ଓଡିଆ ବାଇବଲ |
ESV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ପ୍ରଥମ ବଂଶାବଳୀ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
6
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66
67
68
69
70
71
72
73
74
75
76
77
78
79
80
81
ରେକର୍ଡଗୁଡିକ
ପ୍ରଥମ ବଂଶାବଳୀ 6:0 (08 49 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ପ୍ରଥମ ବଂଶାବଳୀ ଅଧ୍ୟାୟ 6
1
ଲେବୀର ପୁତ୍ର ଗେର୍ଶୋମ୍, କହାତ୍ ଓ ମରାରି ।
2
କହାତର ପୁତ୍ର ଅମ୍ରାମ୍, ଯିଷ୍ହର୍ ଓ ହିବ୍ରୋଣ୍ ଓ ଉଷୀୟେଲ୍ ।
3
ଅମ୍ରାମ୍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ । ପୁଣି ହାରୋଣର ପୁତ୍ର ନାଦବ୍ ଓ ଅବୀହୂ, ଇଲୀୟାସର ଓ ଈଥାମର ।
4
ଇଲୀୟାସର ପୀନହସ୍କୁ ଜାତ କଲା, ପୀନହସ୍ ଅବିଶୂୟକୁ ଜାତ କଲା;
5
ପୁଣି ଅବିଶୂୟ ବୁକ୍କିକି ଜାତ କଲା ଓ ବୁକ୍କି ଉଷିକି ଜାତ କଲା;
6
ଆଉ ଉଷି ସରହୀୟକୁ ଜାତ କଲା ଓ ସରହୀୟ ମରାୟୋତ୍କୁ ଜାତ କଲା;
7
ମରାୟୋତ୍ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା ।
8
ଆଉ ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ୍ ଅହୀମାସ୍କୁ ଜାତ କଲା;
9
ଅହୀମାସ୍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍କୁ ଜାତ କଲା;
10
ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକକର୍ମ କଲା ।
11
ଅସରୀୟ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା;
12
ପୁଣି ଅହୀଟୂବ୍ ସାଦୋକକୁ ଜାତ କଲା ଓ ସାଦୋକ୍ ଶଲ୍ଲୁମ୍କୁ ଜାତ କଲା;
13
ଶଲ୍ଲୁମ୍ ହିଲ୍କୀୟକୁ ଜାତ କଲା ଓ ହିଲ୍କୀୟ ଅସରୀୟକୁ ଜାତ କଲା;
14
ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋସାଦକ୍କୁ ଜାତ କଲା ।
15
ପୁଣି ସଦାପ୍ରଭୁ ନବୂଖଦ୍ନିତ୍ସରର ହସ୍ତ ଦ୍ଵାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋସାଦକ୍ ବନ୍ଦୀ ହୋଇ ଗଲା ।
16
ଲେବୀର ପୁତ୍ର ଗେର୍ଶୋମ୍, କହାତ୍ ଓ ମରାରି ।
17
ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍ନି ଓ ଶିମୀୟି ।
18
କହାତ୍ର ପୁତ୍ର ଅମ୍ରାମ୍ ଓ ଯିଷ୍ହର୍ ଓ ହିବ୍ରୋଣ ଓ ଉଷୀୟେଲ ।
19
ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ ।
20
ଗେର୍ଶୋମ୍ର (ସନ୍ତାନ); ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଯହତ୍, ତାହାର ପୁତ୍ର ସିମ୍ମ;
21
ତାହାର ପୁତ୍ର ଯୋୟାହ, ତାହାର ପୁତ୍ର ଇଦ୍ଦୋ, ତାହାର ପୁତ୍ର ସେରହ, ତାହାର ପୁତ୍ର ଯୀୟତ୍ରୟ ।
22
କହାତ୍ର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ୍, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର;
23
ତାହାର ପୁତ୍ର ଇଲ୍କାନା, ତାହାର ପୁତ୍ର ଅବୀୟାସପ୍, ତାହାର ପୁତ୍ର ଅସୀର;
24
ତାହାର ପୁତ୍ର ତହତ୍, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ୍ ।
25
ଇଲ୍କାନାର ସନ୍ତାନ ଅମାସୟ ଓ ଅହୀମୋତ୍ ।
26
ଇଲ୍କାନା; ଇଲ୍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହାତ୍;
27
ତାହାର ପୁତ୍ର ଇଲୀୟାବ୍, ତାହାର ପୁତ୍ର ଯିରୋହମ୍, ତାହାର ପୁତ୍ର ଇଲ୍କାନା ।
28
ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ଵିତୀୟ ଅବୀୟ ।
29
ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ;
30
