ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିହୋଶୂୟ

ରେକର୍ଡଗୁଡିକ

ଯିହୋଶୂୟ ଅଧ୍ୟାୟ 19

1 ଅନନ୍ତର ଶିମୀୟୋନର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ- ସନ୍ତାନମାନଙ୍କ ବଂଶ ପାଇଁ ଦ୍ଵିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା । 2 ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେରଶେବା ବା ଶେବା ଓ ମୋଲାଦା 3 ଓ ହତ୍ସରଶୀୟାଲ ଓ ବାଲା ଓ ଏତ୍ସମ୍ 4 ଓ ଇଲତୋଲଦ୍ ଓ ବଥୁଲ ଓ ହର୍ମା 5 ଓ ସିକ୍ଲଗ୍ ଓ ବୈଥ୍-ମର୍କାବୋତ୍ ଓ ହତ୍ସର-ସୂଷୀମ୍ 6 ଓ ବୈଥ୍ଲବାୟୋତ୍ ଓ ଶାରୁହନ୍; ଗ୍ରାମ ସମେତ ଏହି ତେର ନଗର । 7 ଐନ୍ ଓ ରିମ୍ମୋନ୍ ଓ ଏଥର ଓ ଆଶନ୍; ଗ୍ରାମ ସମେତ ଏହି ଚାରି ନଗର 8 ଓ ବାଲତ୍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ । ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା । 9 ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା-ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା-ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ । 10 ଅନନ୍ତର ସବୂଲୂନ୍-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା । 11 ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା । 12 ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତରେ ବାହାରି ଯାଫୀୟକୁ ଉଠିଗଲା । 13 ପୁଣି ସେଠାରୁ ପୂର୍ବ ଦିଗ ହୋଇ ଗାତ୍-ହେଫର ଦେଇ ଏତ୍କାତ୍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋଣକୁ ଗଲା । 14 ପୁଣି ସେହି ସୀମା ଉତ୍ତର ଦିଗରେ ତାହା ବେଷ୍ଟନ କରି ହନ୍ନାଥୋନକୁ ଗଲା; ପୁଣି ତହିଁର ସୀମା ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା । 15 ପୁଣି କଟତ୍ ଓ ନହଲୋଲ ଓ ଶିମ୍ରୋଣ ଓ ଯିଦାଲା ଓ ବୈଥ୍ଲେହିମ; ଗ୍ରାମ ସମେତ ଏହି ବାର ନଗର । 16 ଗ୍ରାମ ସମେତ ଏସବୁ ନଗର ସବୂଲୂନ୍-ସନ୍ତାନ-ମାନଙ୍କ ବଂଶାନୁସାରେ ସେମାନଙ୍କ ଅଧିକାର ଥିଲା । 17 ଅନନ୍ତର ଇଷାଖରର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା । 18 ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ସୁନେମ 19 ଓ ହଫାରୟିମ୍ ଓ ଶୀୟୋନ ଓ ଅନହରତ୍ 20 ଓ ରାବ୍ବୀତ୍ ଓ କିଶୀୟୋନ୍ ଓ ଏବସ 21 ଓ ରେମତ୍ ଓ ଐନ୍-ଗନ୍ନୀମ୍ ଓ ଐନ୍-ହଦ୍ଦା ଓ ବୈଥ୍-ପତ୍ସେସ ପର୍ଯ୍ୟନ୍ତ ଗଲା । 22 ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍ ଓ ବୈଥ୍ଶେମଶ୍ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରା; ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର । 23 ଗ୍ରାମ ସମେତ ଏସବୁ ନଗର ଇଷାଖର ବଂଶୀୟ ସନ୍ତାନଗଣର ସେମାନଙ୍କ ବଂଶାନୁସାରେ ଅଧିକାର ହେଲା । 