ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 90

1 ପରମେଶ୍ଵରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା । ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ । 2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ଵାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ଵର ଅଟ । 3 ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ । ପୁଣି କହୁଅଛ, ହେ ମନୁଷ୍ୟ-ସନ୍ତାନଗଣ, ଫେର । 4 କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ । 5 ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ଵପ୍ନ ତୁଲ୍ୟ । ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ । 6 ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ । 7 କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ । 8 ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ । 9 କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ । 10 ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ଗର୍ବ ଓ ପରିଶ୍ରମ ଦୁଃଖମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ । 11 ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ? 12 ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ । 13 ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ । 14 ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା । 15 ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର । 16 ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ । 17 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର ।
1 ପରମେଶ୍ଵରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା । ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ । .::. 2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ଵାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ଵର ଅଟ । .::. 3 ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ । ପୁଣି କହୁଅଛ, ହେ ମନୁଷ୍ୟ-ସନ୍ତାନଗଣ, ଫେର । .::. 4 କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ । .::. 5 ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ଵପ୍ନ ତୁଲ୍ୟ । ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ । .::. 6 ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ । .::. 7 କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ । .::. 8 ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ । .::. 9 କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ । .::. 10 ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ଗର୍ବ ଓ ପରିଶ୍ରମ ଦୁଃଖମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ । .::. 11 ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ? .::. 12 ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ । .::. 13 ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ । .::. 14 ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା । .::. 15 ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର । .::. 16 ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ । .::. 17 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References