ଓଡିଆ ବାଇବଲ |
GNTTRP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଲୂକଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
2
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
ରେକର୍ଡଗୁଡିକ
ଆଦି ପୁସ୍ତକ 12:154 (10 52 am)
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:5 (10 52 am)
ଲୂକଲିଖିତ ସୁସମାଚାର 2:0 (10 52 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଲୂକଲିଖିତ ସୁସମାଚାର ଅଧ୍ୟାୟ 2
1
ସେସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା ।
2
ସୁରିଆର ଶାସନକର୍ତ୍ତା କ୍ଵିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ନାମ ଲେଖା ହୋଇଥିଲା ।
3
ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ ।
4
ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରରୁ ଯିହୁଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
5
ତାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ ।
6
ସେମାନେ ସେହି ସ୍ଥାନରେ ଥିବା ସମୟରେ ତାଙ୍କର ପ୍ରସବକାଳ ଉପସ୍ଥିତ ହେଲା,
7
ପୁଣି ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ତରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା ।
8
ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ପଲ ଜଗୁଥିଲେ ।
9
ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କ ଚତୁର୍ଦ୍ଦିଗରେ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ ।
10
ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟ; ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
11
କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ, ।
12
ଆଉ, ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ଵରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ତରେ ଶୋଇଥିବାର ଦେଖିବ ।
13
ପୁଣି, ଅକସ୍ମାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ଵର୍ଗୀୟ ବାହିନୀର ଗୋଟିଏ ବୃହତ୍ ଦଳ ଉପସ୍ଥିତ ହୋଇ ଈଶ୍ଵରଙ୍କ ସ୍ତବଗାନ କରୁ କରୁ କହିଲେ,
14
ଊର୍ଦ୍ଧ୍ଵଲୋକରେ ଈଶ୍ଵରଙ୍କ ମହିମା, ପୁଣି ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି ।
15
ଦୂତମାନେ ସେମାନଙ୍କଠାରୁ ସ୍ଵର୍ଗକୁ ପ୍ରସ୍ଥାନ କଲା ଉତ୍ତାରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା ।
16
ଏଥିରେ ସେମାନେ ଶୀଘ୍ର ଯାଇ ଅନ୍ଵେଷଣ କରି ମରୀୟମ ଓ ଯୋଷେଫଙ୍କୁ, ପୁଣି ଗୁହାଳକୁଣ୍ତରେ ଶିଶୁଙ୍କୁ ଶୋଇଥିବା ଦେଖିଲେ ।
17
ସେମାନେ ଏହା ଦେଖି ସେହି ଶିଶୁଙ୍କ ସମ୍ଵନ୍ଧରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,
18
ପୁଣି ଯେତେ ଲୋକ ମେଷପାଳକମାନଙ୍କଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେଥିରେ ଚମତ୍କୃତ ହେଲେ ।
19
କିନ୍ତୁ ମରୀୟମ ଏହିସମସ୍ତ କଥା ହୃଦୟରେ ରଖି ଆନ୍ଦୋଳନ କରିବାକୁ ଲାଗିଲେ ।
20
ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେସମସ୍ତ ସକାଶେ ଈଶ୍ଵରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ବାହୁଡ଼ିଗଲେ ।
21
ତାହାଙ୍କୁ ସୁନ୍ନତ କରିବା ସକାଶେ ଅଷ୍ଟମ ଦିନ ଉପସ୍ଥିତ ହୁଅନ୍ତେ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ଵାରା ଦିଆଯାଇଥିଲା ।
22
ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେମାନଙ୍କର ଶୁଚି ହେବା ସମୟ ପୂର୍ଣ୍ଣ ହେଲା,
23
ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁଂସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବ,
24
ପ୍ରଭୁଙ୍କ ବ୍ୟବସ୍ଥାଶାସ୍ତ୍ରରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାଶାସ୍ତ୍ରରେ ଉଲ୍ଲିଖିତ ଉକ୍ତି ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମକୁ ଘେନିଗଲେ ।
25
ଆଉ ଦେଖ, ଯିରୂଶାଲମରେ ଶିମୀୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ଵନା ଅପେକ୍ଷା କରୁଥିଲେ, ପୁଣି ପବିତ୍ର ଆତ୍ମା ତାଙ୍କଠାରେ ଅଧିଷ୍ଠାନ କରିଥିଲେ ।