24 ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା । 25 ଆଉ ସେମାନଙ୍କର ସୀମା ହିଲକତ୍ ଓ ହଲୀ ଓ ବେଟନ ଓ ଅକ୍ଷଫ 26 ଓ ଅଲମେଲକ୍ ଓ ଅମୀୟାଦ୍ ଓ ମିଶାଲ; ଆଉ ତାହା ପଶ୍ଚିମ ଦିଗରେ କର୍ମିଲ ଓ ଶୀହୋର-ଲିବ୍ନତ ପର୍ଯ୍ୟନ୍ତ ଗଲା । 27 ପୁଣି ସୂର୍ଯ୍ୟୋଦୟ ଦିଗରେ ବୈଥ୍-ଦାଗୁନ୍ ଆଡ଼େ ବୁଲି ବୈଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନ୍ସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ 28 ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା; 29 ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀରବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକ୍ଷୀବ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରା; ଥିଲା । 30 ମଧ୍ୟ ଉମ୍ମା ଓ ଅଫେକ୍ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା । 31 ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା । 32 ଅନନ୍ତର ନପ୍ତାଲିର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା । 33 ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍, ସାନନ୍ନୀମ ନିକଟସ୍ଥ ଆଲୋନଠାରୁ ଅଦାମୀ ନେକ୍ବ ଓ ଯବ୍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରା; ଥିଲା । 34 ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍ନୋତ୍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ୍ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା । 35 ପୁଣି ସବୀମ ଓ ସେର ଓ ହମ୍ମତ୍, ରକ୍କତ୍ ଓ କିନ୍ନେରତ୍ 36 ଓ ଆଦାମା ଓ ରାମା ଓ ହାତ୍ସୋର 37 ଓ କେଦଶ ଓ ଇଦ୍ରିୟୀ ଓ ଐନ-ହାତ୍ସୋର ଯିହୋ.୨୦:୭ 38 ଓ ଯିରୋଣ ଓ ମିଗ୍ଦଲେଲ ଓ ହୋରେମ୍ ଓ ବୈଥଂନାତ୍ ଓ ବୈଥ୍ଶେମଶ୍; ଏହିସବୁ ପ୍ରାଚୀରବେଷ୍ଟିତ ନଗର ଥିଲା; ଗ୍ରାମ ସମେତ ଊଣାଇଶ ନଗର । 39 ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନ-ମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର । 40 ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା । 41 ସେମାନଙ୍କ ଅଧିକାରର ସୀମା ସରୀୟ ଓ ଇଷ୍ଟାୟୋଲ ଓ ଇରଶେମଶ୍ ଯିହୋ.୧୫:୩୩ 42 ଓ ଶାଲବୀମ୍ ଓ ଅୟାଲୋନ୍ ଓ ଯିତ୍ଲା 43 ଓ ଏଲୋନ ଓ ତିମ୍ନାଥା ଓ ଇକ୍ରୋଣ 44 ଓ ଇଲତ୍କୀ ଓ ଗିବୋଥୋନ ଓ ବାଲତ୍ 45 ଓ ଯିହୂଦ୍ ଓ ବନେବରକ୍ ଓ ଗାଥ-ରିମ୍ମୋନ୍ 46 ଓ ମେୟକୋନ୍ ଓ ରକ୍କୋନ ଓ ଯାଫୋର ସମ୍ମୁଖସ୍ଥ ଅଞ୍ଚଳ । 