ଓଡିଆ ବାଇବଲ |
HCSB
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଦିତୀୟ ରାଜାବଳୀ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
:
1
2
3
4
5
6
7
8
9
10
11
12
13
14
15
16
17
18
ରେକର୍ଡଗୁଡିକ
ଦିତୀୟ ରାଜାବଳୀ 1:0 (05 59 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଦିତୀୟ ରାଜାବଳୀ ଅଧ୍ୟାୟ 1
1
ଅନନ୍ତର ଆହାବଙ୍କର ମୃତ୍ୟୁ ଉତ୍ତାରେ ମୋୟାବ ଇସ୍ରାଏଲ ବିରୁଦ୍ଧରେ ଦ୍ରୋହାଚରଣ କଲେ ।
2
ପୁଣି ଅହସୀୟ ଶମରୀୟାସ୍ଥିତ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର ।
3
ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, ଉଠ, ଶମରୀୟ ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ଇସ୍ରାଏଲ ମଧ୍ୟରେ ପରମେଶ୍ଵର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ?
4
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ । ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ ।
5
ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ଫେରି ଆସିଲ?
6
ଏଥିରେ ସେମାନେ ତାଙ୍କୁ କହିଲେ, ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରି ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ଵର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ ।
7
ତହିଁରେ ସେ ସେମାନଙ୍କୁ ପଚାରିଲେ, ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କିପ୍ରକାର ଲୋକ?
8
ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା । ତହିଁରେ ସେ କହିଲେ, ସେ ତ ତିଶ୍ବୀୟ ଏଲୀୟ ।
9
ତେବେ ରାଜା ତାଙ୍କ ନିକଟକୁ ଜଣେ ପଚାଶପତିକି ତାହାର ପଚାଶ ଲୋକ ସହିତ ପଠାଇଲେ । ତହୁଁ ସେ ତାଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତଶୃଙ୍ଗରେ ବସିଥିଲେ । ଏଥିରେ ସେ ତାଙ୍କୁ କହିଲା, ହେ ପରମେଶ୍ଵରଙ୍କ ଲୋକ, ରାଜା କହିଅଛନ୍ତି, ତଳକୁ ଆସ ।
10
ତହୁଁ ଏଲୀୟ ସେହି ପଚାଶତ୍ପତିକି ଉତ୍ତର କରି କହିଲେ, ଯେବେ ମୁଁ ପରମେଶ୍ଵରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ । ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା ।
11
ଏଉତ୍ତାରେ ରାଜା ପୁନର୍ବାର ତାଙ୍କ ନିକଟକୁ ଆଉ ଏକ ପଚାଶପତିକି ତାହାର ପଚାଶ ଲୋକ ସହିତ ପଠାଇଲେ । ତହୁଁ ସେ ତାଙ୍କୁ କହିଲେ, ହେ ପରମେଶ୍ଵରଙ୍କ ଲୋକ, ରାଜା କହିଅଛନ୍ତି, ଶୀଘ୍ର ତଳକୁ ଆସ ।
12
ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, ଯେବେ ମୁଁ ପରମେଶ୍ଵରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ । ତହୁଁ ପରମେଶ୍ଵରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା ।
13
ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିକି ତାହାର ପଚାଶ ଲୋକ ସହିତ ପଠାଇଲେ । ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁ ପାତି ବିନୟ କରି ତାଙ୍କୁ କହିଲା, ହେ ପରମେଶ୍ଵରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ ।
14
ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କି ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ବହୁମୂଲ୍ୟ ହେଉ ।
15
ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ ନ କର । ତହୁଁ ସେ ଉଠି ତାହା ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ ।
16
ପୁଣି ସେ ରାଜାଙ୍କୁ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ଵର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ ।
17
ଏଥି ଉତ୍ତାରେ ଏଲୀୟଙ୍କ ଦ୍ଵାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ, ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଯିହୋରାମର ଅଧିକାରର ଦ୍ଵିତୀୟ ବର୍ଷରେ ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ ।
18
ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତା; କି ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
ଦିତୀୟ ରାଜାବଳୀ 1
