ଓଡିଆ ବାଇବଲ |
GNTBRP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
13
1
2
3
4
5
6
7
8
9
10
11
12
13
14
15
16
:
1
2
3
4
5
6
7
8
9
10
11
12
13
14
ରେକର୍ଡଗୁଡିକ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:0 (03 38 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 13
1
ପ୍ରତ୍ୟେକ ଜଣ ଅଧିକାର ପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ଵରଙ୍କଠାରୁ ଆସେ, ଆଉ ଯେସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ଵରଙ୍କ ଦ୍ଵାରା ନିଯୁକ୍ତ ।
2
ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ଵରଙ୍କ ବିଧାନର ପ୍ରତିରୋଧ କରେ; ପୁଣି ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ତ ଘଟାଇବେ ।
3
କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ । ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,
4
କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ଵରଙ୍କ ସେବକ । କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ଼୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ଵରଙ୍କ ସେବକ ସ୍ଵରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ତଦାତା ଅଟନ୍ତି ।
5
ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ ।
6
ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ଵ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ଵରଙ୍କ ସେବକ ସ୍ଵରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି ।
7
ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ଵ ଦେବାକୁ ହୁଏ, ତାହାଙ୍କୁ ରାଜସ୍ଵ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର ।
8
ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି ।
9
କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।
10
ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ ।
11
ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ଵାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ ।
12
ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ ।
13
ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ, ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ ।
14
ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ଉଦ୍ରେକ କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13
1. ପ୍ରତ୍ୟେକ ଜଣ ଅଧିକାର ପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ଵରଙ୍କଠାରୁ ଆସେ, ଆଉ ଯେସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ଵରଙ୍କ ଦ୍ଵାରା ନିଯୁକ୍ତ । 2. ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ଵରଙ୍କ ବିଧାନର ପ୍ରତିରୋଧ କରେ; ପୁଣି ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ତ ଘଟାଇବେ । 3. କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ । ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ, 4. କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ଵରଙ୍କ ସେବକ । କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ଼୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ଵରଙ୍କ ସେବକ ସ୍ଵରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ତଦାତା ଅଟନ୍ତି । 5. ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ । 6. ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ଵ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ଵରଙ୍କ ସେବକ ସ୍ଵରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି । 7. ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ଵ ଦେବାକୁ ହୁଏ, ତାହାଙ୍କୁ ରାଜସ୍ଵ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର । 8. ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି । 9. କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର । 10. ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ । 11. ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ଵାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ । 12. ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ । 13. ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ, ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ । 14. ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ଉଦ୍ରେକ କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 1
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 2
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 3
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 4
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 5
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 6
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 7
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 8
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 9
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 10
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 11
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 12
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 13
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 14
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 15
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 16
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References