ଓଡିଆ ବାଇବଲ |
GNTWHRP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିଶାଇୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
59
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
ରେକର୍ଡଗୁଡିକ
ଯିଶାଇୟ 45:0 (03 34 pm)
ଯିଶାଇୟ 59:0 (03 34 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିଶାଇୟ ଅଧ୍ୟାୟ 59
1
ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ ।
2
ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ ।
3
କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭମାନଙ୍କ ଅଙ୍ଗୁଳିସବୁ ଅପରାଧରେ ଅଶୁଚି ହୋଇଅଛି; ତୁମ୍ଭମାନଙ୍କର ଓଷ୍ଠାଧର ମିଥ୍ୟା କହିଅଛି, ତୁମ୍ଭମାନଙ୍କର ଜିହ୍ଵା ଦୁଷ୍ଟତା ବକେ ।
4
କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି ।
5
ସେମାନେ କାଳସର୍ପର ଡିମ୍ଵ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ଵ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ ।
6
ସେମାନଙ୍କର ଜାଲ-ବସ୍ତ୍ର ହେବ ନାହିଁ, କିଅବା ସେମାନେ ଆପଣା କର୍ମରେ ଆପଣାମାନଙ୍କୁ ଆଚ୍ଛାଦନ କରିବେ ନାହିଁ; ସେମାନଙ୍କର କର୍ମସବୁ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ଦୌରାତ୍ମ୍ୟର କାର୍ଯ୍ୟ ଥାଏ ।
7
ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା⇧; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ ।
8
ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ ।
9
ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ ।
10
ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ତି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ତି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ ।
11
ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି । ଯିହି. ୭:୧୬
12
କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;
13
ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ଵୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ ।
14
ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ ।
15
ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟ ସ୍ଵରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ ।
16
ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା⇧ ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା ।
17
ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍ଯୋଗରୂପ ବସ୍ତ୍ର ପିନ୍ଧିଲେ ।
18
ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ତ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ଵୀପସମୂହକୁ ପ୍ରତିଫଳ ଦାନ କରିବେ ।
19
ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ଵାସରେ ଚାଳିତ ପ୍ରବଳ ସ୍ରୋତପରି ସେ ମାଡ଼ି ଆସିବେ ।
20
ପୁଣି, ସଦାପ୍ରଭୁ କହନ୍ତି, ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ ।
21
ନିଜ ବିଷୟରେ ସଦାପ୍ରଭୁ କହନ୍ତି, ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନ; କାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ, ଏହା ସଦାପ୍ରଭୁ କହନ୍ତି ।
ଯିଶାଇୟ 59
1. ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ । 2. ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ । 3. କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭମାନଙ୍କ ଅଙ୍ଗୁଳିସବୁ ଅପରାଧରେ ଅଶୁଚି ହୋଇଅଛି; ତୁମ୍ଭମାନଙ୍କର ଓଷ୍ଠାଧର ମିଥ୍ୟା କହିଅଛି, ତୁମ୍ଭମାନଙ୍କର ଜିହ୍ଵା ଦୁଷ୍ଟତା ବକେ । 4. କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି । 5. ସେମାନେ କାଳସର୍ପର ଡିମ୍ଵ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ଵ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ । 6. ସେମାନଙ୍କର ଜାଲ-ବସ୍ତ୍ର ହେବ ନାହିଁ, କିଅବା ସେମାନେ ଆପଣା କର୍ମରେ ଆପଣାମାନଙ୍କୁ ଆଚ୍ଛାଦନ କରିବେ ନାହିଁ; ସେମାନଙ୍କର କର୍ମସବୁ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ଦୌରାତ୍ମ୍ୟର କାର୍ଯ୍ୟ ଥାଏ । 7. ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା⇧; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ । 8. ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ । 9. ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ । 10. ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ତି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ତି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ । 11. ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି । ଯିହି. ୭:୧୬ 12. କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ; 13. ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ଵୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ । 14. ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ । 15. ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟ ସ୍ଵରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ । 16. ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା⇧ ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା । 17. ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍ଯୋଗରୂପ ବସ୍ତ୍ର ପିନ୍ଧିଲେ । 18. ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ତ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ଵୀପସମୂହକୁ ପ୍ରତିଫଳ ଦାନ କରିବେ । 19. ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ଵାସରେ ଚାଳିତ ପ୍ରବଳ ସ୍ରୋତପରି ସେ ମାଡ଼ି ଆସିବେ । 20. ପୁଣି, ସଦାପ୍ରଭୁ କହନ୍ତି, ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ । 21. ନିଜ ବିଷୟରେ ସଦାପ୍ରଭୁ କହନ୍ତି, ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନ; କାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ, ଏହା ସଦାପ୍ରଭୁ କହନ୍ତି ।
ଯିଶାଇୟ ଅଧ୍ୟାୟ 1
ଯିଶାଇୟ ଅଧ୍ୟାୟ 2
ଯିଶାଇୟ ଅଧ୍ୟାୟ 3
ଯିଶାଇୟ ଅଧ୍ୟାୟ 4
ଯିଶାଇୟ ଅଧ୍ୟାୟ 5
ଯିଶାଇୟ ଅଧ୍ୟାୟ 6
ଯିଶାଇୟ ଅଧ୍ୟାୟ 7
ଯିଶାଇୟ ଅଧ୍ୟାୟ 8
ଯିଶାଇୟ ଅଧ୍ୟାୟ 9
ଯିଶାଇୟ ଅଧ୍ୟାୟ 10
ଯିଶାଇୟ ଅଧ୍ୟାୟ 11
ଯିଶାଇୟ ଅଧ୍ୟାୟ 12
ଯିଶାଇୟ ଅଧ୍ୟାୟ 13
ଯିଶାଇୟ ଅଧ୍ୟାୟ 14
ଯିଶାଇୟ ଅଧ୍ୟାୟ 15
ଯିଶାଇୟ ଅଧ୍ୟାୟ 16
ଯିଶାଇୟ ଅଧ୍ୟାୟ 17
ଯିଶାଇୟ ଅଧ୍ୟାୟ 18
ଯିଶାଇୟ ଅଧ୍ୟାୟ 19
ଯିଶାଇୟ ଅଧ୍ୟାୟ 20
ଯିଶାଇୟ ଅଧ୍ୟାୟ 21
ଯିଶାଇୟ ଅଧ୍ୟାୟ 22
ଯିଶାଇୟ ଅଧ୍ୟାୟ 23
ଯିଶାଇୟ ଅଧ୍ୟାୟ 24
ଯିଶାଇୟ ଅଧ୍ୟାୟ 25
ଯିଶାଇୟ ଅଧ୍ୟାୟ 26
ଯିଶାଇୟ ଅଧ୍ୟାୟ 27
ଯିଶାଇୟ ଅଧ୍ୟାୟ 28
ଯିଶାଇୟ ଅଧ୍ୟାୟ 29
ଯିଶାଇୟ ଅଧ୍ୟାୟ 30
ଯିଶାଇୟ ଅଧ୍ୟାୟ 31
ଯିଶାଇୟ ଅଧ୍ୟାୟ 32
ଯିଶାଇୟ ଅଧ୍ୟାୟ 33
ଯିଶାଇୟ ଅଧ୍ୟାୟ 34
ଯିଶାଇୟ ଅଧ୍ୟାୟ 35
ଯିଶାଇୟ ଅଧ୍ୟାୟ 36
ଯିଶାଇୟ ଅଧ୍ୟାୟ 37
ଯିଶାଇୟ ଅଧ୍ୟାୟ 38
ଯିଶାଇୟ ଅଧ୍ୟାୟ 39
ଯିଶାଇୟ ଅଧ୍ୟାୟ 40
ଯିଶାଇୟ ଅଧ୍ୟାୟ 41
ଯିଶାଇୟ ଅଧ୍ୟାୟ 42
ଯିଶାଇୟ ଅଧ୍ୟାୟ 43
ଯିଶାଇୟ ଅଧ୍ୟାୟ 44
ଯିଶାଇୟ ଅଧ୍ୟାୟ 45
ଯିଶାଇୟ ଅଧ୍ୟାୟ 46
ଯିଶାଇୟ ଅଧ୍ୟାୟ 47
ଯିଶାଇୟ ଅଧ୍ୟାୟ 48
ଯିଶାଇୟ ଅଧ୍ୟାୟ 49
ଯିଶାଇୟ ଅଧ୍ୟାୟ 50
ଯିଶାଇୟ ଅଧ୍ୟାୟ 51
ଯିଶାଇୟ ଅଧ୍ୟାୟ 52
ଯିଶାଇୟ ଅଧ୍ୟାୟ 53
ଯିଶାଇୟ ଅଧ୍ୟାୟ 54
ଯିଶାଇୟ ଅଧ୍ୟାୟ 55
ଯିଶାଇୟ ଅଧ୍ୟାୟ 56
ଯିଶାଇୟ ଅଧ୍ୟାୟ 57
ଯିଶାଇୟ ଅଧ୍ୟାୟ 58
ଯିଶାଇୟ ଅଧ୍ୟାୟ 59
ଯିଶାଇୟ ଅଧ୍ୟାୟ 60
ଯିଶାଇୟ ଅଧ୍ୟାୟ 61
ଯିଶାଇୟ ଅଧ୍ୟାୟ 62
ଯିଶାଇୟ ଅଧ୍ୟାୟ 63
ଯିଶାଇୟ ଅଧ୍ୟାୟ 64
ଯିଶାଇୟ ଅଧ୍ୟାୟ 65
ଯିଶାଇୟ ଅଧ୍ୟାୟ 66
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References