2  
  • ଲେବୀୟ ପୁସ୍ତକ ଅଧ୍ୟାୟ 3  
  • ଲେବୀୟ ପୁସ୍ତକ ଅଧ୍ୟାୟ 4  
  • ଲେବୀୟ ପୁସ୍ତକ ଅଧ୍ୟାୟ 5  
  • ଲେବୀୟ ପୁସ୍ତକ ଅଧ୍ୟାୟ 6  
  • ଲେବୀୟ ପୁସ୍ତକ ଅଧ୍ୟାୟ 7  
  • ଲେବୀୟ ପୁସ୍ତକ ଅଧ୍ୟାୟ 8  
  • ଲେବୀୟ ପୁସ୍ତକ ଅଧ୍ୟାୟ 9  
  • ଲେବୀୟ ପୁସ୍ତକ ଅଧ୍ୟାୟ 10  
  • ଲେବୀୟ ପୁସ୍ତକ ଅଧ୍ୟାୟ 11  
  • ଲେବୀୟ ପୁସ୍ତକ ଅଧ୍ୟାୟ 12  
  • ଲେବୀୟ ପୁସ୍ତକ ଅଧ୍ୟାୟ 13  
  • ଲେବୀୟ ପୁସ୍ତକ ଅଧ୍ୟାୟ 14  
  • ଲେବୀୟ ପୁସ୍ତକ ଅଧ୍ୟାୟ 15  
  • ଲେବୀୟ ପୁସ୍ତକ ଅଧ୍ୟାୟ 16  
  • ଲେବୀୟ ପୁସ୍ତକ ଅଧ୍ୟାୟ 17  
  • ଲେବୀୟ ପୁସ୍ତକ ଅଧ୍ୟାୟ 18  
  • ଲେବୀୟ ପୁସ୍ତକ ଅଧ୍ୟାୟ 19  
  • ଲେବୀୟ ପୁସ୍ତକ ଅଧ୍ୟାୟ 20  
  • ଲେବୀୟ ପୁସ୍ତକ ଅଧ୍ୟାୟ 21  
  • ଲେବୀୟ ପୁସ୍ତକ ଅଧ୍ୟାୟ 22  
  • ଲେବୀୟ ପୁସ୍ତକ ଅଧ୍ୟାୟ 23  
  • ଲେବୀୟ ପୁସ୍ତକ ଅଧ୍ୟାୟ 24  
  • ଲେବୀୟ ପୁସ୍ତକ ଅଧ୍ୟାୟ 25  
  • ଲେବୀୟ ପୁସ୍ତକ ଅଧ୍ୟାୟ 26  
  • ଲେବୀୟ ପୁସ୍ତକ ଅଧ୍ୟାୟ 27  
×

Alert

×

Oriya Letters Keypad References