ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 103

1. ଦାଉଦଙ୍କର ଗୀତ । ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର । 2. ହେ ମୋହର ମନ ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ; 3. ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି; 4. ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି; 5. ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ । 6. ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି । 7. ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ-ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ । 8. ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟ; ଦୟାଳୁ । 9. ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ । 10. ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି । 11. କାରଣ ପୃଥିବୀରୁ ଆକାଶମଣ୍ତଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ । 12. ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କ-ଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି । 13. ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି । 14. କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ସେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି । 15. ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ । 16. ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ । 17. ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି, 18. ପୁଣି ପାଳନାର୍ଥେ ତାହାଙ୍କ ବିଧିସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ । 19. ସଦାପ୍ରଭୁ ସ୍ଵର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ଵ କରେ । 20. ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରା; ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର । 21. ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର । 22. ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ।
1. ଦାଉଦଙ୍କର ଗୀତ । ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର । .::. 2. ହେ ମୋହର ମନ ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ; .::. 3. ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି; .::. 4. ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି; .::. 5. ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ । .::. 6. ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି । .::. 7. ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ-ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ । .::. 8. ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟ; ଦୟାଳୁ । .::. 9. ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ । .::. 10. ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି । .::. 11. କାରଣ ପୃଥିବୀରୁ ଆକାଶମଣ୍ତଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ । .::. 12. ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କ-ଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି । .::. 13. ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି । .::. 14. କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ସେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି । .::. 15. ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ । .::. 16. ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ । .::. 17. ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି, .::. 18. ପୁଣି ପାଳନାର୍ଥେ ତାହାଙ୍କ ବିଧିସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ । .::. 19. ସଦାପ୍ରଭୁ ସ୍ଵର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ଵ କରେ । .::. 20. ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରା; ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର । .::. 21. ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର । .::. 22. ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References