ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 81

1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଆସଫର ଗୀତ । ଆମ୍ଭମାନଙ୍କ ବଳ ସ୍ଵରୂପ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ଵରରେ ଗାନ କର; ଯାକୁବର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର । 2 ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ । 3 ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ । 4 କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ଵରଙ୍କ ବିଧାନ ଅଟେ । 5 ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ । 6 ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା । 7 ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ । [ସେଲା 8 ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯେବେ ତୁମ୍ଭେ ଆମ୍ଭ କଥା ଶୁଣ;! 9 ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ । 10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା । 11 ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ । 12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ । 13 ଆହା, ଯେବେ ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେଣ! ଯେବେ ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା! 14 ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ । 15 ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ଵୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା । 16 ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଆସଫର ଗୀତ । ଆମ୍ଭମାନଙ୍କ ବଳ ସ୍ଵରୂପ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ଵରରେ ଗାନ କର; ଯାକୁବର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର । 2. ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ । 3. ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ । 4. କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ଵରଙ୍କ ବିଧାନ ଅଟେ । 5. ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ । 6. ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା । 7. ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ । [ସେଲା 8. ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯେବେ ତୁମ୍ଭେ ଆମ୍ଭ କଥା ଶୁଣ;! 9. ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ । 10. ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା । 11. ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ । 12. ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ । 13. ଆହା, ଯେବେ ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେଣ! ଯେବେ ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା! 14. ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ । 15. ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ଵୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା । 16. ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References