ଓଡିଆ ବାଇବଲ |
GNTTRP
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ରେରିତମାନଙ୍କ କାର୍ଯ୍ୟର ବିବରଣ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
14
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
History
ରେରିତମାନଙ୍କ କାର୍ଯ୍ୟର ବିବରଣ 14:0 (02 14 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 14
1
ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୁଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୁଦୀ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ଵାସ କଲେ ।
2
କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ଵାସ କଲେ ନାହିଁ, ସେମାନେ ବିଜାତିମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ ।
3
ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ, ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ ।
4
କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୁଦୀମାନଙ୍କ ପକ୍ଷରେ, ଆଉ ଦଳେ ପ୍ରେରିତ-ମାନଙ୍କ ପକ୍ଷରେ ।
5
ଯେତେବେଳେ ବିଜାତି ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
6
ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର, ପୁଣି ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
7
ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
8
ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାʼର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା ।
9
ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା । ପାଉଲ ତାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାʼର ବିଶ୍ଵାସ ଥିବାର ଦେଖି ଉଚ୍ଚସ୍ଵରରେ କହିଲେ,
10
ତୁମ୍ଭର ପାଦରେ ଭାର ଦେଇ ସିଧା ଠିଆ ହୁଅ । ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା ।
11
ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ଵରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟ ରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି ।
12
ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ ।
13
ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ଵାର ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ ।
14
କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ଵରରେ କହିବାକୁ ଲାଗିଲେ,
15
ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ଵରଙ୍କ ପ୍ରତି ଫେରନ୍ତି । ସେ ଆକାଶମଣ୍ତଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
16
ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ି ଦେଇଥିଲେ ।
17
ତଥାପି ସେ ଆପଣାକୁ ସାକ୍ଷ୍ୟବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁଗୁଡ଼ିକ ଦେଇ ଭକ୍ଷ୍ୟ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି ।
18
ଏହିସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ ।
19
କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହଙ୍କୁ ପ୍ରବର୍ତ୍ତାଇଲେ, ପୁଣି ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ ।
20
ମାତ୍ର ଶିଷ୍ୟମାନେ ତାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ନଗର ମଧ୍ୟରେ ପ୍ରବେଶ କଲେ । ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ ।
21
ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
22
ପୁଣି, ସେସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ଵାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଳେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ ।
23
ଆଉ, ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ତଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ଵାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ ।
24
ପରେ ସେମାନେ ପିସିଦିଆ ମଧ୍ୟ ଦେଇ ପଂଫୂଲିଆକୁ ଆସିଲେ,
25
ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ ।
26
ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ଵରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେସ୍ଥାନରୁ ବାହାରିଥିଲେ ।
27
ସେମାନେ ପହଞ୍ଚି ମଣ୍ତଳୀକି ଏକତ୍ର କଲେ; ପୁଣି ଈଶ୍ଵର ସେମାନଙ୍କ ସାଙ୍ଗରେ ଥାଇ ଯେସମସ୍ତ କାର୍ଯ୍ୟ କରିଥିଲେ ଓ ବିଜାତିମାନଙ୍କ ପ୍ରତି ବିଶ୍ଵାସର ଦ୍ଵାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ ।
28
ଆଉ, ସେମାନେ ଶିଷ୍ୟମାନଙ୍କ ସହିତ ଅନେକ ଦିନ ପର୍ଯ୍ୟନ୍ତ ରହିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14
1
ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୁଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୁଦୀ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ଵାସ କଲେ ।
.::.

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 1
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 2
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 4
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 5
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 6
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 7
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 9
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 10
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 11
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 12
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 13
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 14
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 15
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 16
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 17
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 18
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 19
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 20
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 21
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 22
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 23
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 24
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 25
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 26
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 27
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 28
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References