ଓଡିଆ ବାଇବଲ |
HOV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
19
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
ରେକର୍ଡଗୁଡିକ
ଲୂକଲିଖିତ ସୁସମାଚାର 15:79 (09 40 pm)
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:0 (09 40 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 19
1
ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହା ଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ଵରଙ୍କର,
2
କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ; ଯେଉଁ ମହାବେଶ୍ୟା ଆପଣା ବ୍ୟଭିଚାର ଦ୍ଵାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ତ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି ।
3
ପୁଣି ସେମାନେ ଦ୍ଵିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଦାହର ଧୂମ ଯୁଗେ ଯୁଗେ ଉଠୁଥିବ ।
4
ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନୋପବିଷ୍ଟ ଈଶ୍ଵରଙ୍କୁ ପ୍ରଣାମ କରି କହିଲେ, ଆମେନ୍, ହାଲ୍ଲିଲୂୟା ।
5
ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, ହେ ଈଶ୍ଵରଙ୍କ ଦାସ ସମସ୍ତେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକ ସମସ୍ତେ, ତାହାଙ୍କର ପ୍ରଶଂସା କର ।
6
ଆଉ ମୁଁ ମହାଜନତାର ଶଦ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ଵର ରାଜତ୍ଵ ଗ୍ରହଣ କରିଅଛନ୍ତି ।
7
ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି ।
8
ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ ।
9
ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ । ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ଵରଙ୍କ ସତ୍ୟ ବାକ୍ୟ ।
10
ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭ୍ରାତୃଗଣ, ସେମାନଙ୍କର ସହଦାସ; ଈଶ୍ଵରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ଭାବବାଣୀର ସାର ।
11
ତତ୍ପରେ ମୁଁ ସ୍ଵର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ଵେତବର୍ଣ୍ଣ ଅଶ୍ଵ; ତାହାର ଆରୋହୀଙ୍କ ନାମ ବିଶ୍ଵସ୍ତ ଓ ସତ୍ୟ; ସେ ନ୍ୟାଯ୍ୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି ।
12
ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ ।
13
ସେ ରକ୍ତନିମଜ୍ଜିତ ବସ୍ତ୍ର ପରିହିତ, ପୁଣି ତାହାଙ୍କର ନାମ ଈଶ୍ଵରଙ୍କ ବାକ୍ୟ ।
14
ସ୍ଵର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶ୍ଵେତବର୍ଣ୍ଣ ଅଶ୍ଵମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍ଗମନ କଲେ ।
15
ତାହାଙ୍କ ମୁଖରୁ ତୀକ୍ଷ୍ମ ଖଡ଼୍ଗ ନିର୍ଗତ ହୁଏ, ତଦ୍ଦ୍ଵାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହଦଣ୍ତରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ଵରଙ୍କ ପ୍ରଚଣ୍ତ କ୍ରୋଧରୂପ ଦ୍ରାକ୍ଷାକୁଣ୍ତ ଦଳନ କରିବେ, ।
16
ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ ।
17
ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ତାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କି ଉଚ୍ଚ ସ୍ଵରରେ ଡାକି କହିଲେ, ଆସ, ଈଶ୍ଵରଙ୍କ ମହାଭୋଜରେ ଏକତ୍ର ହୁଅ,
18
ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତି-ମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ଵ ଓ ଅଶ୍ଵାରୋହୀ-ମାନଙ୍କର, ସ୍ଵାଧୀନ ଓ ପରାଧୀନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭକ୍ଷଣ କରିବ ।
19
ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକି, ସେହି ଅଶ୍ଵାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି ।
20
ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ତ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ଦ୍ଵାରା ପଶୁର ମୁଦ୍ରାଙ୍କପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଵଳିତ ହ୍ରଦରେ ନିକ୍ଷିପ୍ତ ହେଲେ ।
21
ଅବଶିଷ୍ଟ ଲୋକେ ସେହି ଅଶ୍ଵାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ଵାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19
1. ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହା ଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ଵରଙ୍କର, 2. କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ; ଯେଉଁ ମହାବେଶ୍ୟା ଆପଣା ବ୍ୟଭିଚାର ଦ୍ଵାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ତ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି । 3. ପୁଣି ସେମାନେ ଦ୍ଵିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଦାହର ଧୂମ ଯୁଗେ ଯୁଗେ ଉଠୁଥିବ । 4. ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନୋପବିଷ୍ଟ ଈଶ୍ଵରଙ୍କୁ ପ୍ରଣାମ କରି କହିଲେ, ଆମେନ୍, ହାଲ୍ଲିଲୂୟା । 5. ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, ହେ ଈଶ୍ଵରଙ୍କ ଦାସ ସମସ୍ତେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକ ସମସ୍ତେ, ତାହାଙ୍କର ପ୍ରଶଂସା କର । 6. ଆଉ ମୁଁ ମହାଜନତାର ଶଦ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ଵର ରାଜତ୍ଵ ଗ୍ରହଣ କରିଅଛନ୍ତି । 7. ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି । 8. ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ । 9. ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ । ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ଵରଙ୍କ ସତ୍ୟ ବାକ୍ୟ । 10. ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭ୍ରାତୃଗଣ, ସେମାନଙ୍କର ସହଦାସ; ଈଶ୍ଵରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ଭାବବାଣୀର ସାର । 11. ତତ୍ପରେ ମୁଁ ସ୍ଵର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ଵେତବର୍ଣ୍ଣ ଅଶ୍ଵ; ତାହାର ଆରୋହୀଙ୍କ ନାମ ବିଶ୍ଵସ୍ତ ଓ ସତ୍ୟ; ସେ ନ୍ୟାଯ୍ୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି । 12. ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ । 13. ସେ ରକ୍ତନିମଜ୍ଜିତ ବସ୍ତ୍ର ପରିହିତ, ପୁଣି ତାହାଙ୍କର ନାମ ଈଶ୍ଵରଙ୍କ ବାକ୍ୟ । 14. ସ୍ଵର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶ୍ଵେତବର୍ଣ୍ଣ ଅଶ୍ଵମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍ଗମନ କଲେ । 15. ତାହାଙ୍କ ମୁଖରୁ ତୀକ୍ଷ୍ମ ଖଡ଼୍ଗ ନିର୍ଗତ ହୁଏ, ତଦ୍ଦ୍ଵାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହଦଣ୍ତରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ଵରଙ୍କ ପ୍ରଚଣ୍ତ କ୍ରୋଧରୂପ ଦ୍ରାକ୍ଷାକୁଣ୍ତ ଦଳନ କରିବେ, । 16. ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ । 17. ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ତାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କି ଉଚ୍ଚ ସ୍ଵରରେ ଡାକି କହିଲେ, ଆସ, ଈଶ୍ଵରଙ୍କ ମହାଭୋଜରେ ଏକତ୍ର ହୁଅ, 18. ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତି-ମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ଵ ଓ ଅଶ୍ଵାରୋହୀ-ମାନଙ୍କର, ସ୍ଵାଧୀନ ଓ ପରାଧୀନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭକ୍ଷଣ କରିବ । 19. ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକି, ସେହି ଅଶ୍ଵାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି । 20. ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ତ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ଦ୍ଵାରା ପଶୁର ମୁଦ୍ରାଙ୍କପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଵଳିତ ହ୍ରଦରେ ନିକ୍ଷିପ୍ତ ହେଲେ । 21. ଅବଶିଷ୍ଟ ଲୋକେ ସେହି ଅଶ୍ଵାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ଵାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 1
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 2
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 3
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 4
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 5
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 6
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 7
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 8
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 9
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 10
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 11
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 12
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 13
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 14
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 16
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 17
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 18
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 19
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 20
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 21
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 22
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References