ତାହାର ପୁତ୍ର ଶିମୀୟ, ତାହାର ପୁତ୍ର ହଗୀୟ, ତାହାର ପୁତ୍ର ଅସାୟ ।
31
(ନିୟମ) ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ।
32
ପୁଣି ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ଵୁରୂପ ଆବାସ ସମ୍ମୁଖରେ ଗାନ ଦ୍ଵାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ଵ ସ୍ଵ ପଦରେ ସେବା କଲେ ।
33
ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ୍ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;
34
ସେ ଇଲ୍କାନାର ପୁତ୍ର, ସେ ଯିରୋହମର ପୁତ୍ର, ସେ ଇଲୀୟେଲର ପୁତ୍ର, ସେ ତୋହର ପୁତ୍ର;
35
ସେ ସୂଫର ପୁତ୍ର, ସେ ଇଲ୍କାନାର ପୁତ୍ର, ସେ ମାହତର ପୁତ୍ର, ସେ ଅମାସୟର ପୁତ୍ର;
36
ସେ ଇଲ୍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;
37
ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର;
38
ସେ ଯିଷ୍ହରିର ପୁତ୍ର, ସେ କହାତ୍ର ପୁତ୍ର, ସେ ଲେବୀର ପୁତ୍ର, ସେ ଇସ୍ରାଏଲର ପୁତ୍ର ।
39
ହେମନର ଭ୍ରାତା ଆସଫ୍ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ୍ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ରନ୍ତଣ ଦ୍ଵି.ବଂ.୫:୧୨
40
ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍କୀୟର ପୁତ୍ର;
41
ସେ ଇତ୍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;
42
ସେ ଏଥନର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟର ପୁତ୍ର ।
43
ସେ ଯହତ୍ର ପୁତ୍ର, ସେ ଗେର୍ଶୋମ୍ର ପୁତ୍ର, ସେ ଲେବୀର ପୁତ୍ର ।
44
ବାମଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍ କୀଶିର ପୁତ୍ର, ସେ ଅବ୍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;
45
ସେ ହଶବୀୟର ପୁତ୍ର, ସେ ଅମତ୍ସୀୟର ପୁତ୍ର, ସେ ହିଲ୍କୀୟର ପୁତ୍ର;
46
ସେ ଅମସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର;
47
ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର ।
48
ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ଵରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ ।
49
ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ଵରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ ।
50
ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପିନହସ୍, ତାହାର ପୁତ୍ର ଅବୀଶୂୟ ପ୍ର.ବଂ.୬:୪-୮
51
ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ;
52
ତାହାର ପୁତ୍ର ମରାୟୋତ୍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍;
53
ତାହାର ପୁତ୍ର ସାଦୋକ୍, ତାହାର ପୁତ୍ର ଅହୀମାସ୍ ।
54
ଆଉ ସେମାନଙ୍କ ସ୍ଵ ସ୍ଵ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ । ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,
55
ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା ।
56
ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବ୍ଙ୍କୁ ଦିଆଗଲା ।
57
ପୁଣି ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ-ନଗରସବୁ, ହିବ୍ରୋଣ; ଲିବ୍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;
58
ହିଲେନ୍, ତହିଁର ତଳିଭୂମି, ଦବୀର୍, ତହିଁର ତଳିଭୂମି;
