ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

Notes

No Verse Added

ଯିଶାଇୟ ଅଧ୍ୟାୟ 35

1. ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ । 2. ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଶୋଭା ଦେଖିବେ । 3. ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର । 4. ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ଵର ପ୍ରତିଶୋଧ ସହିତ, ପରମେଶ୍ଵରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ। 5. ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ। 6. ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ଵା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ ⇧। 7. ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ତିବଣ ହେବ । 8. ପୁଣି, ସେଠାରେ ଏକ ରାଜଦାଣ୍ତ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ହେଁ ତହିଁରେ ଭ୍ରାନ୍ତ ହେବେ ନାହିଁ । 9. ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ; 10. ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇ ଯିବ।
1. ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ । .::. 2. ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଶୋଭା ଦେଖିବେ । .::. 3. ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର । .::. 4. ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ଵର ପ୍ରତିଶୋଧ ସହିତ, ପରମେଶ୍ଵରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ। .::. 5. ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ। .::. 6. ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ଵା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ ⇧। .::. 7. ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ତିବଣ ହେବ । .::. 8. ପୁଣି, ସେଠାରେ ଏକ ରାଜଦାଣ୍ତ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ହେଁ ତହିଁରେ ଭ୍ରାନ୍ତ ହେବେ ନାହିଁ । .::. 9. ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ; .::. 10. ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇ ଯିବ। .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
Common Bible Languages
West Indian Languages
×

Alert

×

oriya Letters Keypad References