ଓଡିଆ ବାଇବଲ |
GNTBRP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓବଦିୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1
1
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
ରେକର୍ଡଗୁଡିକ
ଓବଦିୟ 1:0 (11 27 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଓବଦିୟ ଅଧ୍ୟାୟ 1
1
ପ୍ରଭୁ ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି; ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟରୁ ସମାଚାର ଶୁଣିଅଛୁ ଓ ଗୋଷ୍ଠୀଗଣ ମଧ୍ୟକୁ ଏକ ଦୂତ ପ୍ରେରିତ ହୋଇଅଛି, ତୁମ୍ଭେମାନେ ଉଠ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭେମାନେ ଉଠୁ।
2
ଦେଖ, ଆମ୍ଭେ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର କରିଅଛୁ; ତୁମ୍ଭେ ଅତିଶୟ ତୁଚ୍ଛୀକୃତ ଅଟ ।
3
ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଂକାର ତୁମ୍ଭକୁ ବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, ଆମ୍ଭକୁ ଭୂମିକି ଓହ୍ଳାଇ ଆଣିବ କିଏ?
4
ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଊର୍ଦ୍ଧ୍ଵକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଳାଇ ଆଣିବା ।
5
(ତୁମ୍ଭେ କିପରି ଉଚ୍ଛିନ୍ନ ହୋଇଅଛ!) ଯେବେ ଚୋରମାନେ ତୁମ୍ଭ ନିକଟକୁ ଆସନ୍ତି, ଡକାଇତମାନେ ରାତ୍ରରେ ଆସନ୍ତି, ତେବେ ସେମାନେ କି ଯଥେଷ୍ଟ ପାଇବା ପର୍ଯ୍ୟନ୍ତ ଚୋରି କରିବେ ନାହିଁ? ଯେବେ ଦ୍ରାକ୍ଷାଫଳ ସଞ୍ଚୟକାରୀ-ମାନେ ତୁମ୍ଭ ନିକଟକୁ ଆସନ୍ତି, ତେବେ ସେମାନେ କି ଗୋଟାଇବା ପାଇଁ କିଛି ଦ୍ରାକ୍ଷାଫଳ ଛାଡ଼ିବେ ନାହିଁ?
6
ଏଷୌର ସକଳ ବିଷୟ କିପରି ଅନୁସନ୍ଧାନ କରା ଯାଇଅଛି! ତାହାର ଗୁପ୍ତ ଧନସବୁ କିପରି ଅନ୍ଵେଷଣ କରା ଯାଇଅଛି!
7
ତୁମ୍ଭର ସହାୟ ସମସ୍ତ ଲୋକ ତୁମ୍ଭକୁ ତୁମ୍ଭ ବାଟରେ ଆଣି ସୀମାରେ ପହୁଞ୍ଚାଇଅଛନ୍ତି; ଯେଉଁମାନେ ତୁମ୍ଭର ମିତ୍ର ଥିଲେ, ସେମାନେ ତୁମ୍ଭକୁ ପ୍ରବଞ୍ଚନା କରି ପରାଭବ କରିଅଛନ୍ତି; ଯେଉଁମାନେ ତୁମ୍ଭର ଅନ୍ନ ଭୋଜନ କରନ୍ତି, ସେମାନେ ତୁମ୍ଭ ତଳେ ଫାନ୍ଦ ପାତିଅଛନ୍ତି; ଇଦୋମରେ କିଛି ବୁଦ୍ଧି ନାହିଁ ।
8
ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ କି ଇଦୋମରୁ ଜ୍ଞାନୀମାନଙ୍କୁ ଓ ଏଷୌର ପର୍ବତରୁ ବୁଦ୍ଧି ବିନଷ୍ଟ କରିବା ନାହିଁ?
