ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 51

1. ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ । ଦାଉଦ ବଥ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ । ହେ ପରମେଶ୍ଵର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର । 2. ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର । 3. କାରଣ ମୁଁ ଆପଣା ଅଧର୍ମ ସ୍ଵୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି । 4. ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ । 5. ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା । 6. ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ । 7. ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି । 8. ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ଵାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ । 9. ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋʼ ଅପରାଧସବୁ ମାର୍ଜ୍ଜନା କର । 10. ହେ ପରମେଶ୍ଵର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର । 11. ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼଠାରୁ ନିଅ ନାହିଁ । 12. ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ଵଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ । 13. ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ । 14. ହେ ପରମେଶ୍ଵର, ମୋʼ ତ୍ରାଣର ପରମେଶ୍ଵର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ଵା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ଵରରେ ଗାନ କରିବ । 15. ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ । 16. କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ । 17. ଭଗ୍ନ-ଆତ୍ମା ପରମେଶ୍ଵରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ଵର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ । 18. ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର । 19. ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ ।
1. ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ । ଦାଉଦ ବଥ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ । ହେ ପରମେଶ୍ଵର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର । .::. 2. ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର । .::. 3. କାରଣ ମୁଁ ଆପଣା ଅଧର୍ମ ସ୍ଵୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି । .::. 4. ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ । .::. 5. ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା । .::. 6. ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ । .::. 7. ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି । .::. 8. ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ଵାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ । .::. 9. ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋʼ ଅପରାଧସବୁ ମାର୍ଜ୍ଜନା କର । .::. 10. ହେ ପରମେଶ୍ଵର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର । .::. 11. ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼଠାରୁ ନିଅ ନାହିଁ । .::. 12. ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ଵଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ । .::. 13. ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ । .::. 14. ହେ ପରମେଶ୍ଵର, ମୋʼ ତ୍ରାଣର ପରମେଶ୍ଵର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ଵା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ଵରରେ ଗାନ କରିବ । .::. 15. ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ । .::. 16. କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ । .::. 17. ଭଗ୍ନ-ଆତ୍ମା ପରମେଶ୍ଵରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ଵର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ । .::. 18. ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର । .::. 19. ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References