ଓଡିଆ ବାଇବଲ |
IRVBN
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ପ୍ରଥମ ବଂଶାବଳୀ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
17
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
ରେକର୍ଡଗୁଡିକ
ଗଣନା ପୁସ୍ତକ 4:44 (09 51 am)
ପ୍ରଥମ ବଂଶାବଳୀ 17:0 (09 51 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ପ୍ରଥମ ବଂଶାବଳୀ ଅଧ୍ୟାୟ 17
1
ଅନନ୍ତର ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍- ବକ୍ତାଙ୍କୁ କହିଲେ, ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି ।
2
ତହିଁରେ ନାଥନ ଦାଉଦଙ୍କୁ କହିଲେ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ଵର ତୁମ୍ଭ ସଙ୍ଗରେ ଅଛନ୍ତି ।
3
ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ଵରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
4
ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;
5
କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ଵୁରୁ ସେ ତମ୍ଵୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ ।
6
ଆମ୍ଭେ ସମୁଦାୟ ଇସ୍ରାଏଲ ସହିତ ଯେସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକମାନଙ୍କୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା କରିଥିଲୁ, ଇସ୍ରାଏଲର ଏପରି କୌଣସି ବିଚାରକର୍ତ୍ତାକୁ, ତୁମ୍ଭେମାନେ କିହେତୁ ଆମ୍ଭ ପାଇଁ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କʼଣ ଆମ୍ଭେ କହିଅଛୁ?
7
ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ ।
8
ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା ।
9
ଆଉ ଆମ୍ଭେ ଆପଣା ଇସ୍ରାଏଲ-ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେସମୟାବଧି ଆମୋ.୯:୧୪
10
ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ ନାଶ କରିବେ ନାହିଁ; ଆଉ ଆମ୍ଭେ ତୁମ୍ଭର ସମୁଦାୟ ଶତ୍ରୁଙ୍କୁ ଅବନତ କରିବା । ଆହୁରି ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ ।
11
ପୁଣି ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା ।
12
ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନ; କାଳସ୍ଥାୟୀ କରିବା ।
13
ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି ତୁମ୍ଭ ପୂର୍ବବର୍ତ୍ତୀ ଜନଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;
14
ମାତ୍ର ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନ; କାଳ ସ୍ଥିର କରିବା ଓ ତାହାର ସିଂହାସନ ଅନ; କାଳସ୍ଥାୟୀ ହେବ ।
15
ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ଅନୁସାରେ କଥା କହିଲେ ।
16
ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, ହେ ସଦାପ୍ରଭୁ ପରମେଶ୍ଵରଣ! ମୁଁ କିଏ ଓ ମୋହର ବଂଶ ଅବା କି ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?
17
ତଥାପି ହେ ପରମେଶ୍ଵର! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘ କାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ଵର! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ ।
18
ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ ।
19
ହେ ସଦାପ୍ରଭୋ! ତୁମ୍ଭେ ଏହି ସକଳ ମହତ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ କର୍ମ ସାଧନ କରିଅଛ ।
20