1. ଅନନ୍ତର ଆହାବଙ୍କର ମୃତ୍ୟୁ ଉତ୍ତାରେ ମୋୟାବ ଇସ୍ରାଏଲ ବିରୁଦ୍ଧରେ ଦ୍ରୋହାଚରଣ କଲେ । 2. ପୁଣି ଅହସୀୟ ଶମରୀୟାସ୍ଥିତ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର । 3. ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, ଉଠ, ଶମରୀୟ ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ଇସ୍ରାଏଲ ମଧ୍ୟରେ ପରମେଶ୍ଵର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ? 4. ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ । ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ । 5. ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ଫେରି ଆସିଲ? 6. ଏଥିରେ ସେମାନେ ତାଙ୍କୁ କହିଲେ, ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରି ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ଵର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ । 7. ତହିଁରେ ସେ ସେମାନଙ୍କୁ ପଚାରିଲେ, ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କିପ୍ରକାର ଲୋକ? 8. ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା । ତହିଁରେ ସେ କହିଲେ, ସେ ତ ତିଶ୍ବୀୟ ଏଲୀୟ । 9. ତେବେ ରାଜା ତାଙ୍କ ନିକଟକୁ ଜଣେ ପଚାଶପତିକି ତାହାର ପଚାଶ ଲୋକ ସହିତ ପଠାଇଲେ । ତହୁଁ ସେ ତାଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତଶୃଙ୍ଗରେ ବସିଥିଲେ । ଏଥିରେ ସେ ତାଙ୍କୁ କହିଲା, ହେ ପରମେଶ୍ଵରଙ୍କ ଲୋକ, ରାଜା କହିଅଛନ୍ତି, ତଳକୁ ଆସ । 10. ତହୁଁ ଏଲୀୟ ସେହି ପଚାଶତ୍ପତିକି ଉତ୍ତର କରି କହିଲେ, ଯେବେ ମୁଁ ପରମେଶ୍ଵରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ । ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା । 11. ଏଉତ୍ତାରେ ରାଜା ପୁନର୍ବାର ତାଙ୍କ ନିକଟକୁ ଆଉ ଏକ ପଚାଶପତିକି ତାହାର ପଚାଶ ଲୋକ ସହିତ ପଠାଇଲେ । ତହୁଁ ସେ ତାଙ୍କୁ କହିଲେ, ହେ ପରମେଶ୍ଵରଙ୍କ ଲୋକ, ରାଜା କହିଅଛନ୍ତି, ଶୀଘ୍ର ତଳକୁ ଆସ । 12. ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, ଯେବେ ମୁଁ ପରମେଶ୍ଵରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ । ତହୁଁ ପରମେଶ୍ଵରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା । 13. ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିକି ତାହାର ପଚାଶ ଲୋକ ସହିତ ପଠାଇଲେ । ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁ ପାତି ବିନୟ କରି ତାଙ୍କୁ କହିଲା, ହେ ପରମେଶ୍ଵରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ । 14. ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କି ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ବହୁମୂଲ୍ୟ ହେଉ । 15. ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ ନ କର । ତହୁଁ ସେ ଉଠି ତାହା ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ । 16. ପୁଣି ସେ ରାଜାଙ୍କୁ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ଵର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ । 17. ଏଥି ଉତ୍ତାରେ ଏଲୀୟଙ୍କ ଦ୍ଵାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ, ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଯିହୋରାମର ଅଧିକାରର ଦ୍ଵିତୀୟ ବର୍ଷରେ ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ । 18. ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତା; କି ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
ଦିତୀୟ ରାଜାବଳୀ ଅଧ୍ୟାୟ 1
ଦିତୀୟ ରାଜାବଳୀ ଅଧ୍ୟାୟ 2
ଦିତୀୟ ରାଜାବଳୀ ଅଧ୍ୟାୟ 3
ଦିତୀୟ ରାଜାବଳୀ ଅଧ୍ୟାୟ 4
ଦିତୀୟ ରାଜାବଳୀ ଅଧ୍ୟାୟ 5
ଦିତୀୟ ରାଜାବଳୀ ଅଧ୍ୟାୟ 6
ଦିତୀୟ ରାଜାବଳୀ ଅଧ୍ୟାୟ 7
ଦିତୀୟ ରାଜାବଳୀ ଅଧ୍ୟାୟ 8
ଦିତୀୟ ରାଜାବଳୀ ଅଧ୍ୟାୟ 9
ଦିତୀୟ ରାଜାବଳୀ ଅଧ୍ୟାୟ 10
ଦିତୀୟ ରାଜାବଳୀ ଅଧ୍ୟାୟ 11
ଦିତୀୟ ରାଜାବଳୀ ଅଧ୍ୟାୟ 12
ଦିତୀୟ ରାଜାବଳୀ ଅଧ୍ୟାୟ 13
ଦିତୀୟ ରାଜାବଳୀ ଅଧ୍ୟାୟ 14
ଦିତୀୟ ରାଜାବଳୀ ଅଧ୍ୟାୟ 15
ଦିତୀୟ ରାଜାବଳୀ ଅଧ୍ୟାୟ 16
ଦିତୀୟ ରାଜାବଳୀ ଅଧ୍ୟାୟ 17
ଦିତୀୟ ରାଜାବଳୀ ଅଧ୍ୟାୟ 18
ଦିତୀୟ ରାଜାବଳୀ ଅଧ୍ୟାୟ 19
ଦିତୀୟ ରାଜାବଳୀ ଅଧ୍ୟାୟ 20
ଦିତୀୟ ରାଜାବଳୀ ଅଧ୍ୟାୟ 21
ଦିତୀୟ ରାଜାବଳୀ ଅଧ୍ୟାୟ 22
ଦିତୀୟ ରାଜାବଳୀ ଅଧ୍ୟାୟ 23
ଦିତୀୟ ରାଜାବଳୀ ଅଧ୍ୟାୟ 24
ଦିତୀୟ ରାଜାବଳୀ ଅଧ୍ୟାୟ 25
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References