ଓଡିଆ ବାଇବଲ |
ESV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
5
1
2
3
4
5
6
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
ରେକର୍ଡଗୁଡିକ
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:0 (07 29 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5
1
ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ତିରସ୍କାର କର ନାହିଁ, କିନ୍ତୁ ତାଙ୍କୁ ପିତୃତୁଲ୍ୟ ଜ୍ଞାନ କରି ବିନୟ କର; ଯୁବକମାନଙ୍କୁ ଭ୍ରାତୃତୁଲ୍ୟ,
2
ବୃଦ୍ଧା ସ୍ତ୍ରୀମାନଙ୍କୁ ମାତୃତୁଲ୍ୟ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଗ୍ନୀତୁଲ୍ୟ ଜ୍ଞାନ କରି ସେହି ପ୍ରକାର କର ।
3
ନିରାଶ୍ରୟ ବିଧବାମାନଙ୍କୁ ସମାଦର କର ।
4
କିନ୍ତୁ ଯେବେ କୌଣସି ବିଧବାର ପୁତ୍ରକନ୍ୟା ବା ପୌତ୍ରପୌତ୍ରୀ ଥାଆନ୍ତି, ତେବେ ସେମାନେ ପ୍ରଥମରେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ପ୍ରତ୍ୟୁପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ଵରଙ୍କ ଦୃଷ୍ଟିରେ ସୁଗ୍ରାହ୍ୟ ଅଟେ ।
5
ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ଵରଙ୍କ ଉପରେ ଭରସା ରଖି ଦିବାରାତ୍ର ନିବେଦନ ଓ ପ୍ରାର୍ଥନାରେ ପ୍ରବୃତ୍ତ ଥାଏ;
6
କିନ୍ତୁ ଯେ ଭୋଗାଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ ।
7
ସେମାନେ ଯେଯରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ ।
8
କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ତତ୍ତ୍ଵ ନ ନିଏ, ସେ ବିଶ୍ଵାସମତ ଅସ୍ଵୀକାର କରିଅଛି, ଆଉ ସେ ଅବିଶ୍ଵାସୀଠାରୁ ଅଧମ ଅଟେ, ।
9
ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ ଊଣା ନୁହେଁ,
10
ଆଉ, ଯେ ଏକ ସ୍ଵାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ସୁଖ୍ୟାତିପ୍ରାପ୍ତ, ଅର୍ଥାତ୍, ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଦୁଃଖମୋଚନ କରିଥାଏ, ପୁଣି ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ ।
11
କିନ୍ତୁ ଯୁବତୀ ବିଧବାମାନଙ୍କୁ ଅଗ୍ରାହ୍ୟ କର, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି;
12
ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ତନୀୟ ହୁଅନ୍ତି ।
13
ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଆଳସ୍ୟ-ପ୍ରିୟ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟପ୍ରିୟ ନୁହେଁ, ମାତ୍ର ଅସାର ଗଳ୍ପ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି ।
14
ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;
15
କାରଣ ଏବେ ମଧ୍ୟ କେହି କେହି ଶୟତାନର ପଶ୍ଚାଦ୍ବର୍ତ୍ତୀ ହୋଇ ବିପଥଗାମୀ ହୋଇଅଛନ୍ତି ।
16
ଯଦି କୌଣସି ବିଶ୍ଵାସିନୀ ମହିଳାଙ୍କ ଗୃହରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ମୋଚନ କରନ୍ତୁ, ଆଉ ମଣ୍ତଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ତଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ମୋଚନ କରି ପାରେ ।
17
ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ତତ୍ତ୍ଵାବଧାନ କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହେଉନ୍ତୁ ।
18
କାରଣ ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ତି ଦିଅ ନାହିଁ” । ପୁଣି, କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ ।
19
ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ ।
20
ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି ।
21
ଈଶ୍ଵରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ଵାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି ପକ୍ଷପାତ ଭାବରେ କୌଣସି କାର୍ଯ୍ୟ କର ନାହିଁ ।
22
ଅକସ୍ମାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ଵା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ସାଧୁ କରି ରଖ ।
23
ଆଉ କେବଳ ଜଳ ପାନ ନ କରି ତୁମ୍ଭର ଉଦର ରୋଗ ଓ ବାରମ୍ଵାର ଅସ୍ଵାସ୍ଥ୍ୟ ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର ।
24
କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ ।
25
ସେହି ପ୍ରକାରେ ମଧ୍ୟ ସତ୍କାର୍ଯ୍ୟ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇ ପାରେ ନାହିଁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5
1. ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ତିରସ୍କାର କର ନାହିଁ, କିନ୍ତୁ ତାଙ୍କୁ ପିତୃତୁଲ୍ୟ ଜ୍ଞାନ କରି ବିନୟ କର; ଯୁବକମାନଙ୍କୁ ଭ୍ରାତୃତୁଲ୍ୟ, 2. ବୃଦ୍ଧା ସ୍ତ୍ରୀମାନଙ୍କୁ ମାତୃତୁଲ୍ୟ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଗ୍ନୀତୁଲ୍ୟ ଜ୍ଞାନ କରି ସେହି ପ୍ରକାର କର । 3. ନିରାଶ୍ରୟ ବିଧବାମାନଙ୍କୁ ସମାଦର କର । 4. କିନ୍ତୁ ଯେବେ କୌଣସି ବିଧବାର ପୁତ୍ରକନ୍ୟା ବା ପୌତ୍ରପୌତ୍ରୀ ଥାଆନ୍ତି, ତେବେ ସେମାନେ ପ୍ରଥମରେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ପ୍ରତ୍ୟୁପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ଵରଙ୍କ ଦୃଷ୍ଟିରେ ସୁଗ୍ରାହ୍ୟ ଅଟେ । 5. ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ଵରଙ୍କ ଉପରେ ଭରସା ରଖି ଦିବାରାତ୍ର ନିବେଦନ ଓ ପ୍ରାର୍ଥନାରେ ପ୍ରବୃତ୍ତ ଥାଏ; 6. କିନ୍ତୁ ଯେ ଭୋଗାଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ । 7. ସେମାନେ ଯେଯରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ । 8. କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ତତ୍ତ୍ଵ ନ ନିଏ, ସେ ବିଶ୍ଵାସମତ ଅସ୍ଵୀକାର କରିଅଛି, ଆଉ ସେ ଅବିଶ୍ଵାସୀଠାରୁ ଅଧମ ଅଟେ, । 9. ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ ଊଣା ନୁହେଁ, 10. ଆଉ, ଯେ ଏକ ସ୍ଵାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ସୁଖ୍ୟାତିପ୍ରାପ୍ତ, ଅର୍ଥାତ୍, ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଦୁଃଖମୋଚନ କରିଥାଏ, ପୁଣି ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ । 11. କିନ୍ତୁ ଯୁବତୀ ବିଧବାମାନଙ୍କୁ ଅଗ୍ରାହ୍ୟ କର, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି; 12. ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ତନୀୟ ହୁଅନ୍ତି । 13. ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଆଳସ୍ୟ-ପ୍ରିୟ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟପ୍ରିୟ ନୁହେଁ, ମାତ୍ର ଅସାର ଗଳ୍ପ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି । 14. ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ; 15. କାରଣ ଏବେ ମଧ୍ୟ କେହି କେହି ଶୟତାନର ପଶ୍ଚାଦ୍ବର୍ତ୍ତୀ ହୋଇ ବିପଥଗାମୀ ହୋଇଅଛନ୍ତି । 16. ଯଦି କୌଣସି ବିଶ୍ଵାସିନୀ ମହିଳାଙ୍କ ଗୃହରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ମୋଚନ କରନ୍ତୁ, ଆଉ ମଣ୍ତଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ତଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ମୋଚନ କରି ପାରେ । 17. ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ତତ୍ତ୍ଵାବଧାନ କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହେଉନ୍ତୁ । 18. କାରଣ ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ତି ଦିଅ ନାହିଁ” । ପୁଣି, କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ । 19. ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ । 20. ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି । 21. ଈଶ୍ଵରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ଵାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି ପକ୍ଷପାତ ଭାବରେ କୌଣସି କାର୍ଯ୍ୟ କର ନାହିଁ । 22. ଅକସ୍ମାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ଵା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ସାଧୁ କରି ରଖ । 23. ଆଉ କେବଳ ଜଳ ପାନ ନ କରି ତୁମ୍ଭର ଉଦର ରୋଗ ଓ ବାରମ୍ଵାର ଅସ୍ଵାସ୍ଥ୍ୟ ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର । 24. କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ । 25. ସେହି ପ୍ରକାରେ ମଧ୍ୟ ସତ୍କାର୍ଯ୍ୟ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇ ପାରେ ନାହିଁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 1
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 2
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 3
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 4
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 6
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References