ଓଡିଆ ବାଇବଲ |
GNTTRP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଆମୋଷ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
7
1
2
3
4
5
6
7
8
9
:
1
2
3
4
5
6
7
8
9
10
11
12
13
14
15
16
17
ରେକର୍ଡଗୁଡିକ
ଆମୋଷ 7:0 (06 06 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଆମୋଷ ଅଧ୍ୟାୟ 7
1
ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପଶ୍ଚାତ୍ ଉତ୍ପନ୍ନ ତୃଣ ଅଙ୍କୁରିବାର ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ପଶ୍ଚାତର ତୃଣ ବଢ଼ୁଥିଲା ।
2
ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିରୂପେ ଠିଆ ହେବ? କାରଣ ସେ ସାନ ।
3
ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; ଏହା ହେବ ନାହିଁ, ଏହା ସଦାପ୍ରଭୁ କହନ୍ତି ।
4
ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ଵାରା ବିବାଦ କରିବା ପାଇଁ ଆହ୍ଵାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା ।
5
ଏପରି ସମୟରେ ମୁଁ କହିଲି, ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷା; ହୁଅ; ଯାକୁବ କିରୂପେ ଠିଆ ହେବ? କାରଣ ସେ ସାନ ।
6
ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; ତାହା ମଧ୍ୟ ହେବ ନାହିଁ, ପ୍ରଭୁ ସଦାପ୍ରଭୁ ଏହା କହନ୍ତି ।
7
ସେ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ଆପଣା ହସ୍ତରେ ଓଳମ ଘେନି ଓଳମ ଦ୍ଵାରା ନିର୍ମିତ ଏକ କାନ୍ଥ ନିକଟରେ ଠିଆ ହେଲେ ।
8
ପୁଣି, ସଦାପ୍ରଭୁ ମୋତେ ପଚାରିଲେ, ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଗୋଟିଏ ଓଳମ । ତେବେ ପ୍ରଭୁ କହିଲେ, ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲର ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;
9
ପୁଣି, ଇସ୍ହାକର ଉଚ୍ଚସ୍ଥଳୀସକଳ ଧ୍ଵଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ଉତ୍ସନ୍ନ ହେବ; ଆଉ ଆମ୍ଭେ ଖଡ଼୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା ।
10
ଯେତେବେଳେ ବୈଥେଲ୍ର ଯାଜକ ଅମତ୍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, ଇସ୍ରାଏଲ-ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରା; କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ ।
11
କାରଣ ଆମୋଷ ଏରୂପ କହୁଅଛନ୍ତି, ଯାରବୀୟାମ ଖଡ଼୍ଗରେ ହତ ହେବ ଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ ।
12
ଆହୁରି, ଅମତ୍ସୀୟ ଆମୋଷଙ୍କୁ କହିଲା, ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
13
ମାତ୍ର ବୈଥେଲ୍ରେ ପୁନର୍ବାର ଆଉ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ କାରଣ ତାହା ରାଜାଙ୍କର ଧର୍ମଧାମ ଓ ତାହା ରାଜକୀୟ ଗୃହ ଅଟେ ।
14
ତହିଁରେ ଆମୋଷ ଉତ୍ତର କରି ଅମତ୍ସୀୟକୁ କହିଲେ, ମୁଁ ଭବିଷ୍ୟଦ୍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍ବକ୍ତାର ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମିରି ବୃକ୍ଷର କୃଷକ ଥିଲିନ୍ତ
15
ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ।
16
ଏହେତୁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍ହାକ-ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ: ଣ ଯିହି. ୨୧:୨
17
ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ର କନ୍ୟାଗଣ ଖଡ଼୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ରଜ୍ଜୁ ଦ୍ଵାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ ।
ଆମୋଷ 7
1. ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପଶ୍ଚାତ୍ ଉତ୍ପନ୍ନ ତୃଣ ଅଙ୍କୁରିବାର ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ପଶ୍ଚାତର ତୃଣ ବଢ଼ୁଥିଲା । 2. ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିରୂପେ ଠିଆ ହେବ? କାରଣ ସେ ସାନ । 3. ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; ଏହା ହେବ ନାହିଁ, ଏହା ସଦାପ୍ରଭୁ କହନ୍ତି । 4. ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ଵାରା ବିବାଦ କରିବା ପାଇଁ ଆହ୍ଵାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା । 5. ଏପରି ସମୟରେ ମୁଁ କହିଲି, ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷା; ହୁଅ; ଯାକୁବ କିରୂପେ ଠିଆ ହେବ? କାରଣ ସେ ସାନ । 6. ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; ତାହା ମଧ୍ୟ ହେବ ନାହିଁ, ପ୍ରଭୁ ସଦାପ୍ରଭୁ ଏହା କହନ୍ତି । 7. ସେ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ଆପଣା ହସ୍ତରେ ଓଳମ ଘେନି ଓଳମ ଦ୍ଵାରା ନିର୍ମିତ ଏକ କାନ୍ଥ ନିକଟରେ ଠିଆ ହେଲେ । 8. ପୁଣି, ସଦାପ୍ରଭୁ ମୋତେ ପଚାରିଲେ, ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଗୋଟିଏ ଓଳମ । ତେବେ ପ୍ରଭୁ କହିଲେ, ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲର ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ; 9. ପୁଣି, ଇସ୍ହାକର ଉଚ୍ଚସ୍ଥଳୀସକଳ ଧ୍ଵଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ଉତ୍ସନ୍ନ ହେବ; ଆଉ ଆମ୍ଭେ ଖଡ଼୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା । 10. ଯେତେବେଳେ ବୈଥେଲ୍ର ଯାଜକ ଅମତ୍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, ଇସ୍ରାଏଲ-ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରା; କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ । 11. କାରଣ ଆମୋଷ ଏରୂପ କହୁଅଛନ୍ତି, ଯାରବୀୟାମ ଖଡ଼୍ଗରେ ହତ ହେବ ଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ । 12. ଆହୁରି, ଅମତ୍ସୀୟ ଆମୋଷଙ୍କୁ କହିଲା, ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର; 13. ମାତ୍ର ବୈଥେଲ୍ରେ ପୁନର୍ବାର ଆଉ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ କାରଣ ତାହା ରାଜାଙ୍କର ଧର୍ମଧାମ ଓ ତାହା ରାଜକୀୟ ଗୃହ ଅଟେ । 14. ତହିଁରେ ଆମୋଷ ଉତ୍ତର କରି ଅମତ୍ସୀୟକୁ କହିଲେ, ମୁଁ ଭବିଷ୍ୟଦ୍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍ବକ୍ତାର ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମିରି ବୃକ୍ଷର କୃଷକ ଥିଲିନ୍ତ 15. ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର । 16. ଏହେତୁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍ହାକ-ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ: ଣ ଯିହି. ୨୧:୨ 17. ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ର କନ୍ୟାଗଣ ଖଡ଼୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ରଜ୍ଜୁ ଦ୍ଵାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ ।
ଆମୋଷ ଅଧ୍ୟାୟ 1
ଆମୋଷ ଅଧ୍ୟାୟ 2
ଆମୋଷ ଅଧ୍ୟାୟ 3
ଆମୋଷ ଅଧ୍ୟାୟ 4
ଆମୋଷ ଅଧ୍ୟାୟ 5
ଆମୋଷ ଅଧ୍ୟାୟ 6
ଆମୋଷ ଅଧ୍ୟାୟ 7
ଆମୋଷ ଅଧ୍ୟାୟ 8
ଆମୋଷ ଅଧ୍ୟାୟ 9
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References