ଓଡିଆ ବାଇବଲ |
GUV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିଶାଇୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
10
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
ରେକର୍ଡଗୁଡିକ
ଗଣନା ପୁସ୍ତକ 8:88 (09 32 am)
ଯିଶାଇୟ 10:0 (09 32 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିଶାଇୟ ଅଧ୍ୟାୟ 10
1
ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର!
2
ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟଦ୍ରବ୍ୟ ସ୍ଵରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ଵରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟ-ବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି ।
3
ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?
4
ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
5
ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ତ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି ।
6
ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା ।
7
ତଥାପି ତାହାର ଅଭିପ୍ରାୟ ସେପରି ନୁହେଁ, କିଅବା ତାହାର ହୃଦୟ ସେପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି ।
8
କାରଣ ସେ କହେ, ଆମ୍ଭର ଅଧିପତିଗଣ ସମସ୍ତେ କି ରାଜା ନୁହନ୍ତି?
9
କଲ୍ନୋ କି କର୍କମୀଶ୍ର ତୁଲ୍ୟ ନୁହେଁ? ହମାତ୍ କି ଅର୍ପଦର ତୁଲ୍ୟ ନୁହେଁ? ଶମରୀୟା କି ଦାମାସ୍କସ୍ ତୁଲ୍ୟ ନୁହେଁ?
10
ଯେଉଁ ପ୍ରତିମାଗଣର ରାଜ୍ୟସକଳର ଖୋଦିତ ମୂର୍ତ୍ତିସମୂହ, ଯିରୂଶାଲମର ଓ ଶମରୀୟାର ମୂର୍ତ୍ତିଗଣ ଅପେକ୍ଷା ଶ୍ରେଷ୍ଠ, ସେସବୁ ରାଜ୍ୟ ଆମ୍ଭର ହସ୍ତଗତ ହୋଇଅଛି;
11
ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କʼଣ ସେପରି କରିବା ନାହିଁ?
12
ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ଵରର ପ୍ରତିଫଳ ଦେବା।
13
କାରଣ ସେ କହିଅଛି, ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ଵାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;
14
ପୁଣି, ମୋହର ହସ୍ତ ନାନା ଗୋଷ୍ଠୀର ଧନ ପକ୍ଷୀର ବସା ତୁଲ୍ୟ ପ୍ରାପ୍ତ ହୋଇଅଛି ଓ କେହି ଯେପରି ତ୍ୟକ୍ତ ଡିମ୍ଵ ସଂଗ୍ରହ କରେ, ସେପରି ମୁଁ ସମୁଦାୟ ପୃଥିବୀକି ସଂଗ୍ରହ କରିଅଛି; ଆଉ, ପକ୍ଷ ହଲାଇବାକୁ କିଅବା ଚଞ୍ଚୁ ଫିଟାଇବାକୁ ଅବା ଚିଁ ଚିଁ ଶଦ୍ଦ କରିବାକୁ କେହି ନ ଥିଲା ।
15
କୁହ୍ରାଡ଼ି କʼଣ ତଦ୍ଦ୍ଵାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବଣ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ତ ଉଠାନ୍ତି, ଦଣ୍ତ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?
16
ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ ।
17
ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ଵରୂପ ହେବ ଓ ତାହାର ଧର୍ମସ୍ଵରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ଵଳି ଏକ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ ।
18
ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ଵଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେପରି ହେବ ।
19
ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ ।
20
ପୁଣି, ସେଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ଵରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ ।
21
ଅବଶିଷ୍ଟାଂଶ, ଅର୍ଥାତ୍, ଯାକୁବର ଅବଶିଷ୍ଟାଂଶ, ପରାକ୍ରା; ପରମେଶ୍ଵରଙ୍କ ନିକଟକୁ ଫେରି ଆସିବେ ।
22
କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ଵରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି ।
23
ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ ।
24
ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ତାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ ।
25
କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ ।
26
ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ତ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ ।
27
ପୁଣି, ସେଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ ।
28
ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟ ଦେଇ ଯାଇଅଛି; ସେ ମିକ୍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;
29
ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି ।
30
ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶଦ୍ଦ କର, ହେ ଲୟିଶ୍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍,
31
ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି ।
32
ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି ।
33
ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ ।
34
ସେ ଲୌହ ଦ୍ଵାରା ବନର ନିବିଡ଼ ସ୍ଥାନସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ଵାରା ଲିବାନୋନ ନିପାତିତ ହେବ ।
ଯିଶାଇୟ 10
1. ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର! 2. ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟଦ୍ରବ୍ୟ ସ୍ଵରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ଵରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟ-ବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି । 3. ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ? 4. ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। 5. ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ତ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି । 6. ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା । 7. ତଥାପି ତାହାର ଅଭିପ୍ରାୟ ସେପରି ନୁହେଁ, କିଅବା ତାହାର ହୃଦୟ ସେପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି । 8. କାରଣ ସେ କହେ, ଆମ୍ଭର ଅଧିପତିଗଣ ସମସ୍ତେ କି ରାଜା ନୁହନ୍ତି? 9. କଲ୍ନୋ କି କର୍କମୀଶ୍ର ତୁଲ୍ୟ ନୁହେଁ? ହମାତ୍ କି ଅର୍ପଦର ତୁଲ୍ୟ ନୁହେଁ? ଶମରୀୟା କି ଦାମାସ୍କସ୍ ତୁଲ୍ୟ ନୁହେଁ? 10. ଯେଉଁ ପ୍ରତିମାଗଣର ରାଜ୍ୟସକଳର ଖୋଦିତ ମୂର୍ତ୍ତିସମୂହ, ଯିରୂଶାଲମର ଓ ଶମରୀୟାର ମୂର୍ତ୍ତିଗଣ ଅପେକ୍ଷା ଶ୍ରେଷ୍ଠ, ସେସବୁ ରାଜ୍ୟ ଆମ୍ଭର ହସ୍ତଗତ ହୋଇଅଛି; 11. ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କʼଣ ସେପରି କରିବା ନାହିଁ? 12. ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ଵରର ପ୍ରତିଫଳ ଦେବା। 13. କାରଣ ସେ କହିଅଛି, ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ଵାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି; 14. ପୁଣି, ମୋହର ହସ୍ତ ନାନା ଗୋଷ୍ଠୀର ଧନ ପକ୍ଷୀର ବସା ତୁଲ୍ୟ ପ୍ରାପ୍ତ ହୋଇଅଛି ଓ କେହି ଯେପରି ତ୍ୟକ୍ତ ଡିମ୍ଵ ସଂଗ୍ରହ କରେ, ସେପରି ମୁଁ ସମୁଦାୟ ପୃଥିବୀକି ସଂଗ୍ରହ କରିଅଛି; ଆଉ, ପକ୍ଷ ହଲାଇବାକୁ କିଅବା ଚଞ୍ଚୁ ଫିଟାଇବାକୁ ଅବା ଚିଁ ଚିଁ ଶଦ୍ଦ କରିବାକୁ କେହି ନ ଥିଲା । 15. କୁହ୍ରାଡ଼ି କʼଣ ତଦ୍ଦ୍ଵାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବଣ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ତ ଉଠାନ୍ତି, ଦଣ୍ତ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ? 16. ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ । 17. ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ଵରୂପ ହେବ ଓ ତାହାର ଧର୍ମସ୍ଵରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ଵଳି ଏକ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ । 18. ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ଵଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେପରି ହେବ । 19. ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ । 20. ପୁଣି, ସେଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ଵରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ । 21. ଅବଶିଷ୍ଟାଂଶ, ଅର୍ଥାତ୍, ଯାକୁବର ଅବଶିଷ୍ଟାଂଶ, ପରାକ୍ରା; ପରମେଶ୍ଵରଙ୍କ ନିକଟକୁ ଫେରି ଆସିବେ । 22. କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ଵରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି । 23. ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ । 24. ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ତାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ । 25. କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ । 26. ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ତ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ । 27. ପୁଣି, ସେଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ । 28. ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟ ଦେଇ ଯାଇଅଛି; ସେ ମିକ୍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି; 29. ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି । 30. ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶଦ୍ଦ କର, ହେ ଲୟିଶ୍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍, 31. ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି । 32. ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି । 33. ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ । 34. ସେ ଲୌହ ଦ୍ଵାରା ବନର ନିବିଡ଼ ସ୍ଥାନସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ଵାରା ଲିବାନୋନ ନିପାତିତ ହେବ ।
ଯିଶାଇୟ ଅଧ୍ୟାୟ 1
ଯିଶାଇୟ ଅଧ୍ୟାୟ 2
ଯିଶାଇୟ ଅଧ୍ୟାୟ 3
ଯିଶାଇୟ ଅଧ୍ୟାୟ 4
ଯିଶାଇୟ ଅଧ୍ୟାୟ 5
ଯିଶାଇୟ ଅଧ୍ୟାୟ 6
ଯିଶାଇୟ ଅଧ୍ୟାୟ 7
ଯିଶାଇୟ ଅଧ୍ୟାୟ 8
ଯିଶାଇୟ ଅଧ୍ୟାୟ 9
ଯିଶାଇୟ ଅଧ୍ୟାୟ 10
ଯିଶାଇୟ ଅଧ୍ୟାୟ 11
ଯିଶାଇୟ ଅଧ୍ୟାୟ 12
ଯିଶାଇୟ ଅଧ୍ୟାୟ 13
ଯିଶାଇୟ ଅଧ୍ୟାୟ 14
ଯିଶାଇୟ ଅଧ୍ୟାୟ 15
ଯିଶାଇୟ ଅଧ୍ୟାୟ 16
ଯିଶାଇୟ ଅଧ୍ୟାୟ 17
ଯିଶାଇୟ ଅଧ୍ୟାୟ 18
ଯିଶାଇୟ ଅଧ୍ୟାୟ 19
ଯିଶାଇୟ ଅଧ୍ୟାୟ 20
ଯିଶାଇୟ ଅଧ୍ୟାୟ 21
ଯିଶାଇୟ ଅଧ୍ୟାୟ 22
ଯିଶାଇୟ ଅଧ୍ୟାୟ 23
ଯିଶାଇୟ ଅଧ୍ୟାୟ 24
ଯିଶାଇୟ ଅଧ୍ୟାୟ 25
ଯିଶାଇୟ ଅଧ୍ୟାୟ 26
ଯିଶାଇୟ ଅଧ୍ୟାୟ 27
ଯିଶାଇୟ ଅଧ୍ୟାୟ 28
ଯିଶାଇୟ ଅଧ୍ୟାୟ 29
ଯିଶାଇୟ ଅଧ୍ୟାୟ 30
ଯିଶାଇୟ ଅଧ୍ୟାୟ 31
ଯିଶାଇୟ ଅଧ୍ୟାୟ 32
ଯିଶାଇୟ ଅଧ୍ୟାୟ 33
ଯିଶାଇୟ ଅଧ୍ୟାୟ 34
ଯିଶାଇୟ ଅଧ୍ୟାୟ 35
ଯିଶାଇୟ ଅଧ୍ୟାୟ 36
ଯିଶାଇୟ ଅଧ୍ୟାୟ 37
ଯିଶାଇୟ ଅଧ୍ୟାୟ 38
ଯିଶାଇୟ ଅଧ୍ୟାୟ 39
ଯିଶାଇୟ ଅଧ୍ୟାୟ 40
ଯିଶାଇୟ ଅଧ୍ୟାୟ 41
ଯିଶାଇୟ ଅଧ୍ୟାୟ 42
ଯିଶାଇୟ ଅଧ୍ୟାୟ 43
ଯିଶାଇୟ ଅଧ୍ୟାୟ 44
ଯିଶାଇୟ ଅଧ୍ୟାୟ 45
ଯିଶାଇୟ ଅଧ୍ୟାୟ 46
ଯିଶାଇୟ ଅଧ୍ୟାୟ 47
ଯିଶାଇୟ ଅଧ୍ୟାୟ 48
ଯିଶାଇୟ ଅଧ୍ୟାୟ 49
ଯିଶାଇୟ ଅଧ୍ୟାୟ 50
ଯିଶାଇୟ ଅଧ୍ୟାୟ 51
ଯିଶାଇୟ ଅଧ୍ୟାୟ 52
ଯିଶାଇୟ ଅଧ୍ୟାୟ 53
ଯିଶାଇୟ ଅଧ୍ୟାୟ 54
ଯିଶାଇୟ ଅଧ୍ୟାୟ 55
ଯିଶାଇୟ ଅଧ୍ୟାୟ 56
ଯିଶାଇୟ ଅଧ୍ୟାୟ 57
ଯିଶାଇୟ ଅଧ୍ୟାୟ 58
ଯିଶାଇୟ ଅଧ୍ୟାୟ 59
ଯିଶାଇୟ ଅଧ୍ୟାୟ 60
ଯିଶାଇୟ ଅଧ୍ୟାୟ 61
ଯିଶାଇୟ ଅଧ୍ୟାୟ 62
ଯିଶାଇୟ ଅଧ୍ୟାୟ 63
ଯିଶାଇୟ ଅଧ୍ୟାୟ 64
ଯିଶାଇୟ ଅଧ୍ୟାୟ 65
ଯିଶାଇୟ ଅଧ୍ୟାୟ 66
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References