47 ମାତ୍ର ଦାନ୍-ସନ୍ତାନଗଣର ସୀମା ସେହିସବୁ ସ୍ଥାନ ପାର ହୋଇଗଲା, କାରଣ ଦାନ୍-ସନ୍ତାନଗଣ ଲେଶମ ନଗର ପ୍ରତିକୂଳରେ ଯାଇ ଯୁଦ୍ଧ କଲେ, ତାହା ହସ୍ତଗତ କରି ଖଡ଼୍‍ଗଧାରରେ ଆଘାତ କରି ତାହା ଅଧିକାର କଲେ ଓ ତହିଁ ମଧ୍ୟରେ ବାସ କରି ଆପଣାମାନଙ୍କ ପୂର୍ବପୁରୁଷ ଦାନ୍ର ନାମାନୁସାରେ ଲେଶମର ନାମ ଦାନ୍ ରଖିଲେ । 48 ଆପଣା ଆପଣା ବଂଶାନୁସାରେ ଦାନ୍ ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା, 49 ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ । 50 ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ ପର୍ବତମୟ ଦେଶରେ ତିମ୍ନାତ୍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ । 51 ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ଵୁଦ୍ଵାର ନିକଟରେ ଗୁଲିବାଣ୍ଟ ଦ୍ଵାରା ଏହିସବୁ ଅଧିକାର ବାଣ୍ଟି ଦେଲେ । ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ ।
1 ଅନନ୍ତର ଶିମୀୟୋନର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ- ସନ୍ତାନମାନଙ୍କ ବଂଶ ପାଇଁ ଦ୍ଵିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା । .::. 2 ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେରଶେବା ବା ଶେବା ଓ ମୋଲାଦା .::. 3 ଓ ହତ୍ସରଶୀୟାଲ ଓ ବାଲା ଓ ଏତ୍ସମ୍ .::. 4 ଓ ଇଲତୋଲଦ୍ ଓ ବଥୁଲ ଓ ହର୍ମା .::. 5 ଓ ସିକ୍ଲଗ୍ ଓ ବୈଥ୍-ମର୍କାବୋତ୍ ଓ ହତ୍ସର-ସୂଷୀମ୍ .::. 6 ଓ ବୈଥ୍ଲବାୟୋତ୍ ଓ ଶାରୁହନ୍; ଗ୍ରାମ ସମେତ ଏହି ତେର ନଗର । .::. 7 ଐନ୍ ଓ ରିମ୍ମୋନ୍ ଓ ଏଥର ଓ ଆଶନ୍; ଗ୍ରାମ ସମେତ ଏହି ଚାରି ନଗର .::. 8 ଓ ବାଲତ୍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ । ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା । .::. 9 ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା-ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା-ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ । .::. 10 ଅନନ୍ତର ସବୂଲୂନ୍-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା । .::. 11 ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା । .::. 12 ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତରେ ବାହାରି ଯାଫୀୟକୁ ଉଠିଗଲା । .::. 13 ପୁଣି ସେଠାରୁ ପୂର୍ବ ଦିଗ ହୋଇ ଗାତ୍-ହେଫର ଦେଇ ଏତ୍କାତ୍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋଣକୁ ଗଲା । .::. 14 ପୁଣି ସେହି ସୀମା ଉତ୍ତର ଦିଗରେ ତାହା ବେଷ୍ଟନ କରି ହନ୍ନାଥୋନକୁ ଗଲା; ପୁଣି ତହିଁର ସୀମା ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା । .::. 15 ପୁଣି କଟତ୍ ଓ ନହଲୋଲ ଓ ଶିମ୍ରୋଣ ଓ ଯିଦାଲା ଓ ବୈଥ୍ଲେହିମ; ଗ୍ରାମ ସମେତ ଏହି ବାର ନଗର । .::. 