ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 147

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । କାରଣ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ । 2 ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି । 3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି । 4 ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି । 5 ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ । 6 ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍ କରନ୍ତି । 7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରଶଂସା ଗାନ କର; 8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି । 9 ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରାକାଉ ଛୁଆମାନଙ୍କୁ ଆହାର ଦିଅନ୍ତି । 10 ସେ ଅଶ୍ଵର ବଳରେ ସନ୍ତୁଷ୍ଟ ନୁହନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି । 11 ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି । 12 ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ଵରଙ୍କର ପ୍ରଶଂସା କର; 13 କାରଣ ସେ ତୁମ୍ଭ ଦ୍ଵାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି । 14 ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି । 15 ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ । 16 ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି । 17 ସେ ଖଣ୍ତ ଖଣ୍ତ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ? 18 ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ । 19 ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି । 20 ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । କାରଣ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ । 2. ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି । 3. ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି । 4. ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି । 5. ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ । 6. ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍ କରନ୍ତି । 7. ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରଶଂସା ଗାନ କର; 8. ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି । 9. ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରାକାଉ ଛୁଆମାନଙ୍କୁ ଆହାର ଦିଅନ୍ତି । 10. ସେ ଅଶ୍ଵର ବଳରେ ସନ୍ତୁଷ୍ଟ ନୁହନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି । 11. ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି । 12. ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ଵରଙ୍କର ପ୍ରଶଂସା କର; 13. କାରଣ ସେ ତୁମ୍ଭ ଦ୍ଵାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି । 14. ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି । 15. ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ । 16. ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି । 17. ସେ ଖଣ୍ତ ଖଣ୍ତ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ? 18. ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ । 19. ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି । 20. ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References