ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ପ୍ରଥମ ବଂଶାବଳୀ

ପ୍ରଥମ ବଂଶାବଳୀ ଅଧ୍ୟାୟ 2

1 ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍, ଶିମୀୟୋନ୍, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୁନ୍; 2 ଦାନ, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍ ଓ ଆଶେର୍ । 3 ଯିହୁଦାର ପୁତ୍ରଗଣ; ଯଥା ଏର୍ ଓ ଓନନ୍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍ଶୂୟାଠାରୁ ଜାତ ହୋଇଥିଲେ । ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ । 4 ପୁଣି ଯିହୁଦାର ପୁତ୍ରବଧୁ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା । ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ । 5 ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ୍ । 6 ପୁଣି ସେରହର ସନ୍ତାନ ସିମ୍ରି ଓ ଏଥନ୍ ଓ ହେମନ୍ ଓ କଲ୍‍କୋଲ୍ ଓ ଦେରା; ସର୍ବସୁଦ୍ଧା ପାଞ୍ଚ ଜଣ । 7 କମର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟଲଙ୍ଘନ କରିଥିଲା । 8 ପୁଣି ଏଥନ୍ର ପୁତ୍ର ଅସରୀୟା । 9 ଆଉ ହିଷ୍ରୋଣର ଔରସଜାତ ପୁତ୍ର ଯିରହମେଲ୍ ଓ ରାମ୍ ଓ କାଲୁବାୟ, 10 ପୁଣି ରାମ୍ ଅମ୍ମୀନାଦବକୁ ଜାତ କଲା; ପୁଣି ଅମ୍ମୀନାଦବ୍ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନକୁ ଜାତ କଲା । 11 ଆଉ ନହଶୋନ୍ ସଲ୍ମାକୁ ଜାତ କଲା ଓ ସଲ୍ମା ବୋୟଜକୁ ଜାତ କଲା; 12 ବୋୟଜ ଓବେଦ୍କୁ ଜାତ କଲା, ଓବେଦ୍ ଯିଶୀକି ଜାତ କଲା । 13 ପୁଣି ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବକୁ ଓ ଦ୍ଵିତୀୟ ଅବୀନାଦବକୁ ଓ ତୃତୀୟ ଶମ୍ମକୁ; 14 ଚତୁର୍ଥ ନଥନେଲକୁ, ପଞ୍ଚମ ରଦ୍ଦୟକୁ; 15 ଷଷ୍ଠ ଓତ୍ସମକୁ, ସପ୍ତମ ଦାଉଦଙ୍କୁ ଜାତ କଲା; 16 ପୁଣି ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ । ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ୍, ଏ ତିନି ସରୁୟାର ପୁତ୍ର । 17 ପୁଣି ଅବୀଗଲ ଅମାସାକୁ ଜାତ କଲାନ୍ତଏହି ଅମାସାର ପିତା ଇଶ୍ମାଏଲୀୟ ଯେଥର ଥିଲା । 18 ଆଉ ହିଷ୍ରୋଣର ପୁତ୍ର କାଲେବ୍ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍ ଓ ଅର୍ଦୋନ୍, ଏମାନେ ଅସୂବାର ପୁତ୍ର । 19 ପୁଣି ଅସୂବା ମଲା ଉତ୍ତାରେ କାଲେବ୍ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା । 20 ପୁଣି ହୂର ଊରିକି ଜାତ କଲା ଓ ଊରି ବତ୍ସଲେଲକୁ ଜାତ କଲା । 21 ଏଥିଉତ୍ତାରେ ହିଷ୍ରୋଣ୍ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକି ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା । 22 ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା । 23 ଆଉ ଗଶୂର ଓ ଅରାମ୍ ଯାୟୀରର ଗ୍ରାମସବୁ ସେମାନଙ୍କ ହସ୍ତରୁ ହରଣ କଲେ, ତହିଁ ସଙ୍ଗେ କନାତ୍ ଓ ତହିଁର ଗ୍ରାମ ପ୍ରଭୃତି ଷାଠିଏ ନଗର ନେଲେ । ଏସମସ୍ତେ ଗିଲୀୟଦର ପିତା ମାଖୀରର ସନ୍ତାନ ଥିଲେ । 