ଓଡିଆ ବାଇବଲ |
GUV
ORV
IRVOR
ଯିଶାଇୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
22
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66
:
ରେକର୍ଡଗୁଡିକ
ଯିଶାଇୟ 22:0 (08 23 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିଶାଇୟ ଅଧ୍ୟାୟ 22
1
ଦର୍ଶନ ଉପତ୍ୟକା ବିଷୟକ ଭାରୋକ୍ତି । ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?
2
ହେ ଆନନ୍ଦ ଧ୍ଵନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ଼୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି ।
3
ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ଵାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ ।
4
ଏଥିପାଇଁ ମୁଁ କହିଲି, ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ଵନା କରିବା ପାଇଁ ଚେଷ୍ଟା କର ନାହିଁ ।
5
କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର ଓ ଦଳନର ଓ ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି ।
6
ପୁଣି, ଏଲମ ରଥାରୋହୀ ଓ ଅଶ୍ଵାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍ ଢାଲ ଅନାବୃତ କଲା ।
7
ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ଵାରୋହୀମାନେ ନଗର-ଦ୍ଵାରରେ ସସଜ୍ଜ ହୋଇଥିଲେ ।
8
ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ ।
9
ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ ।
10
ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ ।
11
ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟ ସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଙ୍କଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ ।
12
ପୁଣି, ସେଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ତନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;
13
ମାତ୍ର ଦେଖ, ଆମୋଦପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା ।
14
ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ଵୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ନୋହିବ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି ।
15
ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍, ଗୃହର ଅଧ୍ୟକ୍ଷ ଶୀବ୍ନ ନିକଟକୁ ଯାଇ କୁହ,
16
ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି!
17
ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ ।
18
ନିଶ୍ଚୟ ସେ ପେଣ୍ତୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ଵରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ଵରୂପ ।
19
ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ି ଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ ।
20
ଆଉ, ସେଦିନ ଆମ୍ଭେ ଆପଣା ଦାସକୁ, ହିଲ୍କୀୟର ପୁତ୍ର ଇଲୀୟାକୀମ୍କୁ ଡାକିବା;
21
ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ଵାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ ।
22
ପୁଣି, ଆମ୍ଭେ ଦାଉଦ-ବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ ।
23
ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ଵରୂପ ହେବ ।
24
ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ ।
25
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ; କାରଣ ସଦାପ୍ରଭୁ ଏହା କହିଅଛନ୍ତି ।
ଯିଶାଇୟ 22
1. ଦର୍ଶନ ଉପତ୍ୟକା ବିଷୟକ ଭାରୋକ୍ତି । ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ? 2. ହେ ଆନନ୍ଦ ଧ୍ଵନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ଼୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି । 3. ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ଵାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ । 4. ଏଥିପାଇଁ ମୁଁ କହିଲି, ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ଵନା କରିବା ପାଇଁ ଚେଷ୍ଟା କର ନାହିଁ । 5. କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର ଓ ଦଳନର ଓ ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି । 6. ପୁଣି, ଏଲମ ରଥାରୋହୀ ଓ ଅଶ୍ଵାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍ ଢାଲ ଅନାବୃତ କଲା । 7. ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ଵାରୋହୀମାନେ ନଗର-ଦ୍ଵାରରେ ସସଜ୍ଜ ହୋଇଥିଲେ । 8. ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ । 9. ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ । 10. ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ । 11. ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟ ସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଙ୍କଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ । 12. ପୁଣି, ସେଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ତନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ; 13. ମାତ୍ର ଦେଖ, ଆମୋଦପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା । 14. ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ଵୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ନୋହିବ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି । 15. ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍, ଗୃହର ଅଧ୍ୟକ୍ଷ ଶୀବ୍ନ ନିକଟକୁ ଯାଇ କୁହ, 16. ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି! 17. ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ । 18. ନିଶ୍ଚୟ ସେ ପେଣ୍ତୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ଵରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ଵରୂପ । 19. ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ି ଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ । 20. ଆଉ, ସେଦିନ ଆମ୍ଭେ ଆପଣା ଦାସକୁ, ହିଲ୍କୀୟର ପୁତ୍ର ଇଲୀୟାକୀମ୍କୁ ଡାକିବା; 21. ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ଵାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ । 22. ପୁଣି, ଆମ୍ଭେ ଦାଉଦ-ବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ । 23. ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ଵରୂପ ହେବ । 24. ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ । 25. ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ; କାରଣ ସଦାପ୍ରଭୁ ଏହା କହିଅଛନ୍ତି ।
ଯିଶାଇୟ ଅଧ୍ୟାୟ 1
ଯିଶାଇୟ ଅଧ୍ୟାୟ 2
ଯିଶାଇୟ ଅଧ୍ୟାୟ 3
ଯିଶାଇୟ ଅଧ୍ୟାୟ 4
ଯିଶାଇୟ ଅଧ୍ୟାୟ 5
ଯିଶାଇୟ ଅଧ୍ୟାୟ 6
ଯିଶାଇୟ ଅଧ୍ୟାୟ 7
ଯିଶାଇୟ ଅଧ୍ୟାୟ 8
ଯିଶାଇୟ ଅଧ୍ୟାୟ 9
ଯିଶାଇୟ ଅଧ୍ୟାୟ 10
ଯିଶାଇୟ ଅଧ୍ୟାୟ 11
ଯିଶାଇୟ ଅଧ୍ୟାୟ 12
ଯିଶାଇୟ ଅଧ୍ୟାୟ 13
ଯିଶାଇୟ ଅଧ୍ୟାୟ 14
ଯିଶାଇୟ ଅଧ୍ୟାୟ 15
ଯିଶାଇୟ ଅଧ୍ୟାୟ 16
ଯିଶାଇୟ ଅଧ୍ୟାୟ 17
ଯିଶାଇୟ ଅଧ୍ୟାୟ 18
ଯିଶାଇୟ ଅଧ୍ୟାୟ 19
ଯିଶାଇୟ ଅଧ୍ୟାୟ 20
ଯିଶାଇୟ ଅଧ୍ୟାୟ 21
ଯିଶାଇୟ ଅଧ୍ୟାୟ 22
ଯିଶାଇୟ ଅଧ୍ୟାୟ 23
ଯିଶାଇୟ ଅଧ୍ୟାୟ 24
ଯିଶାଇୟ ଅଧ୍ୟାୟ 25
ଯିଶାଇୟ ଅଧ୍ୟାୟ 26
ଯିଶାଇୟ ଅଧ୍ୟାୟ 27
ଯିଶାଇୟ ଅଧ୍ୟାୟ 28
ଯିଶାଇୟ ଅଧ୍ୟାୟ 29
ଯିଶାଇୟ ଅଧ୍ୟାୟ 30
ଯିଶାଇୟ ଅଧ୍ୟାୟ 31
ଯିଶାଇୟ ଅଧ୍ୟାୟ 32
ଯିଶାଇୟ ଅଧ୍ୟାୟ 33
ଯିଶାଇୟ ଅଧ୍ୟାୟ 34
ଯିଶାଇୟ ଅଧ୍ୟାୟ 35
ଯିଶାଇୟ ଅଧ୍ୟାୟ 36
ଯିଶାଇୟ ଅଧ୍ୟାୟ 37
ଯିଶାଇୟ ଅଧ୍ୟାୟ 38
ଯିଶାଇୟ ଅଧ୍ୟାୟ 39
ଯିଶାଇୟ ଅଧ୍ୟାୟ 40
ଯିଶାଇୟ ଅଧ୍ୟାୟ 41
ଯିଶାଇୟ ଅଧ୍ୟାୟ 42
ଯିଶାଇୟ ଅଧ୍ୟାୟ 43
ଯିଶାଇୟ ଅଧ୍ୟାୟ 44
ଯିଶାଇୟ ଅଧ୍ୟାୟ 45
ଯିଶାଇୟ ଅଧ୍ୟାୟ 46
ଯିଶାଇୟ ଅଧ୍ୟାୟ 47
ଯିଶାଇୟ ଅଧ୍ୟାୟ 48
ଯିଶାଇୟ ଅଧ୍ୟାୟ 49
ଯିଶାଇୟ ଅଧ୍ୟାୟ 50
ଯିଶାଇୟ ଅଧ୍ୟାୟ 51
ଯିଶାଇୟ ଅଧ୍ୟାୟ 52
ଯିଶାଇୟ ଅଧ୍ୟାୟ 53
ଯିଶାଇୟ ଅଧ୍ୟାୟ 54
ଯିଶାଇୟ ଅଧ୍ୟାୟ 55
ଯିଶାଇୟ ଅଧ୍ୟାୟ 56
ଯିଶାଇୟ ଅଧ୍ୟାୟ 57
ଯିଶାଇୟ ଅଧ୍ୟାୟ 58
ଯିଶାଇୟ ଅଧ୍ୟାୟ 59
ଯିଶାଇୟ ଅଧ୍ୟାୟ 60
ଯିଶାଇୟ ଅଧ୍ୟାୟ 61
ଯିଶାଇୟ ଅଧ୍ୟାୟ 62
ଯିଶାଇୟ ଅଧ୍ୟାୟ 63
ଯିଶାଇୟ ଅଧ୍ୟାୟ 64
ଯିଶାଇୟ ଅଧ୍ୟାୟ 65
ଯିଶାଇୟ ଅଧ୍ୟାୟ 66
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References