ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 146

1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର । 2. ମୁଁ ବଞ୍ଚିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ଵରଙ୍କର ପ୍ରଶଂସାଗାନ କରିବି । 3. ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ । 4. ତାହାର ନିଃଶ୍ଵାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏନ୍ତ ସେହି ଦିନ ତାହାର ସଙ୍କଳ୍ପସବୁ ନଷ୍ଟ ହୁଏ । 5. ଯାକୁବର ପରମେଶ୍ଵର ଯାହାର ସାହାଯ୍ୟ ସ୍ଵରୂପ, ସଦାପ୍ରଭୁ ଆପଣା ପରମେଶ୍ଵର ଯାହାର ଆଶାଭୂମି, ସେ ଲୋକ ଧନ୍ୟନ୍ତ 6. ସେ ଆକାଶମଣ୍ତଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି; 7. ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି । 8. ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତିନ୍ତ ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି । 9. ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି । 10. ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ଵର ସକଳ ପୁରୁଷା-ନୁକ୍ରମରେ ରାଜ୍ୟ କରିବେ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର । .::. 2. ମୁଁ ବଞ୍ଚିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ଵରଙ୍କର ପ୍ରଶଂସାଗାନ କରିବି । .::. 3. ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ । .::. 4. ତାହାର ନିଃଶ୍ଵାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏନ୍ତ ସେହି ଦିନ ତାହାର ସଙ୍କଳ୍ପସବୁ ନଷ୍ଟ ହୁଏ । .::. 5. ଯାକୁବର ପରମେଶ୍ଵର ଯାହାର ସାହାଯ୍ୟ ସ୍ଵରୂପ, ସଦାପ୍ରଭୁ ଆପଣା ପରମେଶ୍ଵର ଯାହାର ଆଶାଭୂମି, ସେ ଲୋକ ଧନ୍ୟନ୍ତ .::. 6. ସେ ଆକାଶମଣ୍ତଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି; .::. 7. ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି । .::. 8. ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତିନ୍ତ ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି । .::. 9. ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି । .::. 10. ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ଵର ସକଳ ପୁରୁଷା-ନୁକ୍ରମରେ ରାଜ୍ୟ କରିବେ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References