9
ପୁଣି, ହେ ତୈମନ୍, ଏଷୌର ପର୍ବତରୁ ହତ୍ୟା ଦ୍ଵାରା ଯେପରି ପ୍ରତ୍ୟେକ ଜଣ ଉଚ୍ଛିନ୍ନ ହେବେ, ଏହି ଅଭିପ୍ରାୟରେ ତୁମ୍ଭର ବୀରଗଣ ଉଦ୍ବିଗ୍ନ ହେବେ ।
10
ତୁମ୍ଭର ଭ୍ରାତା ଯାକୁବ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ତୁମ୍ଭେ ଲଜ୍ଜାରେ ଆଚ୍ଛନ୍ନ ହେବ, ପୁଣି ତୁମ୍ଭେ ଚିରକାଳ ଉଚ୍ଛିନ୍ନ ହେବ ।
11
ଯେଉଁ ଦିନ ତୁମ୍ଭେ ଅନ୍ୟ ପାଖରେ ଠିଆ ହେଲ, ଯେଉଁ ଦିନ ଅପରିଚିତ ଲୋକମାନେ ତାହାର ସମ୍ପତ୍ତି ବହି ନେଇଗଲେ ଓ ବିଦେଶୀୟମାନେ ତାହାର ସକଳ ନଗର-ଦ୍ଵାରରେ ପ୍ରବେଶ କଲେ ଓ ଯିରୂଶାଲମ ଉପରେ ଗୁଲିବାଣ୍ଟ କଲେ, ସେଦିନ ତୁମ୍ଭେ ତ ସେମାନଙ୍କ ମଧ୍ୟରେ ଥିବା ଏକ ଜଣ ପରି ହୋଇଥିଲ ।
12
ମାତ୍ର ତୁମ୍ଭେ ଆପଣା ଭ୍ରାତାର ଦିନ ପ୍ରତି, ଅର୍ଥାତ୍, ତାହାର ଦୁର୍ଦ୍ଦଶା ଦିନ ପ୍ରତି ଅନାଅ ନାହିଁ ଓ ଯିହୁଦା ସନ୍ତାନଗଣର ବିନାଶ ଦିନରେ ସେମାନଙ୍କ ବିଷୟରେ ଆନନ୍ଦ କର ନାହିଁ; କିଅବା ସଂକଟ ଦିନରେ ଦର୍ପ କଥା କହ ନାହିଁ ।
13
ଆମ୍ଭ ଲୋକମାନଙ୍କର ବିପତ୍ତି ଦିନରେ ସେମାନଙ୍କର ନଗର-ଦ୍ଵାରରେ ପ୍ରବେଶ କର ନାହିଁ; ହଁ, ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କର କ୍ଳେଶ ପ୍ରତି ତୁମ୍ଭେ ଅନାଅ ନାହିଁ, ଅଥବା ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କ ସମ୍ପତ୍ତିରେ ତୁମ୍ଭେମାନେ ହସ୍ତ ଦିଅ ନାହିଁ ।
14
ପୁଣି, ତାହାର ପଳାତକମାନଙ୍କୁ ବଧ କରିବା ପାଇଁ ତୁମ୍ଭେ ଚୌମୁହାଣି ପଥରେ ଠିଆ ହୁଅ ନାହିଁ ଓ ସଂକଟ ଦିନରେ ତାହାର ଅବଶିଷ୍ଟ ଲୋକମାନଙ୍କୁ (ଶତ୍ରୁ ହସ୍ତରେ) ସମର୍ପଣ କର ନାହିଁ ।
15
କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ ।
16
କାରଣ ତୁମ୍ଭେମାନେ ଆମ୍ଭ ପବିତ୍ର ପର୍ବତରେ ଯେପରି ପାନ କରିଅଛ, ସେପରି ସମୁଦାୟ ଗୋଷ୍ଠୀ ନିତ୍ୟ ନିତ୍ୟ ପାନ କରିବେ, ହଁ, ସେମାନେ ପାନ କରୁ କରୁ ଗିଳି ପକାଇବେ, ପୁଣି ଅଜାତର ତୁଲ୍ୟ ହେବେ ।
17
ମାତ୍ର ରକ୍ଷାପ୍ରାପ୍ତ ଲୋକମାନେ ସିୟୋନରେ ଥିବେ ଓ ତାହା ପବିତ୍ର ହେବ; ଆଉ, ଯାକୁବ-ବଂଶ ଆପଣା-ମାନଙ୍କର ଅଧିକାର ଭୋଗ କରିବେ ।
18
ପୁଣି, ଯାକୁବ-ବଂଶ ଅଗ୍ନି ସ୍ଵରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ଵରୂପ ହେବେ, ଆଉ ଏଷୌ-ବଂଶ ନଡ଼ା ସ୍ଵରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ଵଳି ତାହା ଗ୍ରାସ କରିବେ; ତହିଁରେ ଏଷୌ-ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁଏହା କହିଅଛନ୍ତି ।
19
ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ ।
20
ପୁଣି, କନାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ ସନ୍ତାନଗଣର ଏହି ସୈନ୍ୟସାମ; ସାରିଫତ୍ ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ ।ପ୍ର.ରା.୧୭:୯
