ଓଡିଆ ବାଇବଲ |
GNTBRP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଏଜ୍ରା
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
8
1
2
3
4
5
6
7
8
9
10
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
ରେକର୍ଡଗୁଡିକ
ଏଜ୍ରା 8:0 (07 02 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଏଜ୍ରା ଅଧ୍ୟାୟ 8
1
ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,
2
ପୀନହସ୍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ୍; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍ ।
3
ପରିୟୋଗର ସନ୍ତାନଗଣ ମଧ୍ୟରୁ; ଶଖନୀୟର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଏ ପୁରୁଷମାନଙ୍କ ବଂଶାବଳୀ-କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ ।
4
ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋ-ଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ ।
5
ଯାଟୁର ସନ୍ତାନଗଣ ମଧ୍ୟରୁ ଯହସୀୟେଲର ପୁତ୍ର ଶଖନୀୟ; ତାହା ସଙ୍ଗେ ତିନି ଶହ ପୁରୁଷ ।
6
ଆଉ, ଆଦୀନର ସନ୍ତାନଗଣ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍ ଓ ତାହା ସଙ୍ଗେ ପଚାଶ ପୁରୁଷ ।
7
ପୁଣି, ଏଲମର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ ।
8
ଆଉ, ଶଫଟୀୟର ସନ୍ତାନଗଣ ମଧ୍ୟରୁ ମୀଖାୟେଲର ପୁତ୍ର ସବଦୀୟ ଓ ତାହା ସଙ୍ଗେ ଅଶୀ ପୁରୁଷ ।
9
ଯୋୟାବର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଓବଦୀୟ ଓ ତାହା ସଙ୍ଗେ ଦୁଇ ଶହ ଅଠର ପୁରୁଷ ।
10
ଆଉ, ଶଲୋମୀତର ସନ୍ତାନଗଣ ମଧ୍ୟରୁ ଯୋଷିଫୀୟର ପୁତ୍ର ଓ ତାହା ସଙ୍ଗେ ଏକ ଶହ ଷାଠିଏ ପୁରୁଷ ।
11
ପୁଣି, ବେବୟର ସନ୍ତାନଗଣ ମଧ୍ୟରୁ ବେବୟର ପୁତ୍ର ଜିଖରୀୟ ଓ ତାଙ୍କ ସଙ୍ଗେ ଅଠାଇଶ ପୁରୁଷ ।
12
ଅସ୍ଗଦର ସନ୍ତାନଗଣ ମଧ୍ୟରୁ ହକାଟନର ପୁତ୍ର ଯୋହାନନ୍ ଓ ତାହା ସଙ୍ଗେ ଏକ ଶହ ଦଶ ପୁରୁଷ ।
13
ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍, ଯିୟୂୟେଲ୍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ ।
14
ଆଉ, ବିଗ୍ବୟର ସନ୍ତାନଗଣ ମଧ୍ୟରୁ ଊଥୟ ଓ ସବୂଦ୍ ଓ ସେମାନଙ୍କ ସଙ୍ଗେ ସତୁରି ପୁରୁଷ ।
15
ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ ।
16
ତେବେ ମୁଁ ଇଲୀୟେଷର, ଅରୀୟେଲ, ଶମୟୀୟ ଓ ଇଲ୍ନାଥନ୍ ଓ ଯାରିବ୍ ଓ ଇଲ୍ନାଥନ୍ ଓ ନାଥନ୍ ଓ ଜିଖରୀୟ ଓ ମଶୁଲ୍ଲମ୍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍ ଓ ଇଲ୍ନାଥନ୍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି ।
17
ଏଉତ୍ତାରେ ମୁଁ ସେମାନଙ୍କୁ କାସିଫିଆ ନାମକ ସ୍ଥାନର ପ୍ରଧାନ ଲୋକ ଇଦ୍ଦୋ ନିକଟକୁ ପଠାଇଲି; ପୁଣି, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଚାରକମାନଙ୍କୁ ଆଣ ବୋଲି କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତାହାର ଭ୍ରାତୃଗଣ ନଥୀନୀୟମାନଙ୍କୁ କହିବା ପାଇଁ ମୁଁ ସେମାନଙ୍କୁ ଆଦେଶ କଲି ।
18
ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ;
19
ଆଉ, ହଶବୀୟ ଓ ତାହା ସଙ୍ଗେ ମରାରି-ସନ୍ତାନଗଣ ମଧ୍ୟରୁ ଯିଶାୟାହ, ତାହାର ଭ୍ରାତୃଗଣ ଓ ସେମାନଙ୍କ ପୁତ୍ରଗଣ ସମେତ କୋଡ଼ିଏ ଜଣକୁ;
20
ଆଉ, ଦାଉଦ ଓ ଅଧିପତିମାନେ ଯେଉଁ ନଥୀନୀୟ-ମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ ଦୁଇ ଶହ କୋଡ଼ିଏ ଜଣ ନଥୀନୀୟ ଲୋକ ଆଣିଲେ; ଏସମସ୍ତଙ୍କ ନାମ ଲିଖିତ ହେଲା ।
21
ଏଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ⇧ ।
22
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ-କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ଵାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି⇧, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି, ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ ।
23
ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ ।