16 ଗ୍ରାମ ସମେତ ଏସବୁ ନଗର ସବୂଲୂନ୍-ସନ୍ତାନ-ମାନଙ୍କ ବଂଶାନୁସାରେ ସେମାନଙ୍କ ଅଧିକାର ଥିଲା । .::. 17 ଅନନ୍ତର ଇଷାଖରର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା । .::. 18 ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ସୁନେମ .::. 19 ଓ ହଫାରୟିମ୍ ଓ ଶୀୟୋନ ଓ ଅନହରତ୍ .::. 20 ଓ ରାବ୍ବୀତ୍ ଓ କିଶୀୟୋନ୍ ଓ ଏବସ .::. 21 ଓ ରେମତ୍ ଓ ଐନ୍-ଗନ୍ନୀମ୍ ଓ ଐନ୍-ହଦ୍ଦା ଓ ବୈଥ୍-ପତ୍ସେସ ପର୍ଯ୍ୟନ୍ତ ଗଲା । .::. 22 ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍ ଓ ବୈଥ୍ଶେମଶ୍ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରା; ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର । .::. 23 ଗ୍ରାମ ସମେତ ଏସବୁ ନଗର ଇଷାଖର ବଂଶୀୟ ସନ୍ତାନଗଣର ସେମାନଙ୍କ ବଂଶାନୁସାରେ ଅଧିକାର ହେଲା । .::. 24 ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା । .::. 25 ଆଉ ସେମାନଙ୍କର ସୀମା ହିଲକତ୍ ଓ ହଲୀ ଓ ବେଟନ ଓ ଅକ୍ଷଫ .::. 26 ଓ ଅଲମେଲକ୍ ଓ ଅମୀୟାଦ୍ ଓ ମିଶାଲ; ଆଉ ତାହା ପଶ୍ଚିମ ଦିଗରେ କର୍ମିଲ ଓ ଶୀହୋର-ଲିବ୍ନତ ପର୍ଯ୍ୟନ୍ତ ଗଲା । .::. 27 ପୁଣି ସୂର୍ଯ୍ୟୋଦୟ ଦିଗରେ ବୈଥ୍-ଦାଗୁନ୍ ଆଡ଼େ ବୁଲି ବୈଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନ୍ସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ .::. 28 ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା; .::. 29 ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀରବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକ୍ଷୀବ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରା; ଥିଲା । .::. 30 ମଧ୍ୟ ଉମ୍ମା ଓ ଅଫେକ୍ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା । .::. 31 ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା । .::. 32 ଅନନ୍ତର ନପ୍ତାଲିର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା । .::. 33 ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍, ସାନନ୍ନୀମ ନିକଟସ୍ଥ ଆଲୋନଠାରୁ ଅଦାମୀ ନେକ୍ବ ଓ ଯବ୍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରା; ଥିଲା । .::. 34 ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍ନୋତ୍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ୍ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା । .::. 35 ପୁଣି ସବୀମ ଓ ସେର ଓ ହମ୍ମତ୍, ରକ୍କତ୍ ଓ କିନ୍ନେରତ୍ .::. 36 ଓ ଆଦାମା ଓ ରାମା ଓ ହାତ୍ସୋର .::. 