ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 59

1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ । ହେ ମୋହର ପରମେଶ୍ଵର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର । 2 ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର । 3 କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ । 4 ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର । 5 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ । [ସେଲା 6 ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶଦ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି । 7 ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ଼୍‍ଗ ଥାଏ; କାରଣ କିଏ ଶୁଣିବ? ଏହା ସେମାନେ କହନ୍ତି, 8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ । 9 ହେ ମୋହର ବଳ ସ୍ଵରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ଵର ମୋହର ଉଚ୍ଚ ଦୁର୍ଗ ଅଟନ୍ତି । 10 ମୋହର ଦୟାବାନ ପରମେଶ୍ଵର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ଵର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ । 11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ଵରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର । 12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ । 13 ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ଵର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରା; ପର୍ଯ୍ୟନ୍ତ କର୍ତ୍ତୃତ୍ଵ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ । [ସେଲା 14 ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍କୁର ପରି ଶଦ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ । 15 ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ । ପୁଣି, ସେମାନେ ତୃପ୍ତ ନୋହିଲେ ରାତ୍ରିଯାକ ରହିବେ । 16 ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ଵରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ଵରୂପ ହୋଇଅଛ । 17 ହେ ମୋହର ବଳ ସ୍ଵରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ଵର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ଵର ।
1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ । ହେ ମୋହର ପରମେଶ୍ଵର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର । .::. 2 ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର । .::. 3 କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ । .::. 4 ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର । .::. 5 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ । [ସେଲା .::. 6 ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶଦ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି । .::. 7 ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ଼୍‍ଗ ଥାଏ; କାରଣ କିଏ ଶୁଣିବ? ଏହା ସେମାନେ କହନ୍ତି, .::. 8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ । .::. 9 ହେ ମୋହର ବଳ ସ୍ଵରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ଵର ମୋହର ଉଚ୍ଚ ଦୁର୍ଗ ଅଟନ୍ତି । .::. 10 ମୋହର ଦୟାବାନ ପରମେଶ୍ଵର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ଵର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ । .::. 11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ଵରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର । .::. 12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ । .::. 13 ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ଵର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରା; ପର୍ଯ୍ୟନ୍ତ କର୍ତ୍ତୃତ୍ଵ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ । [ସେଲା .::. 14 ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍କୁର ପରି ଶଦ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ । .::. 15 ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ । ପୁଣି, ସେମାନେ ତୃପ୍ତ ନୋହିଲେ ରାତ୍ରିଯାକ ରହିବେ । .::. 16 ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ଵରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ଵରୂପ ହୋଇଅଛ । .::. 17 ହେ ମୋହର ବଳ ସ୍ଵରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ଵର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ଵର । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References