ଓଡିଆ ବାଇବଲ |
ERVTA
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ନିହିମିୟା
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
12
1
2
3
4
5
6
7
8
9
10
11
12
13
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
ରେକର୍ଡଗୁଡିକ
ନିହିମିୟା 12:0 (07 54 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ନିହିମିୟା ଅଧ୍ୟାୟ 12
1
ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ⇧, ଯିରିମୀୟ, ଏଜ୍ରା;
2
ଅମରୀୟ, ମଲ୍ଲୂକ, ହଟୂଶ,
3
ଶଖନୀୟ, ରହୂମ, ମରେମୋତ୍;
4
ଇଦ୍ଦୋ, ଗିନ୍ନଥୋୟ, ଅବୀୟ;
5
ମିୟାମୀନ୍, ମୋୟଦୀୟ, ବିଲଗା;
6
ଶମୟୀୟ ଓ ଯୋୟାରୀବ୍, ଯିଦୟୀୟ;
7
ସଲ୍ଲ, ଆମୋକ, ହିଲ୍କୀୟ, ଯିଦୟୀୟ । ଏମାନେ ଯେଶୂୟ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ପ୍ରଧାନ ଥିଲେ ।
8
ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ ।
9
ମଧ୍ୟ ସେମାନଙ୍କର ଭ୍ରାତା ବକ୍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ ।
10
ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍, ଯୋୟାକୀମ୍ର ପୁତ୍ର ଇଲୀୟାଶୀବ୍ ଓ ଇଲିୟାଶୀବ୍ର ପୁତ୍ର ଯୋୟାଦ୍,
11
ଯୋୟାଦ୍ର ପୁତ୍ର ଯୋନାଥନ ଓ ଯୋନାଥନର ପୁତ୍ର ଯଦ୍ଦୂୟ ।
12
ପୁଣି, ଯୋୟାକୀମ୍ର ସମୟରେ ଏହି ଯାଜକମାନେ ପିତୃବଂଶ-ପ୍ରଧାନ ଥିଲେ, ଯଥା, ସରାୟ-ବଂଶର ମରାୟ;
13
ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍; ଅମରୀୟ-ବଂଶର ଯିହୋହାନନ୍;
14
ମଲ୍ଲୁକି-ବଂଶର ଯୋନାଥନ, ଶବନୀୟ-ବଂଶର ଯୋଷେଫ୍;
15
ହାରିମ-ବଂଶର ଅଦନ୍; ମରାୟୋତ-ବଂଶର ହିଲ୍କୟ;
16
ଇଦ୍ଦୋ-ବଂଶର ଜିଖରୀୟ; ଗିନ୍ନଥୋନ-ବଂଶର ମଶୁଲ୍ଲମ୍;
17
ଅବୀୟ-ବଂଶର ସିଖ୍ରି; ମିନ୍ୟାମୀନ-ବଂଶର, ମୋୟଦୀୟ-ବଂଶର ପିଲ୍ଟେୟ;
18
ବିଲ୍ଗା-ବଂଶର ଶମ୍ମୁୟ; ଶମୟୀୟ-ବଂଶର ଯିହୋନାଥନ୍;
19
ଆଉ, ଯୋୟାରୀବ-ବଂଶର ମତ୍ତନୟ; ଯିଦୟୀୟ-ବଂଶର ଉଷି;
20
ସଲ୍ଲୟ-ବଂଶର କଲ୍ଲୟ;
21
ଆମୋକ-ବଂଶର ଏବର୍; ହିଲ୍କୀୟ-ବଂଶର ହଶବୀୟ; ଯିଦୟୀୟ-ବଂଶର ନଥନେଲ ।
22
ଇଲୀୟାଶୀବ, ଯୋୟାଦ ଓ ଯୋହାନନ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସ୍ର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ ।
23
ଲେବୀ-ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା ।
24
ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ଵରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ ।
25
ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲମୋନ୍, ଅକ୍କୂବ, ଦ୍ଵାରପାଳ ହୋଇ ଦ୍ଵାର ନିକଟବର୍ତ୍ତୀ ଭଣ୍ତାର-ଗୃହସକଳର ପ୍ରହରୀକର୍ମ କଲେ ।
26
ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ ସମୟରେ, ଆଉ ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ ।
27
ଅନନ୍ତର ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ଵେଷଣ କଲେ ।
28
ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ;
29
ମଧ୍ୟ ବୈଥ୍-ଗିଲ୍ଗଲରୁ, ଆଉ ଗେବା ଓ ଅସ୍ମାବତ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ ।
30
ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେ; ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ଵାରସବୁ ଓ ପ୍ରାଚୀର ଶୁଚି କଲେ ।
31
ଏଥି ଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ଵାର ଆଡ଼କୁ ଗଲେ;
32
ପୁଣି, ସେମାନଙ୍କ ପଛେ ହୋଶୟୀୟ ଓ ଯିହୁଦାର ଅଧିପତିବର୍ଗର ଅର୍ଦ୍ଧେକ,
33
ଆଉ ଅସରୀୟ, ଏଜ୍ରା ଓ ମଶୁଲ୍ଲମ୍,
34
ଯିହୁଦା ଓ ବିନ୍ୟାମୀନ୍ ଓ ଶମୟୀୟ ଓ ଯିରିମୀୟ
35
ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୂରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଯିଖରୀୟ
36
ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ଵରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲାନ୍ତ
37