37 ଓ କେଦଶ ଓ ଇଦ୍ରିୟୀ ଓ ଐନ-ହାତ୍ସୋର ଯିହୋ.୨୦:୭ .::. 38 ଓ ଯିରୋଣ ଓ ମିଗ୍ଦଲେଲ ଓ ହୋରେମ୍ ଓ ବୈଥଂନାତ୍ ଓ ବୈଥ୍ଶେମଶ୍; ଏହିସବୁ ପ୍ରାଚୀରବେଷ୍ଟିତ ନଗର ଥିଲା; ଗ୍ରାମ ସମେତ ଊଣାଇଶ ନଗର । .::. 39 ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନ-ମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର । .::. 40 ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା । .::. 41 ସେମାନଙ୍କ ଅଧିକାରର ସୀମା ସରୀୟ ଓ ଇଷ୍ଟାୟୋଲ ଓ ଇରଶେମଶ୍ ଯିହୋ.୧୫:୩୩ .::. 42 ଓ ଶାଲବୀମ୍ ଓ ଅୟାଲୋନ୍ ଓ ଯିତ୍ଲା .::. 43 ଓ ଏଲୋନ ଓ ତିମ୍ନାଥା ଓ ଇକ୍ରୋଣ .::. 44 ଓ ଇଲତ୍କୀ ଓ ଗିବୋଥୋନ ଓ ବାଲତ୍ .::. 45 ଓ ଯିହୂଦ୍ ଓ ବନେବରକ୍ ଓ ଗାଥ-ରିମ୍ମୋନ୍ .::. 46 ଓ ମେୟକୋନ୍ ଓ ରକ୍କୋନ ଓ ଯାଫୋର ସମ୍ମୁଖସ୍ଥ ଅଞ୍ଚଳ । .::. 47 ମାତ୍ର ଦାନ୍-ସନ୍ତାନଗଣର ସୀମା ସେହିସବୁ ସ୍ଥାନ ପାର ହୋଇଗଲା, କାରଣ ଦାନ୍-ସନ୍ତାନଗଣ ଲେଶମ ନଗର ପ୍ରତିକୂଳରେ ଯାଇ ଯୁଦ୍ଧ କଲେ, ତାହା ହସ୍ତଗତ କରି ଖଡ଼୍‍ଗଧାରରେ ଆଘାତ କରି ତାହା ଅଧିକାର କଲେ ଓ ତହିଁ ମଧ୍ୟରେ ବାସ କରି ଆପଣାମାନଙ୍କ ପୂର୍ବପୁରୁଷ ଦାନ୍ର ନାମାନୁସାରେ ଲେଶମର ନାମ ଦାନ୍ ରଖିଲେ । .::. 48 ଆପଣା ଆପଣା ବଂଶାନୁସାରେ ଦାନ୍ ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା, .::. 49 ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ । .::. 50 ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ ପର୍ବତମୟ ଦେଶରେ ତିମ୍ନାତ୍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ । .::. 51 ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ଵୁଦ୍ଵାର ନିକଟରେ ଗୁଲିବାଣ୍ଟ ଦ୍ଵାରା ଏହିସବୁ ଅଧିକାର ବାଣ୍ଟି ଦେଲେ । ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ । .::.
  • ଯିହୋଶୂୟ ଅଧ୍ୟାୟ 1  
  • ଯିହୋଶୂୟ ଅଧ୍ୟାୟ 2  
  • ଯିହୋଶୂୟ ଅଧ୍ୟାୟ 3  
  • ଯିହୋଶୂୟ ଅଧ୍ୟାୟ 4  
  • ଯିହୋଶୂୟ ଅଧ୍ୟାୟ 5  
  • ଯିହୋଶୂୟ ଅଧ୍ୟାୟ 6  
  • ଯିହୋଶୂୟ ଅଧ୍ୟାୟ 7  
  • ଯିହୋଶୂୟ ଅଧ୍ୟାୟ 8  
  • ଯିହୋଶୂୟ ଅଧ୍ୟାୟ 9  
  • ଯିହୋଶୂୟ ଅଧ୍ୟାୟ 10  
  • ଯିହୋଶୂୟ ଅଧ୍ୟାୟ 11  
  • ଯିହୋଶୂୟ ଅଧ୍ୟାୟ 12  
  • ଯିହୋଶୂୟ ଅଧ୍ୟାୟ 13  
  • ଯିହୋଶୂୟ ଅଧ୍ୟାୟ 14  
  • ଯିହୋଶୂୟ ଅଧ୍ୟାୟ 15  
  • ଯିହୋଶୂୟ ଅଧ୍ୟାୟ 16  
  • ଯିହୋଶୂୟ ଅଧ୍ୟାୟ 17  
  • ଯିହୋଶୂୟ ଅଧ୍ୟାୟ 18  
  • ଯିହୋଶୂୟ ଅଧ୍ୟାୟ 19  
  • ଯିହୋଶୂୟ ଅଧ୍ୟାୟ 20  
  • ଯିହୋଶୂୟ ଅଧ୍ୟାୟ 21  
  • ଯିହୋଶୂୟ ଅଧ୍ୟାୟ 22  
  • ଯିହୋଶୂୟ ଅଧ୍ୟାୟ 23  
  • ଯିହୋଶୂୟ ଅଧ୍ୟାୟ 24  
×

Alert

×

Oriya Letters Keypad References