ଓଡିଆ ବାଇବଲ |
GNTTRP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯୋହନଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
15
1
2
3
4
5
6
7
8
9
10
11
12
13
14
15
16
17
18
19
20
21
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
ରେକର୍ଡଗୁଡିକ
ଯୋହନଲିଖିତ ସୁସମାଚାର 15:0 (05 58 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯୋହନଲିଖିତ ସୁସମାଚାର ଅଧ୍ୟାୟ 15
1
ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି ମୋହର ପିତା କୃଷକ ।
2
ମୋʼଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି ।
3
ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିଯୋଗୁ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ ।
4
ମୋʼଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି । ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼଠାରେ ନ ରହିଲେ ଫଳ ଫଳି ପାର ନାହିଁ ।
5
ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରି ପାର ନାହିଁ ।
6
କେହି ଯେବେ ମୋʼଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ ।
7
ଯଦି ତୁମ୍ଭେମାନେ ମୋʼଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ ।
8
ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ଵିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ ।
9
ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ ।
10
ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ ।
11
ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି ।
12
ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା ।
13
ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ ।
14
ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ ।
15
ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି ।
16
ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି । ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
17
ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସମସ୍ତ ଆଜ୍ଞା ଦେଉଅଛି ।
18
ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ ।
19
ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ସ୍ନେହ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ ।
20
ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର । ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ ।
21
କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହିସମସ୍ତ କରିବେ ।
22
ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହା-ହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରିପାରନ୍ତି ନାହିଁ ।
23
ଯେ ମୋତେ ଘୃଣା କରେ, ସେ ମୋର ପିତାଙ୍କୁ ମଧ୍ୟ ଘୃଣା କରେ ।
24
ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି ।
25
ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ, ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି ।
26
ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବହିର୍ଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;
27
ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ ।
ଯୋହନଲିଖିତ ସୁସମାଚାର 15
1. ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି ମୋହର ପିତା କୃଷକ । 2. ମୋʼଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି । 3. ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିଯୋଗୁ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ । 4. ମୋʼଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି । ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼଠାରେ ନ ରହିଲେ ଫଳ ଫଳି ପାର ନାହିଁ । 5. ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରି ପାର ନାହିଁ । 6. କେହି ଯେବେ ମୋʼଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ । 7. ଯଦି ତୁମ୍ଭେମାନେ ମୋʼଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ । 8. ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ଵିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ । 9. ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ । 10. ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ । 11. ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି । 12. ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା । 13. ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ । 14. ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ । 15. ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି । 16. ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି । ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ; 17. ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସମସ୍ତ ଆଜ୍ଞା ଦେଉଅଛି । 18. ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ । 19. ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ସ୍ନେହ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ । 20. ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର । ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ । 21. କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହିସମସ୍ତ କରିବେ । 22. ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହା-ହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରିପାରନ୍ତି ନାହିଁ । 23. ଯେ ମୋତେ ଘୃଣା କରେ, ସେ ମୋର ପିତାଙ୍କୁ ମଧ୍ୟ ଘୃଣା କରେ । 24. ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି । 25. ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ, ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି । 26. ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବହିର୍ଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ; 27. ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ ।
ଯୋହନଲିଖିତ ସୁସମାଚାର ଅଧ୍ୟାୟ 1
ଯୋହନଲିଖିତ ସୁସମାଚାର ଅଧ୍ୟାୟ 2
ଯୋହନଲିଖିତ ସୁସମାଚାର ଅଧ୍ୟାୟ 3
ଯୋହନଲିଖିତ ସୁସମାଚାର ଅଧ୍ୟାୟ 4
ଯୋହନଲିଖିତ ସୁସମାଚାର ଅଧ୍ୟାୟ 5
ଯୋହନଲିଖିତ ସୁସମାଚାର ଅଧ୍ୟାୟ 6
ଯୋହନଲିଖିତ ସୁସମାଚାର ଅଧ୍ୟାୟ 7
ଯୋହନଲିଖିତ ସୁସମାଚାର ଅଧ୍ୟାୟ 8
ଯୋହନଲିଖିତ ସୁସମାଚାର ଅଧ୍ୟାୟ 9
ଯୋହନଲିଖିତ ସୁସମାଚାର ଅଧ୍ୟାୟ 10
ଯୋହନଲିଖିତ ସୁସମାଚାର ଅଧ୍ୟାୟ 11
ଯୋହନଲିଖିତ ସୁସମାଚାର ଅଧ୍ୟାୟ 12
ଯୋହନଲିଖିତ ସୁସମାଚାର ଅଧ୍ୟାୟ 13
ଯୋହନଲିଖିତ ସୁସମାଚାର ଅଧ୍ୟାୟ 14
ଯୋହନଲିଖିତ ସୁସମାଚାର ଅଧ୍ୟାୟ 15
ଯୋହନଲିଖିତ ସୁସମାଚାର ଅଧ୍ୟାୟ 16
ଯୋହନଲିଖିତ ସୁସମାଚାର ଅଧ୍ୟାୟ 17
ଯୋହନଲିଖିତ ସୁସମାଚାର ଅଧ୍ୟାୟ 18
ଯୋହନଲିଖିତ ସୁସମାଚାର ଅଧ୍ୟାୟ 19
ଯୋହନଲିଖିତ ସୁସମାଚାର ଅଧ୍ୟାୟ 20
ଯୋହନଲିଖିତ ସୁସମାଚାର ଅଧ୍ୟାୟ 21
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References