ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହୋଶେୟ

ହୋଶେୟ ଅଧ୍ୟାୟ 3

1 ଅନନ୍ତର ସଦାପ୍ରଭୁ ଆମ୍ଭକୁ କହିଲେ, ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେଣହେଁ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ହେଁ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର । 2 ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା ଓ ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି; 3 ଆଉ, ମୁଁ ତାହାକୁ କହିଲି, ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ତଦ୍ରୂପ ବ୍ୟବହାର କରିବି । 4 କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ; 5 ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ ।
1 ଅନନ୍ତର ସଦାପ୍ରଭୁ ଆମ୍ଭକୁ କହିଲେ, ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେଣହେଁ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ହେଁ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର । .::. 2 ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା ଓ ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି; .::. 3 ଆଉ, ମୁଁ ତାହାକୁ କହିଲି, ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ତଦ୍ରୂପ ବ୍ୟବହାର କରିବି । .::. 4 କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ; .::. 5 ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ । .::.
  • ହୋଶେୟ ଅଧ୍ୟାୟ 1  
  • ହୋଶେୟ ଅଧ୍ୟାୟ 2  
  • ହୋଶେୟ ଅଧ୍ୟାୟ 3  
  • ହୋଶେୟ ଅଧ୍ୟାୟ 4  
  • ହୋଶେୟ ଅଧ୍ୟାୟ 5  
  • ହୋଶେୟ ଅଧ୍ୟାୟ 6  
  • ହୋଶେୟ ଅଧ୍ୟାୟ 7  
  • ହୋଶେୟ ଅଧ୍ୟାୟ 8  
  • ହୋଶେୟ ଅଧ୍ୟାୟ 9  
  • ହୋଶେୟ ଅଧ୍ୟାୟ 10  
  • ହୋଶେୟ ଅଧ୍ୟାୟ 11  
  • ହୋଶେୟ ଅଧ୍ୟାୟ 12  
  • ହୋଶେୟ ଅଧ୍ୟାୟ 13  
  • ହୋଶେୟ ଅଧ୍ୟାୟ 14  
×

Alert

×

Oriya Letters Keypad References