ଓଡିଆ ବାଇବଲ |
GNTERP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ପିତରଙ୍କ ପ୍ରଥମ ପତ୍
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
4
1
2
3
4
5
:
1
2
3
4
5
6
7
8
9
10
11
12
13
14
15
16
17
18
19
ରେକର୍ଡଗୁଡିକ
ପିତରଙ୍କ ପ୍ରଥମ ପତ୍ 4:0 (11 10 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 4
1
ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣା- ମାନଙ୍କୁ ସୁସଜ୍ଜିତ କର (କାରଣ ଯେ ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),
2
ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ଵରଙ୍କ ଇଚ୍ଛାନୁସାରେ କ୍ଷେପଣ କର ।
3
ଯେଣୁ ବିଜାତିମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
4
ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;
5
କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ନିକାଶ ଦେବାକୁ ହେବ ।
6
କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ଵରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ ।
7
ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି ପ୍ରାର୍ଥନା କରିବା ପାଇଁ ସଚେତନ ଥାଅ,
8
ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ ।
9
କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
10
ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହଦାନ ପାଇଅଛ, ସେହିପ୍ରକାରେ ଈଶ୍ଵରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ତାରଘରିଆ ସ୍ଵରୂପେ ତଦ୍ଦ୍ଵାରା ପରସ୍ପରର ସେବା କର;
11
କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ଵରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ଵରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵର ଗୌରବାନ୍ଵିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍ ।
12
ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
13
ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବଧ୍ୟ ।
14
ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଈଶ୍ଵରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି ।
15
ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୁରାଚାରୀ, କି ଅନଧିକାରଚର୍ଚ୍ଚାକାରୀ ହୋଇ ଦଣ୍ତ ଭୋଗ ନ କରୁ;
16
କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ତ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ ।
17
କାରଣ ଈଶ୍ଵରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ଵରଙ୍କ ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!
18
ପୁଣି ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?
19
ଅତଏବ, ଯେଉଁମାନେ ଈଶ୍ଵରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ଵସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ ।
ପିତରଙ୍କ ପ୍ରଥମ ପତ୍ 4
1. ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣା- ମାନଙ୍କୁ ସୁସଜ୍ଜିତ କର (କାରଣ ଯେ ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି), 2. ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ଵରଙ୍କ ଇଚ୍ଛାନୁସାରେ କ୍ଷେପଣ କର । 3. ଯେଣୁ ବିଜାତିମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; 4. ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି; 5. କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ନିକାଶ ଦେବାକୁ ହେବ । 6. କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ଵରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ । 7. ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି ପ୍ରାର୍ଥନା କରିବା ପାଇଁ ସଚେତନ ଥାଅ, 8. ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ । 9. କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର; 10. ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହଦାନ ପାଇଅଛ, ସେହିପ୍ରକାରେ ଈଶ୍ଵରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ତାରଘରିଆ ସ୍ଵରୂପେ ତଦ୍ଦ୍ଵାରା ପରସ୍ପରର ସେବା କର; 11. କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ଵରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ଵରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵର ଗୌରବାନ୍ଵିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍ । 12. ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ; 13. ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବଧ୍ୟ । 14. ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଈଶ୍ଵରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି । 15. ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୁରାଚାରୀ, କି ଅନଧିକାରଚର୍ଚ୍ଚାକାରୀ ହୋଇ ଦଣ୍ତ ଭୋଗ ନ କରୁ; 16. କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ତ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ । 17. କାରଣ ଈଶ୍ଵରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ଵରଙ୍କ ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ! 18. ପୁଣି ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ? 19. ଅତଏବ, ଯେଉଁମାନେ ଈଶ୍ଵରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ଵସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ ।
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 1
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 2
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 3
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 4
ପିତରଙ୍କ ପ୍ରଥମ ପତ୍ ଅଧ୍ୟାୟ 5
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References