ହେ ସଦାପ୍ରଭୋ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ଵର କେହି ନାହିଁ ।
21
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ ଓ ଭୟାନକ କର୍ମ ଦ୍ଵାରା ତୁମ୍ଭର ନାମ କରିବାକୁ ପରମେଶ୍ଵର ଆଗମନ କରିଥିଲେ ।
22
ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନ; କାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୋ! ତୁମ୍ଭେ ସେମାନଙ୍କର ପରମେଶ୍ଵର ହୋଇଅଛ ।
23
ଏବେ ହେ ସଦାପ୍ରଭୋ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନ; କାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର ।
24
ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର, ସେ ଇସ୍ରାଏଲର ସପକ୍ଷ ପରମେଶ୍ଵର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାପିତ ହୋଇଅଛି, ଏହି କଥା ଦ୍ଵାରା ତୁମ୍ଭର ନାମ ଅନ; କାଳ ସ୍ଥିରୀକୃତ ଓ ମହତ ହେଉ ।
25
କାରଣ ହେ ମୋହର ପରମେଶ୍ଵର! ତୁମ୍ଭେ ମୋʼ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଲା ।
26
ଏବେ ହେ ସଦାପ୍ରଭୋ! ତୁମ୍ଭେ ହିଁ ପରମେଶ୍ଵର, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ ।
27
ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନ; କାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ ହେ ସଦାପ୍ରଭୋଣ! ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନ; କାଳ ଆଶୀର୍ବାଦଯୁକ୍ତ ଅଟେ ।
ପ୍ରଥମ ବଂଶାବଳୀ 17
1. ଅନନ୍ତର ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍- ବକ୍ତାଙ୍କୁ କହିଲେ, ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି । 2. ତହିଁରେ ନାଥନ ଦାଉଦଙ୍କୁ କହିଲେ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ଵର ତୁମ୍ଭ ସଙ୍ଗରେ ଅଛନ୍ତି । 3. ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ଵରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, 4. ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ; 5. କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ଵୁରୁ ସେ ତମ୍ଵୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ । 6. ଆମ୍ଭେ ସମୁଦାୟ ଇସ୍ରାଏଲ ସହିତ ଯେସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକମାନଙ୍କୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା କରିଥିଲୁ, ଇସ୍ରାଏଲର ଏପରି କୌଣସି ବିଚାରକର୍ତ୍ତାକୁ, ତୁମ୍ଭେମାନେ କିହେତୁ ଆମ୍ଭ ପାଇଁ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କʼଣ ଆମ୍ଭେ କହିଅଛୁ? 7. ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ । 8. ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା । 9. ଆଉ ଆମ୍ଭେ ଆପଣା ଇସ୍ରାଏଲ-ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେସମୟାବଧି ଆମୋ.୯:୧୪ 10. ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ ନାଶ କରିବେ ନାହିଁ; ଆଉ ଆମ୍ଭେ ତୁମ୍ଭର ସମୁଦାୟ ଶତ୍ରୁଙ୍କୁ ଅବନତ କରିବା । ଆହୁରି ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ । 11. ପୁଣି ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା । 12. ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନ; କାଳସ୍ଥାୟୀ କରିବା । 13. ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି ତୁମ୍ଭ ପୂର୍ବବର୍ତ୍ତୀ ଜନଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ; 14. ମାତ୍ର ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନ; କାଳ ସ୍ଥିର କରିବା ଓ ତାହାର ସିଂହାସନ ଅନ; କାଳସ୍ଥାୟୀ ହେବ । 15. ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ଅନୁସାରେ କଥା କହିଲେ । 16. ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, ହେ ସଦାପ୍ରଭୁ ପରମେଶ୍ଵରଣ! ମୁଁ କିଏ ଓ ମୋହର ବଂଶ ଅବା କି ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ? 17. ତଥାପି ହେ ପରମେଶ୍ଵର! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘ କାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ଵର! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ । 18. ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ । 19. ହେ ସଦାପ୍ରଭୋ! ତୁମ୍ଭେ ଏହି ସକଳ ମହତ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ କର୍ମ ସାଧନ କରିଅଛ । 20. ହେ ସଦାପ୍ରଭୋ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ଵର କେହି ନାହିଁ । 21. ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ ଓ ଭୟାନକ କର୍ମ ଦ୍ଵାରା ତୁମ୍ଭର ନାମ କରିବାକୁ ପରମେଶ୍ଵର ଆଗମନ କରିଥିଲେ । 22. ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନ; କାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୋ! ତୁମ୍ଭେ ସେମାନଙ୍କର ପରମେଶ୍ଵର ହୋଇଅଛ । 23. ଏବେ ହେ ସଦାପ୍ରଭୋ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନ; କାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର । 24. ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର, ସେ ଇସ୍ରାଏଲର ସପକ୍ଷ ପରମେଶ୍ଵର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାପିତ ହୋଇଅଛି, ଏହି କଥା ଦ୍ଵାରା ତୁମ୍ଭର ନାମ ଅନ; କାଳ ସ୍ଥିରୀକୃତ ଓ ମହତ ହେଉ । 25. କାରଣ ହେ ମୋହର ପରମେଶ୍ଵର! ତୁମ୍ଭେ ମୋʼ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଲା । 26. ଏବେ ହେ ସଦାପ୍ରଭୋ! ତୁମ୍ଭେ ହିଁ ପରମେଶ୍ଵର, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ । 27. ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନ; କାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ ହେ ସଦାପ୍ରଭୋଣ! ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନ; କାଳ ଆଶୀର୍ବାଦଯୁକ୍ତ ଅଟେ ।
ପ୍ରଥମ ବଂଶାବଳୀ ଅଧ୍ୟାୟ 1
ପ୍ରଥମ ବଂଶାବଳୀ ଅଧ୍ୟାୟ 2
ପ୍ରଥମ ବଂଶାବଳୀ ଅଧ୍ୟାୟ 3
ପ୍ରଥମ ବଂଶାବଳୀ ଅଧ୍ୟାୟ 4
ପ୍ରଥମ ବଂଶାବଳୀ ଅଧ୍ୟାୟ 5
ପ୍ରଥମ ବଂଶାବଳୀ ଅଧ୍ୟାୟ 6
ପ୍ରଥମ ବଂଶାବଳୀ ଅଧ୍ୟାୟ 7
ପ୍ରଥମ ବଂଶାବଳୀ ଅଧ୍ୟାୟ 8
ପ୍ରଥମ ବଂଶାବଳୀ ଅଧ୍ୟାୟ 9
ପ୍ରଥମ ବଂଶାବଳୀ ଅଧ୍ୟାୟ 10
ପ୍ରଥମ ବଂଶାବଳୀ ଅଧ୍ୟାୟ 11
ପ୍ରଥମ ବଂଶାବଳୀ ଅଧ୍ୟାୟ 12
ପ୍ରଥମ ବଂଶାବଳୀ ଅଧ୍ୟାୟ 13
ପ୍ରଥମ ବଂଶାବଳୀ ଅଧ୍ୟାୟ 14
ପ୍ରଥମ ବଂଶାବଳୀ ଅଧ୍ୟାୟ 15
ପ୍ରଥମ ବଂଶାବଳୀ ଅଧ୍ୟାୟ 16
ପ୍ରଥମ ବଂଶାବଳୀ ଅଧ୍ୟାୟ 17
ପ୍ରଥମ ବଂଶାବଳୀ ଅଧ୍ୟାୟ 18
ପ୍ରଥମ ବଂଶାବଳୀ ଅଧ୍ୟାୟ 19
ପ୍ରଥମ ବଂଶାବଳୀ ଅଧ୍ୟାୟ 20
ପ୍ରଥମ ବଂଶାବଳୀ ଅଧ୍ୟାୟ 21
ପ୍ରଥମ ବଂଶାବଳୀ ଅଧ୍ୟାୟ 22
ପ୍ରଥମ ବଂଶାବଳୀ ଅଧ୍ୟାୟ 23
ପ୍ରଥମ ବଂଶାବଳୀ ଅଧ୍ୟାୟ 24
ପ୍ରଥମ ବଂଶାବଳୀ ଅଧ୍ୟାୟ 25
ପ୍ରଥମ ବଂଶାବଳୀ ଅଧ୍ୟାୟ 26
ପ୍ରଥମ ବଂଶାବଳୀ ଅଧ୍ୟାୟ 27
ପ୍ରଥମ ବଂଶାବଳୀ ଅଧ୍ୟାୟ 28
ପ୍ରଥମ ବଂଶାବଳୀ ଅଧ୍ୟାୟ 29
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References