26
ପ୍ରଭୁଙ୍କ ଅଭିଷିକ୍ତଙ୍କର ଦର୍ଶନ ନ ପାଇଲେ ତାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ଵାରା ତାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା ।
27
ସେ ଆତ୍ମାଙ୍କ ଦ୍ଵାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ବ୍ୟବସ୍ଥାର ବିଧି ଅନୁଯାୟୀ କ୍ରିୟା କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,
28
ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ଵରଙ୍କ ସ୍ତବ କରି କହିଲେ,
29
ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ପ୍ରସ୍ଥାନ କରିବାକୁ ଦେଉଅଛ;
30
କାରଣ ମୋହର ନେତ୍ର ତୁମ୍ଭର ପରିତ୍ରାଣ ଦେଖିଅଛି,
31
ଯାହା ତୁମ୍ଭେ ସମସ୍ତ ଲୋକଙ୍କ ସମ୍ମୁଖରେ ପ୍ରସ୍ତୁତ କରି,
32
ବିଜାତିମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଜ୍ୟୋତିଃ, ପୁଣି ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ଵରୂପ କରିଅଛ ।
33
ତାହାଙ୍କ ସମ୍ଵନ୍ଧୀୟ କଥିତ ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ ।
34
ଆଉ, ଶିମୀୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବ ପ୍ରକାଶିତ ହୁଏ,
35
ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ ।
36
ଆଉ, ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର୍ ବଂଶଜ ଫିନୂୟେଲଙ୍କ କନ୍ୟା । ତାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ଵାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ ।
37
ସେ ମନ୍ଦିର ପରିତ୍ୟାଗ ନ କରି ଉପବାସ ଓ ନିବେଦନ ସହ ଦିବାରାତ୍ର ଉପାସନା କରୁଥିଲେ ।
38
ସେହି ଦଣ୍ତରେ ସେ ଉପସ୍ଥିତ ହୋଇ ଈଶ୍ଵରଙ୍କର ସ୍ତୁତିବାଦ କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ ।
39
ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କ୍ରିୟା ସମ୍ପନ୍ନ କରି ଗାଲିଲୀକି, ନିଜ ନଗର ନାଜରିତକୁ ବାହୁଡ଼ିଗଲେ ।
40
ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି ଈଶ୍ଵରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା ।
41
ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମକୁ ଯାଉଥିଲେ ।
42
ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ ।
43
ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ବାହୁଡ଼ି ଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ ।
44
କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି ଆତ୍ମୀୟ ଓ ପରିଚିତ ଲୋକମାନଙ୍କ ମଧ୍ୟରେ ତାହାଙ୍କର ଅନ୍ଵେଷଣ କରିବାକୁ ଲାଗିଲେ,
45
ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଲେଉଟିଗଲେ ।
46
ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ତିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ ।
47
ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଵିତ ହେଉଥିଲେ ।
48
ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ଵିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ କାତର ହୋଇ ତୋତେ ଖୋଜୁଅଛୁ ।
49
ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ?
50
କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ ।
51
ପରେ ସେ ସେମାନଙ୍କ ସାଙ୍ଗରେ ବାହୁଡ଼ି ନାଜରିତକୁ ଆସିଲେ ଓ ସେମାନଙ୍କର ବଶୀଭୂତ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହିସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ ।
52
ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି ଈଶ୍ଵରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ ।
ଲୂକଲିଖିତ ସୁସମାଚାର 2
1. ସେସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା । 2. ସୁରିଆର ଶାସନକର୍ତ୍ତା କ୍ଵିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ନାମ ଲେଖା ହୋଇଥିଲା । 3. ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ । 4. ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରରୁ ଯିହୁଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ; 5. ତାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ । 6. ସେମାନେ ସେହି ସ୍ଥାନରେ ଥିବା ସମୟରେ ତାଙ୍କର ପ୍ରସବକାଳ ଉପସ୍ଥିତ ହେଲା, 7. ପୁଣି ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ତରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା । 8. ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ପଲ ଜଗୁଥିଲେ । 9. ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କ ଚତୁର୍ଦ୍ଦିଗରେ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ । 10. ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟ; ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି, 11. କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ, । 12. ଆଉ, ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ଵରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ତରେ ଶୋଇଥିବାର ଦେଖିବ । 13. ପୁଣି, ଅକସ୍ମାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ଵର୍ଗୀୟ ବାହିନୀର ଗୋଟିଏ ବୃହତ୍ ଦଳ ଉପସ୍ଥିତ ହୋଇ ଈଶ୍ଵରଙ୍କ ସ୍ତବଗାନ କରୁ କରୁ କହିଲେ, 14. ଊର୍ଦ୍ଧ୍ଵଲୋକରେ ଈଶ୍ଵରଙ୍କ ମହିମା, ପୁଣି ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି । 15. ଦୂତମାନେ ସେମାନଙ୍କଠାରୁ ସ୍ଵର୍ଗକୁ ପ୍ରସ୍ଥାନ କଲା ଉତ୍ତାରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା । 16. ଏଥିରେ ସେମାନେ ଶୀଘ୍ର ଯାଇ ଅନ୍ଵେଷଣ କରି ମରୀୟମ ଓ ଯୋଷେଫଙ୍କୁ, ପୁଣି ଗୁହାଳକୁଣ୍ତରେ ଶିଶୁଙ୍କୁ ଶୋଇଥିବା ଦେଖିଲେ । 17. ସେମାନେ ଏହା ଦେଖି ସେହି ଶିଶୁଙ୍କ ସମ୍ଵନ୍ଧରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ, 18. ପୁଣି ଯେତେ ଲୋକ ମେଷପାଳକମାନଙ୍କଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେଥିରେ ଚମତ୍କୃତ ହେଲେ । 19. କିନ୍ତୁ ମରୀୟମ ଏହିସମସ୍ତ କଥା ହୃଦୟରେ ରଖି ଆନ୍ଦୋଳନ କରିବାକୁ ଲାଗିଲେ । 20. ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେସମସ୍ତ ସକାଶେ ଈଶ୍ଵରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ବାହୁଡ଼ିଗଲେ । 21. ତାହାଙ୍କୁ ସୁନ୍ନତ କରିବା ସକାଶେ ଅଷ୍ଟମ ଦିନ ଉପସ୍ଥିତ ହୁଅନ୍ତେ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ଵାରା ଦିଆଯାଇଥିଲା । 22. ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେମାନଙ୍କର ଶୁଚି ହେବା ସମୟ ପୂର୍ଣ୍ଣ ହେଲା, 23. ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁଂସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବ, 24. ପ୍ରଭୁଙ୍କ ବ୍ୟବସ୍ଥାଶାସ୍ତ୍ରରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାଶାସ୍ତ୍ରରେ ଉଲ୍ଲିଖିତ ଉକ୍ତି ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମକୁ ଘେନିଗଲେ । 25. ଆଉ ଦେଖ, ଯିରୂଶାଲମରେ ଶିମୀୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ଵନା ଅପେକ୍ଷା କରୁଥିଲେ, ପୁଣି ପବିତ୍ର ଆତ୍ମା ତାଙ୍କଠାରେ ଅଧିଷ୍ଠାନ କରିଥିଲେ । 26. ପ୍ରଭୁଙ୍କ ଅଭିଷିକ୍ତଙ୍କର ଦର୍ଶନ ନ ପାଇଲେ ତାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ଵାରା ତାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା । 27. ସେ ଆତ୍ମାଙ୍କ ଦ୍ଵାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ବ୍ୟବସ୍ଥାର ବିଧି ଅନୁଯାୟୀ କ୍ରିୟା କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ, 28. ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ଵରଙ୍କ ସ୍ତବ କରି କହିଲେ, 29. ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ପ୍ରସ୍ଥାନ କରିବାକୁ ଦେଉଅଛ; 30. କାରଣ ମୋହର ନେତ୍ର ତୁମ୍ଭର ପରିତ୍ରାଣ ଦେଖିଅଛି, 31. ଯାହା ତୁମ୍ଭେ ସମସ୍ତ ଲୋକଙ୍କ ସମ୍ମୁଖରେ ପ୍ରସ୍ତୁତ କରି, 32. ବିଜାତିମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଜ୍ୟୋତିଃ, ପୁଣି ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ଵରୂପ କରିଅଛ । 33. ତାହାଙ୍କ ସମ୍ଵନ୍ଧୀୟ କଥିତ ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ । 34. ଆଉ, ଶିମୀୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବ ପ୍ରକାଶିତ ହୁଏ, 35. ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ । 36. ଆଉ, ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର୍ ବଂଶଜ ଫିନୂୟେଲଙ୍କ କନ୍ୟା । ତାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ଵାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ । 37. ସେ ମନ୍ଦିର ପରିତ୍ୟାଗ ନ କରି ଉପବାସ ଓ ନିବେଦନ ସହ ଦିବାରାତ୍ର ଉପାସନା କରୁଥିଲେ । 38. ସେହି ଦଣ୍ତରେ ସେ ଉପସ୍ଥିତ ହୋଇ ଈଶ୍ଵରଙ୍କର ସ୍ତୁତିବାଦ କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ । 39. ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କ୍ରିୟା ସମ୍ପନ୍ନ କରି ଗାଲିଲୀକି, ନିଜ ନଗର ନାଜରିତକୁ ବାହୁଡ଼ିଗଲେ । 40. ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି ଈଶ୍ଵରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା । 41. ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମକୁ ଯାଉଥିଲେ । 42. ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ । 43. ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ବାହୁଡ଼ି ଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ । 44. କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି ଆତ୍ମୀୟ ଓ ପରିଚିତ ଲୋକମାନଙ୍କ ମଧ୍ୟରେ ତାହାଙ୍କର ଅନ୍ଵେଷଣ କରିବାକୁ ଲାଗିଲେ, 45. ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଲେଉଟିଗଲେ । 46. ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ତିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ । 47. ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଵିତ ହେଉଥିଲେ । 48. ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ଵିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ କାତର ହୋଇ ତୋତେ ଖୋଜୁଅଛୁ । 49. ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ? 50. କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ । 51. ପରେ ସେ ସେମାନଙ୍କ ସାଙ୍ଗରେ ବାହୁଡ଼ି ନାଜରିତକୁ ଆସିଲେ ଓ ସେମାନଙ୍କର ବଶୀଭୂତ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହିସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ । 52. ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି ଈଶ୍ଵରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ ।
ଲୂକଲିଖିତ ସୁସମାଚାର ଅଧ୍ୟାୟ 1
ଲୂକଲିଖିତ ସୁସମାଚାର ଅଧ୍ୟାୟ 2
ଲୂକଲିଖିତ ସୁସମାଚାର ଅଧ୍ୟାୟ 3
ଲୂକଲିଖିତ ସୁସମାଚାର ଅଧ୍ୟାୟ 4
ଲୂକଲିଖିତ ସୁସମାଚାର ଅଧ୍ୟାୟ 5
ଲୂକଲିଖିତ ସୁସମାଚାର ଅଧ୍ୟାୟ 6
ଲୂକଲିଖିତ ସୁସମାଚାର ଅଧ୍ୟାୟ 7
ଲୂକଲିଖିତ ସୁସମାଚାର ଅଧ୍ୟାୟ 8
ଲୂକଲିଖିତ ସୁସମାଚାର ଅଧ୍ୟାୟ 9
ଲୂକଲିଖିତ ସୁସମାଚାର ଅଧ୍ୟାୟ 10
ଲୂକଲିଖିତ ସୁସମାଚାର ଅଧ୍ୟାୟ 11
ଲୂକଲିଖିତ ସୁସମାଚାର ଅଧ୍ୟାୟ 12
ଲୂକଲିଖିତ ସୁସମାଚାର ଅଧ୍ୟାୟ 13
ଲୂକଲିଖିତ ସୁସମାଚାର ଅଧ୍ୟାୟ 14
ଲୂକଲିଖିତ ସୁସମାଚାର ଅଧ୍ୟାୟ 15
ଲୂକଲିଖିତ ସୁସମାଚାର ଅଧ୍ୟାୟ 16
ଲୂକଲିଖିତ ସୁସମାଚାର ଅଧ୍ୟାୟ 17
ଲୂକଲିଖିତ ସୁସମାଚାର ଅଧ୍ୟାୟ 18
ଲୂକଲିଖିତ ସୁସମାଚାର ଅଧ୍ୟାୟ 19
ଲୂକଲିଖିତ ସୁସମାଚାର ଅଧ୍ୟାୟ 20
ଲୂକଲିଖିତ ସୁସମାଚାର ଅଧ୍ୟାୟ 21
ଲୂକଲିଖିତ ସୁସମାଚାର ଅଧ୍ୟାୟ 22
ଲୂକଲିଖିତ ସୁସମାଚାର ଅଧ୍ୟାୟ 23
ଲୂକଲିଖିତ ସୁସମାଚାର ଅଧ୍ୟାୟ 24
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References