59
ଆଶନ୍, ତହିଁର ତଳିଭୂମି ଓ ବୈଥ୍ଶେମଶ୍, ତହିଁର ତଳିଭୂମି;
60
ପୁଣି ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା । ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା ।
61
ପୁଣି କହାତ୍ର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ଵାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧବଂଶ, ଅର୍ଥାତ୍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।
62
ଆଉ ଗେର୍ଶୋମ୍ର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର୍-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା ।
63
ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ଵାରା ରୁବେନ୍-ବଂଶଠାରୁ ଓ ଗାଦ୍-ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା ।
64
ପୁଣି ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ ।
65
ସେମାନେ ଗୁଲିବାଣ୍ଟ ଦ୍ଵାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ୍-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ ।
66
ପୁଣି କହାତ୍ ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ଵ ସ୍ଵ ସୀମାସ୍ଥ ନଗର ପାଇଲେ ।
67
ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ୍; ତଳିଭୂମି ସହିତ ଗେଷର୍;
68
ତଳିଭୂମି ସହିତ ଯକମୀୟାମ୍ ଓ ତଳିଭୂମି ସହିତ ବୈଥୋରୋଣ;
69
ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାତ୍ରିମ୍ମୋନ୍;
70
ପୁଣି ମନଃଶିର ଅର୍ଦ୍ଧବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ୍-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକି ଦେଲେ ।
71
ଗେର୍ଶୋମ୍ର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍ ଓ ତଳିଭୂମି ସହିତ ଅଷ୍ଟାରୋତ୍;
72
ଆଉ ଇଷାଖରଠାରୁ ତଳିଭୂମି ସହିତ କାଦେଶ୍, ତଳିଭୂମି ସହିତ ଦାବରତ୍
73
ଓ ତଳିଭୂମି ସହିତ ରାମୋତ୍ ଓ ତଳିଭୂମି ସହିତ ଆନେମ୍;
74
ଆଉ ଆଶେର୍-ବଂଶଠାରୁ ତଳିଭୂମି ସହିତ ମଶାଲ୍ ଓ ତଳିଭୂମି ସହିତ ଅବ୍ଦୋନ୍
75
ଓ ତଳିଭୂମି ସହିତ ହୁକ୍କୋକ୍ ଓ ତଳିଭୂମି ସହିତ ରହୋବ୍;
76
ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ୍ ଓ ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା ।
77
ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍, ତଳିଭୂମି ସହିତ ତାବୋର୍ ଦିଆଗଲା ।
78
ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବଦିଗରେ ରୁବେନ୍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର୍ ଓ ତଳିଭୂମି ସହିତ ଯହସ୍
79
ଓ ତଳିଭୂମି ସହିତ କଦେମୋତ୍ ଓ ତଳିଭୂମି ସହିତ ମେଫାତ୍;
80
ଆଉ ଗାଦ୍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍, ତଳିଭୂମି ସହିତ ମହନୟିମ୍
81
ଓ ତଳିଭୂମି ସହିତ ହିଷ୍ବୋନ୍ ଓ ତଳିଭୂମି ସହିତ ଯାସେର୍ ଦିଆଗଲା ।
ପ୍ରଥମ ବଂଶାବଳୀ 6