24
ତହୁଁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ, ଅର୍ଥାତ୍, ଶେରେବୀୟ, ହଶବୀୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ୍ କଲି;
25
ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସବୁ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି;
26
ମୁଁ ସେମାନଙ୍କ ହସ୍ତରେ ଛଅ ଶହ ପଚାଶ ତାଳ; ରୂପା ଓ ଶହେ ତାଳ; ରୌପ୍ୟମୟ ପାତ୍ର; ଶହେ ତାଳ; ସୁନା;
27
ଏକ ହଜାର ଡାରିକ୍ ମୂଲ୍ୟର କୋଡ଼ିଏ ସ୍ଵର୍ଣ୍ଣମୟ ପାତ୍ର, ପୁଣି ସ୍ଵର୍ଣ୍ଣ ତୁଲ୍ୟ ବହୁମୁଲ୍ୟ, ଉତ୍ତମ ଉଜ୍ଜ୍ଵଳ ପିତ୍ତଳର ଦୁଇ ପାତ୍ର ତୌଲି ଦେଲି ।
28
ପୁଣି, ମୁଁ ସେମାନଙ୍କୁ କହିଲି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଓ ପାତ୍ରସବୁ ପବିତ୍ର; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ ଉପହାର ଅଟେ ।
29
ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗରଣଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ-ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର ।
30
ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ ।
31
ଅନନ୍ତର ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ଵାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ଵରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ ।
32
ତହିଁରେ ଆମ୍ଭେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ ।
33
ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;
34
ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁ ଓଜନ ଲେଖାଗଲା ।
35
ନିର୍ବାସନରୁ ଆଗତ ବନ୍ଦୀତ୍ଵର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା ।
36
ଏଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ଵରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ ।
ଏଜ୍ରା 8
1. ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା, 2. ପୀନହସ୍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ୍; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍ । 3. ପରିୟୋଗର ସନ୍ତାନଗଣ ମଧ୍ୟରୁ; ଶଖନୀୟର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଏ ପୁରୁଷମାନଙ୍କ ବଂଶାବଳୀ-କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ । 4. ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋ-ଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ । 5. ଯାଟୁର ସନ୍ତାନଗଣ ମଧ୍ୟରୁ ଯହସୀୟେଲର ପୁତ୍ର ଶଖନୀୟ; ତାହା ସଙ୍ଗେ ତିନି ଶହ ପୁରୁଷ । 6. ଆଉ, ଆଦୀନର ସନ୍ତାନଗଣ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍ ଓ ତାହା ସଙ୍ଗେ ପଚାଶ ପୁରୁଷ । 7. ପୁଣି, ଏଲମର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ । 8. ଆଉ, ଶଫଟୀୟର ସନ୍ତାନଗଣ ମଧ୍ୟରୁ ମୀଖାୟେଲର ପୁତ୍ର ସବଦୀୟ ଓ ତାହା ସଙ୍ଗେ ଅଶୀ ପୁରୁଷ । 9. ଯୋୟାବର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଓବଦୀୟ ଓ ତାହା ସଙ୍ଗେ ଦୁଇ ଶହ ଅଠର ପୁରୁଷ । 10. ଆଉ, ଶଲୋମୀତର ସନ୍ତାନଗଣ ମଧ୍ୟରୁ ଯୋଷିଫୀୟର ପୁତ୍ର ଓ ତାହା ସଙ୍ଗେ ଏକ ଶହ ଷାଠିଏ ପୁରୁଷ । 11. ପୁଣି, ବେବୟର ସନ୍ତାନଗଣ ମଧ୍ୟରୁ ବେବୟର ପୁତ୍ର ଜିଖରୀୟ ଓ ତାଙ୍କ ସଙ୍ଗେ ଅଠାଇଶ ପୁରୁଷ । 12. ଅସ୍ଗଦର ସନ୍ତାନଗଣ ମଧ୍ୟରୁ ହକାଟନର ପୁତ୍ର ଯୋହାନନ୍ ଓ ତାହା ସଙ୍ଗେ ଏକ ଶହ ଦଶ ପୁରୁଷ । 13. ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍, ଯିୟୂୟେଲ୍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ । 14. ଆଉ, ବିଗ୍ବୟର ସନ୍ତାନଗଣ ମଧ୍ୟରୁ ଊଥୟ ଓ ସବୂଦ୍ ଓ ସେମାନଙ୍କ ସଙ୍ଗେ ସତୁରି ପୁରୁଷ । 15. ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ । 16. ତେବେ ମୁଁ ଇଲୀୟେଷର, ଅରୀୟେଲ, ଶମୟୀୟ ଓ ଇଲ୍ନାଥନ୍ ଓ ଯାରିବ୍ ଓ ଇଲ୍ନାଥନ୍ ଓ ନାଥନ୍ ଓ ଜିଖରୀୟ ଓ ମଶୁଲ୍ଲମ୍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍ ଓ ଇଲ୍ନାଥନ୍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି । 17. ଏଉତ୍ତାରେ ମୁଁ ସେମାନଙ୍କୁ କାସିଫିଆ ନାମକ ସ୍ଥାନର ପ୍ରଧାନ ଲୋକ ଇଦ୍ଦୋ ନିକଟକୁ ପଠାଇଲି; ପୁଣି, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଚାରକମାନଙ୍କୁ ଆଣ ବୋଲି କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତାହାର ଭ୍ରାତୃଗଣ ନଥୀନୀୟମାନଙ୍କୁ କହିବା ପାଇଁ ମୁଁ ସେମାନଙ୍କୁ ଆଦେଶ କଲି । 18. ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ; 19. ଆଉ, ହଶବୀୟ ଓ ତାହା ସଙ୍ଗେ ମରାରି-ସନ୍ତାନଗଣ ମଧ୍ୟରୁ ଯିଶାୟାହ, ତାହାର ଭ୍ରାତୃଗଣ ଓ ସେମାନଙ୍କ ପୁତ୍ରଗଣ ସମେତ କୋଡ଼ିଏ ଜଣକୁ; 20. ଆଉ, ଦାଉଦ ଓ ଅଧିପତିମାନେ ଯେଉଁ ନଥୀନୀୟ-ମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ ଦୁଇ ଶହ କୋଡ଼ିଏ ଜଣ ନଥୀନୀୟ ଲୋକ ଆଣିଲେ; ଏସମସ୍ତଙ୍କ ନାମ ଲିଖିତ ହେଲା । 21. ଏଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ⇧ । 22. କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ-କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ଵାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି⇧, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି, ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ । 23. ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ । 24. ତହୁଁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ, ଅର୍ଥାତ୍, ଶେରେବୀୟ, ହଶବୀୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ୍ କଲି; 25. ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସବୁ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି; 26. ମୁଁ ସେମାନଙ୍କ ହସ୍ତରେ ଛଅ ଶହ ପଚାଶ ତାଳ; ରୂପା ଓ ଶହେ ତାଳ; ରୌପ୍ୟମୟ ପାତ୍ର; ଶହେ ତାଳ; ସୁନା; 27. ଏକ ହଜାର ଡାରିକ୍ ମୂଲ୍ୟର କୋଡ଼ିଏ ସ୍ଵର୍ଣ୍ଣମୟ ପାତ୍ର, ପୁଣି ସ୍ଵର୍ଣ୍ଣ ତୁଲ୍ୟ ବହୁମୁଲ୍ୟ, ଉତ୍ତମ ଉଜ୍ଜ୍ଵଳ ପିତ୍ତଳର ଦୁଇ ପାତ୍ର ତୌଲି ଦେଲି । 28. ପୁଣି, ମୁଁ ସେମାନଙ୍କୁ କହିଲି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଓ ପାତ୍ରସବୁ ପବିତ୍ର; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ ଉପହାର ଅଟେ । 29. ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗରଣଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ-ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର । 30. ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ । 31. ଅନନ୍ତର ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ଵାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ଵରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ । 32. ତହିଁରେ ଆମ୍ଭେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ । 33. ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ; 34. ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁ ଓଜନ ଲେଖାଗଲା । 35. ନିର୍ବାସନରୁ ଆଗତ ବନ୍ଦୀତ୍ଵର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା । 36. ଏଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ଵରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ ।
ଏଜ୍ରା ଅଧ୍ୟାୟ 1
ଏଜ୍ରା ଅଧ୍ୟାୟ 2
ଏଜ୍ରା ଅଧ୍ୟାୟ 3
ଏଜ୍ରା ଅଧ୍ୟାୟ 4
ଏଜ୍ରା ଅଧ୍ୟାୟ 5
ଏଜ୍ରା ଅଧ୍ୟାୟ 6
ଏଜ୍ରା ଅଧ୍ୟାୟ 7
ଏଜ୍ରା ଅଧ୍ୟାୟ 8
ଏଜ୍ରା ଅଧ୍ୟାୟ 9
ଏଜ୍ରା ଅଧ୍ୟାୟ 10
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References