21
ପୁଣି, ଏଷୌର ପର୍ବତର ବିଚାର କରିବା ନିମନ୍ତେ ଉଦ୍ଧାର-କର୍ତ୍ତାମାନେ ସିୟୋନ ପର୍ବତକୁ ଆସିବେ; ପୁଣି, ରାଜ୍ୟ ସଦାପ୍ରଭୁଙ୍କର ହେବ ।
ଓବଦିୟ 1
1. ପ୍ରଭୁ ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି; ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟରୁ ସମାଚାର ଶୁଣିଅଛୁ ଓ ଗୋଷ୍ଠୀଗଣ ମଧ୍ୟକୁ ଏକ ଦୂତ ପ୍ରେରିତ ହୋଇଅଛି, ତୁମ୍ଭେମାନେ ଉଠ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭେମାନେ ଉଠୁ। 2. ଦେଖ, ଆମ୍ଭେ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର କରିଅଛୁ; ତୁମ୍ଭେ ଅତିଶୟ ତୁଚ୍ଛୀକୃତ ଅଟ । 3. ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଂକାର ତୁମ୍ଭକୁ ବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, ଆମ୍ଭକୁ ଭୂମିକି ଓହ୍ଳାଇ ଆଣିବ କିଏ? 4. ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଊର୍ଦ୍ଧ୍ଵକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଳାଇ ଆଣିବା । 5. (ତୁମ୍ଭେ କିପରି ଉଚ୍ଛିନ୍ନ ହୋଇଅଛ!) ଯେବେ ଚୋରମାନେ ତୁମ୍ଭ ନିକଟକୁ ଆସନ୍ତି, ଡକାଇତମାନେ ରାତ୍ରରେ ଆସନ୍ତି, ତେବେ ସେମାନେ କି ଯଥେଷ୍ଟ ପାଇବା ପର୍ଯ୍ୟନ୍ତ ଚୋରି କରିବେ ନାହିଁ? ଯେବେ ଦ୍ରାକ୍ଷାଫଳ ସଞ୍ଚୟକାରୀ-ମାନେ ତୁମ୍ଭ ନିକଟକୁ ଆସନ୍ତି, ତେବେ ସେମାନେ କି ଗୋଟାଇବା ପାଇଁ କିଛି ଦ୍ରାକ୍ଷାଫଳ ଛାଡ଼ିବେ ନାହିଁ? 6. ଏଷୌର ସକଳ ବିଷୟ କିପରି ଅନୁସନ୍ଧାନ କରା ଯାଇଅଛି! ତାହାର ଗୁପ୍ତ ଧନସବୁ କିପରି ଅନ୍ଵେଷଣ କରା ଯାଇଅଛି! 7. ତୁମ୍ଭର ସହାୟ ସମସ୍ତ ଲୋକ ତୁମ୍ଭକୁ ତୁମ୍ଭ ବାଟରେ ଆଣି ସୀମାରେ ପହୁଞ୍ଚାଇଅଛନ୍ତି; ଯେଉଁମାନେ ତୁମ୍ଭର ମିତ୍ର ଥିଲେ, ସେମାନେ ତୁମ୍ଭକୁ ପ୍ରବଞ୍ଚନା କରି ପରାଭବ କରିଅଛନ୍ତି; ଯେଉଁମାନେ ତୁମ୍ଭର ଅନ୍ନ ଭୋଜନ କରନ୍ତି, ସେମାନେ ତୁମ୍ଭ ତଳେ ଫାନ୍ଦ ପାତିଅଛନ୍ତି; ଇଦୋମରେ କିଛି ବୁଦ୍ଧି ନାହିଁ । 8. ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ କି ଇଦୋମରୁ ଜ୍ଞାନୀମାନଙ୍କୁ ଓ ଏଷୌର ପର୍ବତରୁ ବୁଦ୍ଧି ବିନଷ୍ଟ କରିବା ନାହିଁ? 9. ପୁଣି, ହେ ତୈମନ୍, ଏଷୌର ପର୍ବତରୁ ହତ୍ୟା ଦ୍ଵାରା ଯେପରି ପ୍ରତ୍ୟେକ ଜଣ ଉଚ୍ଛିନ୍ନ ହେବେ, ଏହି ଅଭିପ୍ରାୟରେ ତୁମ୍ଭର ବୀରଗଣ ଉଦ୍ବିଗ୍ନ ହେବେ । 10. ତୁମ୍ଭର ଭ୍ରାତା ଯାକୁବ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ତୁମ୍ଭେ ଲଜ୍ଜାରେ ଆଚ୍ଛନ୍ନ ହେବ, ପୁଣି ତୁମ୍ଭେ ଚିରକାଳ ଉଚ୍ଛିନ୍ନ ହେବ । 