ପୁଣି, ସେମାନେ ନିର୍ଝରଦ୍ଵାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାବଚ୍ଛ ଦ୍ଵାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ଵାର ପର୍ଯ୍ୟନ୍ତ ଗଲେ ।
38
ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ଭେଟିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ⇧;
39
ଆଉ, ଇଫ୍ରୟିମ-ଦ୍ଵାର ଓ ପୁରାତନଦ୍ଵାର ଓ ମତ୍ସ୍ୟଦ୍ଵାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ଵାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ଵାରରେ ଠିଆ ହୋଇ ରହିଲେ ।
40
ଏହିରୂପେ ପରମେଶ୍ଵରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;
41
ଆଉ ଇଲୀୟାକୀମ୍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋ-ଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ;
42
ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍ ଓ ମଲକୀୟ ଓ ଏଲମ ଓ ଏଷର, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ । ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହୀୟ ଉଚ୍ଚୈଃସ୍ଵରରେ ଗାନ କଲେ ।
43
ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ଵର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ-ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ଵନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା ।
44
ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା ।
45
ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ଵରଙ୍କ ରକ୍ଷଣୀୟ ଓ ଶୌଚର ରକ୍ଷଣୀୟ ରକ୍ଷା କଲେ, ଆଉ ଗାୟକମାନେ ଓ ଦ୍ଵାରପାଳମାନେ ସେହିପରି କଲେ ।
46
କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା ।
47
ପୁଣି, ସରୁବ୍ବାବିଲ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ଵାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ।
ନିହିମିୟା 12
1. ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ⇧, ଯିରିମୀୟ, ଏଜ୍ରା; 2. ଅମରୀୟ, ମଲ୍ଲୂକ, ହଟୂଶ, 3. ଶଖନୀୟ, ରହୂମ, ମରେମୋତ୍; 4. ଇଦ୍ଦୋ, ଗିନ୍ନଥୋୟ, ଅବୀୟ; 5. ମିୟାମୀନ୍, ମୋୟଦୀୟ, ବିଲଗା; 6. ଶମୟୀୟ ଓ ଯୋୟାରୀବ୍, ଯିଦୟୀୟ; 7. ସଲ୍ଲ, ଆମୋକ, ହିଲ୍କୀୟ, ଯିଦୟୀୟ । ଏମାନେ ଯେଶୂୟ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ପ୍ରଧାନ ଥିଲେ । 8. ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ । 9. ମଧ୍ୟ ସେମାନଙ୍କର ଭ୍ରାତା ବକ୍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ । 10. ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍, ଯୋୟାକୀମ୍ର ପୁତ୍ର ଇଲୀୟାଶୀବ୍ ଓ ଇଲିୟାଶୀବ୍ର ପୁତ୍ର ଯୋୟାଦ୍, 11. ଯୋୟାଦ୍ର ପୁତ୍ର ଯୋନାଥନ ଓ ଯୋନାଥନର ପୁତ୍ର ଯଦ୍ଦୂୟ । 12. ପୁଣି, ଯୋୟାକୀମ୍ର ସମୟରେ ଏହି ଯାଜକମାନେ ପିତୃବଂଶ-ପ୍ରଧାନ ଥିଲେ, ଯଥା, ସରାୟ-ବଂଶର ମରାୟ; 13. ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍; ଅମରୀୟ-ବଂଶର ଯିହୋହାନନ୍; 14. ମଲ୍ଲୁକି-ବଂଶର ଯୋନାଥନ, ଶବନୀୟ-ବଂଶର ଯୋଷେଫ୍; 15. ହାରିମ-ବଂଶର ଅଦନ୍; ମରାୟୋତ-ବଂଶର ହିଲ୍କୟ; 16. ଇଦ୍ଦୋ-ବଂଶର ଜିଖରୀୟ; ଗିନ୍ନଥୋନ-ବଂଶର ମଶୁଲ୍ଲମ୍; 17. ଅବୀୟ-ବଂଶର ସିଖ୍ରି; ମିନ୍ୟାମୀନ-ବଂଶର, ମୋୟଦୀୟ-ବଂଶର ପିଲ୍ଟେୟ; 18. ବିଲ୍ଗା-ବଂଶର ଶମ୍ମୁୟ; ଶମୟୀୟ-ବଂଶର ଯିହୋନାଥନ୍; 19. ଆଉ, ଯୋୟାରୀବ-ବଂଶର ମତ୍ତନୟ; ଯିଦୟୀୟ-ବଂଶର ଉଷି; 20. ସଲ୍ଲୟ-ବଂଶର କଲ୍ଲୟ; 21. ଆମୋକ-ବଂଶର ଏବର୍; ହିଲ୍କୀୟ-ବଂଶର ହଶବୀୟ; ଯିଦୟୀୟ-ବଂଶର ନଥନେଲ । 22. ଇଲୀୟାଶୀବ, ଯୋୟାଦ ଓ ଯୋହାନନ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସ୍ର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ । 23. ଲେବୀ-ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା । 24. ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ଵରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ । 25. ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲମୋନ୍, ଅକ୍କୂବ, ଦ୍ଵାରପାଳ ହୋଇ ଦ୍ଵାର ନିକଟବର୍ତ୍ତୀ ଭଣ୍ତାର-ଗୃହସକଳର ପ୍ରହରୀକର୍ମ କଲେ । 26. ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ ସମୟରେ, ଆଉ ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ । 27. ଅନନ୍ତର ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ଵେଷଣ କଲେ । 28. ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ; 29. ମଧ୍ୟ ବୈଥ୍-ଗିଲ୍ଗଲରୁ, ଆଉ ଗେବା ଓ ଅସ୍ମାବତ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ । 30. ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେ; ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ଵାରସବୁ ଓ ପ୍ରାଚୀର ଶୁଚି କଲେ । 31. ଏଥି ଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ଵାର ଆଡ଼କୁ ଗଲେ; 32. ପୁଣି, ସେମାନଙ୍କ ପଛେ ହୋଶୟୀୟ ଓ ଯିହୁଦାର ଅଧିପତିବର୍ଗର ଅର୍ଦ୍ଧେକ, 33. ଆଉ ଅସରୀୟ, ଏଜ୍ରା ଓ ମଶୁଲ୍ଲମ୍, 34. ଯିହୁଦା ଓ ବିନ୍ୟାମୀନ୍ ଓ ଶମୟୀୟ ଓ ଯିରିମୀୟ 35. ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୂରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଯିଖରୀୟ 36. ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ଵରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲାନ୍ତ 37. ପୁଣି, ସେମାନେ ନିର୍ଝରଦ୍ଵାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାବଚ୍ଛ ଦ୍ଵାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ଵାର ପର୍ଯ୍ୟନ୍ତ ଗଲେ । 38. ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ଭେଟିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ⇧; 39. ଆଉ, ଇଫ୍ରୟିମ-ଦ୍ଵାର ଓ ପୁରାତନଦ୍ଵାର ଓ ମତ୍ସ୍ୟଦ୍ଵାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ଵାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ଵାରରେ ଠିଆ ହୋଇ ରହିଲେ । 40. ଏହିରୂପେ ପରମେଶ୍ଵରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ; 41. ଆଉ ଇଲୀୟାକୀମ୍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋ-ଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ; 42. ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍ ଓ ମଲକୀୟ ଓ ଏଲମ ଓ ଏଷର, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ । ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହୀୟ ଉଚ୍ଚୈଃସ୍ଵରରେ ଗାନ କଲେ । 43. ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ଵର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ-ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ଵନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା । 44. ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା । 45. ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ଵରଙ୍କ ରକ୍ଷଣୀୟ ଓ ଶୌଚର ରକ୍ଷଣୀୟ ରକ୍ଷା କଲେ, ଆଉ ଗାୟକମାନେ ଓ ଦ୍ଵାରପାଳମାନେ ସେହିପରି କଲେ । 46. କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା । 47. ପୁଣି, ସରୁବ୍ବାବିଲ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ଵାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ।
ନିହିମିୟା ଅଧ୍ୟାୟ 1
ନିହିମିୟା ଅଧ୍ୟାୟ 2
ନିହିମିୟା ଅଧ୍ୟାୟ 3
ନିହିମିୟା ଅଧ୍ୟାୟ 4
ନିହିମିୟା ଅଧ୍ୟାୟ 5
ନିହିମିୟା ଅଧ୍ୟାୟ 6
ନିହିମିୟା ଅଧ୍ୟାୟ 7
ନିହିମିୟା ଅଧ୍ୟାୟ 8
ନିହିମିୟା ଅଧ୍ୟାୟ 9
ନିହିମିୟା ଅଧ୍ୟାୟ 10
ନିହିମିୟା ଅଧ୍ୟାୟ 11
ନିହିମିୟା ଅଧ୍ୟାୟ 12
ନିହିମିୟା ଅଧ୍ୟାୟ 13
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References