ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 17

1 ଦାଉଦଙ୍କର ପ୍ରାର୍ଥନା । ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର । 2 ତୁମ୍ଭ ଛାମୁରୁ ମୋʼ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ । 3 ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ଵାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁନ୍ତ ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି । 4 ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ଵାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି । 5 ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ । 6 ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ଵର, ତୁମ୍ଭେ ମୋତେ ଉତ୍ତର ଦେବ; ମୋʼ ପ୍ରତି କର୍ଣ୍ଣ ଡେର ଓ ମୋର କଥା ଶୁଣ । 7 ଆହେ ସ୍ଵଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ଵଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର । 8 ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ, 9 ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ । 10 ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି । 11 ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍ କରିବାକୁ ଚାହିଁ ରହିଥାʼନ୍ତି । 12 ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ । 13 ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ଼୍‍ଗ ଦ୍ଵାରା ଦୁଷ୍ଟମାନଙ୍କଠାରୁ ମୋʼ ପ୍ରାଣକୁ ଉଦ୍ଧାର କର; 14 ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ଵାରା ଲୋକମାନଙ୍କ-ଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି । 15 ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି ।
1 ଦାଉଦଙ୍କର ପ୍ରାର୍ଥନା । ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର । .::. 2 ତୁମ୍ଭ ଛାମୁରୁ ମୋʼ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ । .::. 3 ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ଵାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁନ୍ତ ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି । .::. 4 ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ଵାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି । .::. 5 ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ । .::. 6 ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ଵର, ତୁମ୍ଭେ ମୋତେ ଉତ୍ତର ଦେବ; ମୋʼ ପ୍ରତି କର୍ଣ୍ଣ ଡେର ଓ ମୋର କଥା ଶୁଣ । .::. 7 ଆହେ ସ୍ଵଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ଵଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର । .::. 8 ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ, .::. 9 ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ । .::. 10 ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି । .::. 11 ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍ କରିବାକୁ ଚାହିଁ ରହିଥାʼନ୍ତି । .::. 12 ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ । .::. 13 ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ଼୍‍ଗ ଦ୍ଵାରା ଦୁଷ୍ଟମାନଙ୍କଠାରୁ ମୋʼ ପ୍ରାଣକୁ ଉଦ୍ଧାର କର; .::. 14 ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ଵାରା ଲୋକମାନଙ୍କ-ଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି । .::. 15 ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References