11. ଯେଉଁ ଦିନ ତୁମ୍ଭେ ଅନ୍ୟ ପାଖରେ ଠିଆ ହେଲ, ଯେଉଁ ଦିନ ଅପରିଚିତ ଲୋକମାନେ ତାହାର ସମ୍ପତ୍ତି ବହି ନେଇଗଲେ ଓ ବିଦେଶୀୟମାନେ ତାହାର ସକଳ ନଗର-ଦ୍ଵାରରେ ପ୍ରବେଶ କଲେ ଓ ଯିରୂଶାଲମ ଉପରେ ଗୁଲିବାଣ୍ଟ କଲେ, ସେଦିନ ତୁମ୍ଭେ ତ ସେମାନଙ୍କ ମଧ୍ୟରେ ଥିବା ଏକ ଜଣ ପରି ହୋଇଥିଲ । 12. ମାତ୍ର ତୁମ୍ଭେ ଆପଣା ଭ୍ରାତାର ଦିନ ପ୍ରତି, ଅର୍ଥାତ୍, ତାହାର ଦୁର୍ଦ୍ଦଶା ଦିନ ପ୍ରତି ଅନାଅ ନାହିଁ ଓ ଯିହୁଦା ସନ୍ତାନଗଣର ବିନାଶ ଦିନରେ ସେମାନଙ୍କ ବିଷୟରେ ଆନନ୍ଦ କର ନାହିଁ; କିଅବା ସଂକଟ ଦିନରେ ଦର୍ପ କଥା କହ ନାହିଁ । 13. ଆମ୍ଭ ଲୋକମାନଙ୍କର ବିପତ୍ତି ଦିନରେ ସେମାନଙ୍କର ନଗର-ଦ୍ଵାରରେ ପ୍ରବେଶ କର ନାହିଁ; ହଁ, ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କର କ୍ଳେଶ ପ୍ରତି ତୁମ୍ଭେ ଅନାଅ ନାହିଁ, ଅଥବା ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କ ସମ୍ପତ୍ତିରେ ତୁମ୍ଭେମାନେ ହସ୍ତ ଦିଅ ନାହିଁ । 14. ପୁଣି, ତାହାର ପଳାତକମାନଙ୍କୁ ବଧ କରିବା ପାଇଁ ତୁମ୍ଭେ ଚୌମୁହାଣି ପଥରେ ଠିଆ ହୁଅ ନାହିଁ ଓ ସଂକଟ ଦିନରେ ତାହାର ଅବଶିଷ୍ଟ ଲୋକମାନଙ୍କୁ (ଶତ୍ରୁ ହସ୍ତରେ) ସମର୍ପଣ କର ନାହିଁ । 15. କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ । 16. କାରଣ ତୁମ୍ଭେମାନେ ଆମ୍ଭ ପବିତ୍ର ପର୍ବତରେ ଯେପରି ପାନ କରିଅଛ, ସେପରି ସମୁଦାୟ ଗୋଷ୍ଠୀ ନିତ୍ୟ ନିତ୍ୟ ପାନ କରିବେ, ହଁ, ସେମାନେ ପାନ କରୁ କରୁ ଗିଳି ପକାଇବେ, ପୁଣି ଅଜାତର ତୁଲ୍ୟ ହେବେ । 17. ମାତ୍ର ରକ୍ଷାପ୍ରାପ୍ତ ଲୋକମାନେ ସିୟୋନରେ ଥିବେ ଓ ତାହା ପବିତ୍ର ହେବ; ଆଉ, ଯାକୁବ-ବଂଶ ଆପଣା-ମାନଙ୍କର ଅଧିକାର ଭୋଗ କରିବେ । 18. ପୁଣି, ଯାକୁବ-ବଂଶ ଅଗ୍ନି ସ୍ଵରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ଵରୂପ ହେବେ, ଆଉ ଏଷୌ-ବଂଶ ନଡ଼ା ସ୍ଵରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ଵଳି ତାହା ଗ୍ରାସ କରିବେ; ତହିଁରେ ଏଷୌ-ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁଏହା କହିଅଛନ୍ତି । 19. ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ । 20. ପୁଣି, କନାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ ସନ୍ତାନଗଣର ଏହି ସୈନ୍ୟସାମ; ସାରିଫତ୍ ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ ।ପ୍ର.ରା.୧୭:୯ 21. ପୁଣି, ଏଷୌର ପର୍ବତର ବିଚାର କରିବା ନିମନ୍ତେ ଉଦ୍ଧାର-କର୍ତ୍ତାମାନେ ସିୟୋନ ପର୍ବତକୁ ଆସିବେ; ପୁଣି, ରାଜ୍ୟ ସଦାପ୍ରଭୁଙ୍କର ହେବ ।
ଓବଦିୟ ଅଧ୍ୟାୟ 1
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References