ଓଡିଆ ବାଇବଲ |
ESV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
5
1
2
3
4
5
6
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
ରେକର୍ଡଗୁଡିକ
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:0 (06 13 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 5
1
ସ୍ଵାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ଵ ଯୁଆଳିରେ। ଆଉ ଥରେ ଯୋଚା ନ ଯାଅ ।
2
ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ଵାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ ।
3
ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ ।
4
ତୁମ୍ଭେମାନେ ଯେତେ ଲୋକ ବ୍ୟବସ୍ଥା ଦ୍ଵାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ ।
5
କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ବିଶ୍ଵାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ ।
6
ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ଵାସ ହିଁ ସାର ।
7
ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ?
8
ତୁମ୍ଭମାନଙ୍କ ଆହ୍ଵାନକର୍ତ୍ତାଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ ।
9
ଟିକିଏ ବୋଲି ଖମୀର ପିଣ୍ତୁଳାଯାକ ଖମୀରମୟ କରିଦିଏ ।
10
ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ଵାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ତ ବହନ କରିବ ।
11
କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ ।
12
ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା ।
13
କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ଵାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ଵାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ଵରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପର ଦାସ ହୁଅ ।
14
କାରଣ ସମସ୍ତ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।”
15
କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ଵାରା ବିନଷ୍ଟ ନ ହୁଅ ।
16
ମୋହର ଭାବ ଏହି, ଆତ୍ମାଙ୍କ ଦ୍ଵାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ ।
17
କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରି ପାର ନାହିଁ ।
18
କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କ ଦ୍ଵାରା ପରିଚାଳିତ ହୁଅ, ତେବେ ବ୍ୟବସ୍ଥାର ଅଧୀନ ନୁହଁ ।
19
ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା: ବ୍ୟଭିଚାର, ଅଶୁଚିତା,
20
କାମୁକତା, ପ୍ରତିମାପୂଜା, କୁହୁକ, ଶତ୍ରୁତା, ବିବାଦ, ଦ୍ଵେଷ, କ୍ରୋଧ, ସ୍ଵାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,
21
ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।
22
କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,
23
ଭଦ୍ରତା, ବିଶ୍ଵସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ବ୍ୟବସ୍ଥା ନାହିଁ ।
24
ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି ।
25
ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ଵାରା ମଧ୍ୟ ଆଚରଣ କରୁ ।
26
ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5
1. ସ୍ଵାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ଵ ଯୁଆଳିରେ। ଆଉ ଥରେ ଯୋଚା ନ ଯାଅ । 2. ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ଵାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ । 3. ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ । 4. ତୁମ୍ଭେମାନେ ଯେତେ ଲୋକ ବ୍ୟବସ୍ଥା ଦ୍ଵାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ । 5. କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ବିଶ୍ଵାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ । 6. ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ଵାସ ହିଁ ସାର । 7. ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ? 8. ତୁମ୍ଭମାନଙ୍କ ଆହ୍ଵାନକର୍ତ୍ତାଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ । 9. ଟିକିଏ ବୋଲି ଖମୀର ପିଣ୍ତୁଳାଯାକ ଖମୀରମୟ କରିଦିଏ । 10. ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ଵାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ତ ବହନ କରିବ । 11. କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ । 12. ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା । 13. କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ଵାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ଵାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ଵରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପର ଦାସ ହୁଅ । 14. କାରଣ ସମସ୍ତ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।” 15. କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ଵାରା ବିନଷ୍ଟ ନ ହୁଅ । 16. ମୋହର ଭାବ ଏହି, ଆତ୍ମାଙ୍କ ଦ୍ଵାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ । 17. କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରି ପାର ନାହିଁ । 18. କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କ ଦ୍ଵାରା ପରିଚାଳିତ ହୁଅ, ତେବେ ବ୍ୟବସ୍ଥାର ଅଧୀନ ନୁହଁ । 19. ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା: ବ୍ୟଭିଚାର, ଅଶୁଚିତା, 20. କାମୁକତା, ପ୍ରତିମାପୂଜା, କୁହୁକ, ଶତ୍ରୁତା, ବିବାଦ, ଦ୍ଵେଷ, କ୍ରୋଧ, ସ୍ଵାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା, 21. ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ । 22. କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23. ଭଦ୍ରତା, ବିଶ୍ଵସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ବ୍ୟବସ୍ଥା ନାହିଁ । 24. ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି । 25. ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ଵାରା ମଧ୍ୟ ଆଚରଣ କରୁ । 26. ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 1
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 2
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 3
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 4
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 5
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 6
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References