ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 116

1 ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି । 2 ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବାଯାଏ ତାହାଙ୍କ ନିକଟରେ ପ୍ରାର୍ଥନା କରିବି । 3 ମୃତ୍ୟୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି । 4 ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋʼ ପ୍ରାଣକୁ ଉଦ୍ଧାର କର । 5 ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ଵର ସ୍ନେହଶୀଳ ଅଟନ୍ତି । 6 ସଦାପ୍ରଭୁ ସରଳ ଲୋକଙ୍କୁ ରକ୍ଷା କରନ୍ତି; ମୁଁ ଦୀନହୀନ ହେଲେ ହେଁ ସେ ମୋର ପରିତ୍ରାଣ କଲେ । 7 ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ; କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି । 8 ତୁମ୍ଭେ ମୃତ୍ୟୁରୁ ମୋହର ପ୍ରାଣ ଓ ଲୋତକରୁ ମୋହର ଚକ୍ଷୁ ଓ ଝୁଣ୍ଟିପଡ଼ିବାରୁ ମୋହର ଚରଣ ଉଦ୍ଧାର କରିଅଛ । 9 ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି । 10 ମୁଁ ବିଶ୍ଵାସ କରୁଅଛି, ଏଣୁ ମୁଁ କହିବି; ମୁଁ ନିତା; ଦୁଃଖଗ୍ରସ୍ତ ଥିଲି; 11 ମୁଁ ଚଞ୍ଚଳ ଭାବରେ କହିଲି, ମନୁଷ୍ୟମାତ୍ରେ ହିଁ ମିଥ୍ୟା । 12 ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି? 13 ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି । 14 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି । 15 ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ । 16 ହେ ସଦାପ୍ରଭୋ, ମୁଁ ନିତା; ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ । 17 ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି । 18 ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ, 19 ହେ ଯିରୂଶାଲମ, ତୁମ୍ଭ ମଧ୍ୟରେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କରିବି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
1. ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି । 2. ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବାଯାଏ ତାହାଙ୍କ ନିକଟରେ ପ୍ରାର୍ଥନା କରିବି । 3. ମୃତ୍ୟୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି । 4. ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋʼ ପ୍ରାଣକୁ ଉଦ୍ଧାର କର । 5. ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ଵର ସ୍ନେହଶୀଳ ଅଟନ୍ତି । 6. ସଦାପ୍ରଭୁ ସରଳ ଲୋକଙ୍କୁ ରକ୍ଷା କରନ୍ତି; ମୁଁ ଦୀନହୀନ ହେଲେ ହେଁ ସେ ମୋର ପରିତ୍ରାଣ କଲେ । 7. ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ; କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି । 8. ତୁମ୍ଭେ ମୃତ୍ୟୁରୁ ମୋହର ପ୍ରାଣ ଓ ଲୋତକରୁ ମୋହର ଚକ୍ଷୁ ଓ ଝୁଣ୍ଟିପଡ଼ିବାରୁ ମୋହର ଚରଣ ଉଦ୍ଧାର କରିଅଛ । 9. ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି । 10. ମୁଁ ବିଶ୍ଵାସ କରୁଅଛି, ଏଣୁ ମୁଁ କହିବି; ମୁଁ ନିତା; ଦୁଃଖଗ୍ରସ୍ତ ଥିଲି; 11. ମୁଁ ଚଞ୍ଚଳ ଭାବରେ କହିଲି, ମନୁଷ୍ୟମାତ୍ରେ ହିଁ ମିଥ୍ୟା । 12. ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି? 13. ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି । 14. ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି । 15. ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ । 16. ହେ ସଦାପ୍ରଭୋ, ମୁଁ ନିତା; ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ । 17. ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି । 18. ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ, 19. ହେ ଯିରୂଶାଲମ, ତୁମ୍ଭ ମଧ୍ୟରେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କରିବି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References