1. ଲେବୀର ପୁତ୍ର ଗେର୍ଶୋମ୍, କହାତ୍ ଓ ମରାରି । 2. କହାତର ପୁତ୍ର ଅମ୍ରାମ୍, ଯିଷ୍ହର୍ ଓ ହିବ୍ରୋଣ୍ ଓ ଉଷୀୟେଲ୍ । 3. ଅମ୍ରାମ୍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ । ପୁଣି ହାରୋଣର ପୁତ୍ର ନାଦବ୍ ଓ ଅବୀହୂ, ଇଲୀୟାସର ଓ ଈଥାମର । 4. ଇଲୀୟାସର ପୀନହସ୍କୁ ଜାତ କଲା, ପୀନହସ୍ ଅବିଶୂୟକୁ ଜାତ କଲା; 5. ପୁଣି ଅବିଶୂୟ ବୁକ୍କିକି ଜାତ କଲା ଓ ବୁକ୍କି ଉଷିକି ଜାତ କଲା; 6. ଆଉ ଉଷି ସରହୀୟକୁ ଜାତ କଲା ଓ ସରହୀୟ ମରାୟୋତ୍କୁ ଜାତ କଲା; 7. ମରାୟୋତ୍ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା । 8. ଆଉ ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ୍ ଅହୀମାସ୍କୁ ଜାତ କଲା; 9. ଅହୀମାସ୍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍କୁ ଜାତ କଲା; 10. ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକକର୍ମ କଲା । 11. ଅସରୀୟ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା; 12. ପୁଣି ଅହୀଟୂବ୍ ସାଦୋକକୁ ଜାତ କଲା ଓ ସାଦୋକ୍ ଶଲ୍ଲୁମ୍କୁ ଜାତ କଲା; 13. ଶଲ୍ଲୁମ୍ ହିଲ୍କୀୟକୁ ଜାତ କଲା ଓ ହିଲ୍କୀୟ ଅସରୀୟକୁ ଜାତ କଲା; 14. ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋସାଦକ୍କୁ ଜାତ କଲା । 15. ପୁଣି ସଦାପ୍ରଭୁ ନବୂଖଦ୍ନିତ୍ସରର ହସ୍ତ ଦ୍ଵାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋସାଦକ୍ ବନ୍ଦୀ ହୋଇ ଗଲା । 16. ଲେବୀର ପୁତ୍ର ଗେର୍ଶୋମ୍, କହାତ୍ ଓ ମରାରି । 17. ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍ନି ଓ ଶିମୀୟି । 18. କହାତ୍ର ପୁତ୍ର ଅମ୍ରାମ୍ ଓ ଯିଷ୍ହର୍ ଓ ହିବ୍ରୋଣ ଓ ଉଷୀୟେଲ । 19. ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ । 20. ଗେର୍ଶୋମ୍ର (ସନ୍ତାନ); ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଯହତ୍, ତାହାର ପୁତ୍ର ସିମ୍ମ; 21. ତାହାର ପୁତ୍ର ଯୋୟାହ, ତାହାର ପୁତ୍ର ଇଦ୍ଦୋ, ତାହାର ପୁତ୍ର ସେରହ, ତାହାର ପୁତ୍ର ଯୀୟତ୍ରୟ । 22. କହାତ୍ର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ୍, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର; 23. ତାହାର ପୁତ୍ର ଇଲ୍କାନା, ତାହାର ପୁତ୍ର ଅବୀୟାସପ୍, ତାହାର ପୁତ୍ର ଅସୀର; 24. ତାହାର ପୁତ୍ର ତହତ୍, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ୍ । 25. ଇଲ୍କାନାର ସନ୍ତାନ ଅମାସୟ ଓ ଅହୀମୋତ୍ । 26. ଇଲ୍କାନା; ଇଲ୍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହାତ୍; 27. ତାହାର ପୁତ୍ର ଇଲୀୟାବ୍, ତାହାର ପୁତ୍ର ଯିରୋହମ୍, ତାହାର ପୁତ୍ର ଇଲ୍କାନା । 28. ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ଵିତୀୟ ଅବୀୟ । 29. ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ; 30. ତାହାର ପୁତ୍ର ଶିମୀୟ, ତାହାର ପୁତ୍ର ହଗୀୟ, ତାହାର ପୁତ୍ର ଅସାୟ । 31. (ନିୟମ) ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ । 32. ପୁଣି ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ଵୁରୂପ ଆବାସ ସମ୍ମୁଖରେ ଗାନ ଦ୍ଵାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ଵ ସ୍ଵ ପଦରେ ସେବା କଲେ । 33. ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ୍ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର; 34. ସେ ଇଲ୍କାନାର ପୁତ୍ର, ସେ ଯିରୋହମର ପୁତ୍ର, ସେ ଇଲୀୟେଲର ପୁତ୍ର, ସେ ତୋହର ପୁତ୍ର; 35. ସେ ସୂଫର ପୁତ୍ର, ସେ ଇଲ୍କାନାର ପୁତ୍ର, ସେ ମାହତର ପୁତ୍ର, ସେ ଅମାସୟର ପୁତ୍ର; 36. ସେ ଇଲ୍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର; 37. ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର; 38. ସେ ଯିଷ୍ହରିର ପୁତ୍ର, ସେ କହାତ୍ର ପୁତ୍ର, ସେ ଲେବୀର ପୁତ୍ର, ସେ ଇସ୍ରାଏଲର ପୁତ୍ର । 39. ହେମନର ଭ୍ରାତା ଆସଫ୍ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ୍ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ରନ୍ତଣ ଦ୍ଵି.ବଂ.୫:୧୨ 40. ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍କୀୟର ପୁତ୍ର; 41. ସେ ଇତ୍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର; 42. ସେ ଏଥନର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟର ପୁତ୍ର । 43. ସେ ଯହତ୍ର ପୁତ୍ର, ସେ ଗେର୍ଶୋମ୍ର ପୁତ୍ର, ସେ ଲେବୀର ପୁତ୍ର । 44. ବାମଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍ କୀଶିର ପୁତ୍ର, ସେ ଅବ୍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର; 45. ସେ ହଶବୀୟର ପୁତ୍ର, ସେ ଅମତ୍ସୀୟର ପୁତ୍ର, ସେ ହିଲ୍କୀୟର ପୁତ୍ର; 46. ସେ ଅମସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର; 47. ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର । 48. ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ଵରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ । 49. ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ଵରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ । 50. ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପିନହସ୍, ତାହାର ପୁତ୍ର ଅବୀଶୂୟ ପ୍ର.ବଂ.୬:୪-୮ 51. ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ; 52. ତାହାର ପୁତ୍ର ମରାୟୋତ୍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍; 53. ତାହାର ପୁତ୍ର ସାଦୋକ୍, ତାହାର ପୁତ୍ର ଅହୀମାସ୍ । 54. ଆଉ ସେମାନଙ୍କ ସ୍ଵ ସ୍ଵ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ । ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା, 55. ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା । 56. ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବ୍ଙ୍କୁ ଦିଆଗଲା । 57. ପୁଣି ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ-ନଗରସବୁ, ହିବ୍ରୋଣ; ଲିବ୍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି; 58. ହିଲେନ୍, ତହିଁର ତଳିଭୂମି, ଦବୀର୍, ତହିଁର ତଳିଭୂମି; 59. ଆଶନ୍, ତହିଁର ତଳିଭୂମି ଓ ବୈଥ୍ଶେମଶ୍, ତହିଁର ତଳିଭୂମି; 60. ପୁଣି ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା । ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା । 61. ପୁଣି କହାତ୍ର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ଵାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧବଂଶ, ଅର୍ଥାତ୍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା। 62. ଆଉ ଗେର୍ଶୋମ୍ର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର୍-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା । 63. ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ଵାରା ରୁବେନ୍-ବଂଶଠାରୁ ଓ ଗାଦ୍-ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା । 64. ପୁଣି ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ । 65. ସେମାନେ ଗୁଲିବାଣ୍ଟ ଦ୍ଵାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ୍-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ । 66. ପୁଣି କହାତ୍ ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ଵ ସ୍ଵ ସୀମାସ୍ଥ ନଗର ପାଇଲେ । 67. ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ୍; ତଳିଭୂମି ସହିତ ଗେଷର୍; 68. ତଳିଭୂମି ସହିତ ଯକମୀୟାମ୍ ଓ ତଳିଭୂମି ସହିତ ବୈଥୋରୋଣ; 69. ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାତ୍ରିମ୍ମୋନ୍; 70. ପୁଣି ମନଃଶିର ଅର୍ଦ୍ଧବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ୍-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକି ଦେଲେ । 71. ଗେର୍ଶୋମ୍ର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍ ଓ ତଳିଭୂମି ସହିତ ଅଷ୍ଟାରୋତ୍; 72. ଆଉ ଇଷାଖରଠାରୁ ତଳିଭୂମି ସହିତ କାଦେଶ୍, ତଳିଭୂମି ସହିତ ଦାବରତ୍ 73. ଓ ତଳିଭୂମି ସହିତ ରାମୋତ୍ ଓ ତଳିଭୂମି ସହିତ ଆନେମ୍; 74. ଆଉ ଆଶେର୍-ବଂଶଠାରୁ ତଳିଭୂମି ସହିତ ମଶାଲ୍ ଓ ତଳିଭୂମି ସହିତ ଅବ୍ଦୋନ୍ 75. ଓ ତଳିଭୂମି ସହିତ ହୁକ୍କୋକ୍ ଓ ତଳିଭୂମି ସହିତ ରହୋବ୍; 76. ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ୍ ଓ ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା । 77. ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍, ତଳିଭୂମି ସହିତ ତାବୋର୍ ଦିଆଗଲା । 78. ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବଦିଗରେ ରୁବେନ୍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର୍ ଓ ତଳିଭୂମି ସହିତ ଯହସ୍ 79. ଓ ତଳିଭୂମି ସହିତ କଦେମୋତ୍ ଓ ତଳିଭୂମି ସହିତ ମେଫାତ୍; 80. ଆଉ ଗାଦ୍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍, ତଳିଭୂମି ସହିତ ମହନୟିମ୍ 81. ଓ ତଳିଭୂମି ସହିତ ହିଷ୍ବୋନ୍ ଓ ତଳିଭୂମି ସହିତ ଯାସେର୍ ଦିଆଗଲା ।
ପ୍ରଥମ ବଂଶାବଳୀ ଅଧ୍ୟାୟ 1
ପ୍ରଥମ ବଂଶାବଳୀ ଅଧ୍ୟାୟ 2
ପ୍ରଥମ ବଂଶାବଳୀ ଅଧ୍ୟାୟ 3
ପ୍ରଥମ ବଂଶାବଳୀ ଅଧ୍ୟାୟ 4
ପ୍ରଥମ ବଂଶାବଳୀ ଅଧ୍ୟାୟ 5
ପ୍ରଥମ ବଂଶାବଳୀ ଅଧ୍ୟାୟ 6
ପ୍ରଥମ ବଂଶାବଳୀ ଅଧ୍ୟାୟ 7
ପ୍ରଥମ ବଂଶାବଳୀ ଅଧ୍ୟାୟ 8
ପ୍ରଥମ ବଂଶାବଳୀ ଅଧ୍ୟାୟ 9
ପ୍ରଥମ ବଂଶାବଳୀ ଅଧ୍ୟାୟ 10
ପ୍ରଥମ ବଂଶାବଳୀ ଅଧ୍ୟାୟ 11
ପ୍ରଥମ ବଂଶାବଳୀ ଅଧ୍ୟାୟ 12
ପ୍ରଥମ ବଂଶାବଳୀ ଅଧ୍ୟାୟ 13
ପ୍ରଥମ ବଂଶାବଳୀ ଅଧ୍ୟାୟ 14
ପ୍ରଥମ ବଂଶାବଳୀ ଅଧ୍ୟାୟ 15
ପ୍ରଥମ ବଂଶାବଳୀ ଅଧ୍ୟାୟ 16
ପ୍ରଥମ ବଂଶାବଳୀ ଅଧ୍ୟାୟ 17
ପ୍ରଥମ ବଂଶାବଳୀ ଅଧ୍ୟାୟ 18
ପ୍ରଥମ ବଂଶାବଳୀ ଅଧ୍ୟାୟ 19
ପ୍ରଥମ ବଂଶାବଳୀ ଅଧ୍ୟାୟ 20
ପ୍ରଥମ ବଂଶାବଳୀ ଅଧ୍ୟାୟ 21
ପ୍ରଥମ ବଂଶାବଳୀ ଅଧ୍ୟାୟ 22
ପ୍ରଥମ ବଂଶାବଳୀ ଅଧ୍ୟାୟ 23
ପ୍ରଥମ ବଂଶାବଳୀ ଅଧ୍ୟାୟ 24
ପ୍ରଥମ ବଂଶାବଳୀ ଅଧ୍ୟାୟ 25
ପ୍ରଥମ ବଂଶାବଳୀ ଅଧ୍ୟାୟ 26
ପ୍ରଥମ ବଂଶାବଳୀ ଅଧ୍ୟାୟ 27
ପ୍ରଥମ ବଂଶାବଳୀ ଅଧ୍ୟାୟ 28
ପ୍ରଥମ ବଂଶାବଳୀ ଅଧ୍ୟାୟ 29
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References