24 ପୁଣି ହିଷ୍ରୋଣ କାଲେବ୍-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟାହ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା । 25 ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍, ତହିଁ ଉତ୍ତାରେ ବୂନା ଓ ଓରଣ ଓ ଓତ୍ସମ୍ ଓ ଅହୀୟ । 26 ପୁଣି ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମର ମାତା । 27 ଆଉ ଯିରହମେଲର ପ୍ରଥମଜାତ ଅରାମର ପୁତ୍ର ମାଷ୍ ଓ ଯାମୀନ୍ ଓ ଏକର । 28 ଆଉ ଓନମର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍ ଓ ଅବୀଶୂର । 29 ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ୍ ଓ ସେ ତାହାର ଔରସରେ ଅହବାନ୍ ଓ ମୋଲୀଦକୁ ଜାତ କଲା । 30 ପୁଣି ନାଦବର ପୁତ୍ର ସେଲଦ୍ ଓ ଅପ୍ପୟିମ୍; ମାତ୍ର ସେଲଦ୍ ନିଃସନ୍ତାନ ହୋଇ ମଲା । 31 ଆଉ ଅପ୍ପୟିମର ପୁତ୍ର ଯିଶୟି, ପୁଣି ଯିଶୟିର ପୁତ୍ର ଶେଶନ୍ । ଶେଶନ୍ର ପୁତ୍ର ଅହଲୟ । 32 ପୁଣି ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ୍; ଯେଥର ନିଃସନ୍ତାନ ହୋଇ ମଲା । 33 ପୁଣି ଯୋନାଥନ୍ର ପୁତ୍ର ପେଲତ୍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ । 34 ଶେଶନ୍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ । ପୁଣି ଶେଶନ୍ର ଜଣେ ମିସ୍ରୀୟ ଦାସ ଥିଲା, ତାହାର ନାମ ଯାର୍ହା । 35 ଆଉ ଶେଶନ୍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରରେ ଅତ୍ତୟକୁ ଯାତ କଲା । 36 ପୁଣି ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦକୁ ଜାତ କଲା, 37 ସାବଦ୍ ଇଫ୍ଲଲକୁ ଜାତ କଲା ଓ ଇଫ୍ଲଲ ଓବେଦ୍କୁ ଜାତ କଲା; 38 ଓବେଦ୍ ଯେହୂକୁ ଜାତ କଲା ଓ ଯେହୂ ଅସରୀୟକୁ ଜାତ କଲା; 39 ପୁଣି ଅସରୀୟ ହେଲସ୍କୁ ଜାତ କଲା ଓ ହେଲସ୍ ଇଲୀୟାସାକୁ ଜାତ କଲା; 40 ପୁଣି ଇଲୀୟାସା ସିସମୟକୁ ଜାତ କଲା ଓ ସିସମୟ ଶଲ୍ଲୁମ୍କୁ ଜାତ କଲା; 41 ଶଲ୍ଲୁମ୍ ଯିକମୀୟକୁ ଜାତ କଲା ଓ ଯିକମୀୟ ଇଲୀଶାମାକୁ ଜାତ କଲା । 42 ଯିରହମେଲର ଭ୍ରାତା କାଲେବ୍ର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମୋଶା ସୀଫ୍ର ପିତା ଥିଲା; ପୁଣି ହିବ୍ରୋଣର ପିତା ମାରେଶାର ପୁତ୍ରଗଣ । 43 ଆଉ ହିବ୍ରୋଣର ପୁତ୍ର କୋରହ ଓ ତପୂହ ଓ ରେକମ୍, ଶେମା । 44 ପୁଣି ଶେମା ଯର୍କିୟମର ପିତା ରହମକୁ ଜାତ କଲା ଓ ରେକମ୍ ଶମ୍ମୟକୁ ଜାତ କଲା । 45 ଆଉ ଶମ୍ମୟର ପୁତ୍ର ମାୟୋନ୍; ମାୟୋନ୍ ବୈଥ୍ସୂରର ପିତା ଥିଲା । 46 ପୁଣି କାଲେବ୍ର ଉପପନିୀ ଐଫା ହାରଣକୁ ଓ ମୋତ୍ସାକୁ ଓ ଗାସେସକୁ ଜାତ କଲା । 47 ଆଉ ଯେହଦୟର ପୁତ୍ର ରେଗମ୍ ଓ ଯୋଥମ୍ ଓ ଗେଶନ୍ ଓ ପେଲଟ ଓ ଐଫା ଓ ଶାଫ୍ । 48 ପୁଣି କାଲେବ୍ର ଉପପନିୀ ମାଖା ଶେବରକୁ ଓ ତିର୍ହନଃକୁ ପ୍ରସବ କଲା । 49 ଆହୁରି ସେ ମଦ୍ମନ୍ନାର ପିତା ଶାଫ୍କୁ, ମଗ୍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଆକ୍ଷା କାଲେବ୍ର କନ୍ୟା ଥିଲା । 50 କାଲେବ୍ର ସନ୍ତାନଗଣ; ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍ କିରୀୟତ୍-ଯିୟାରୀମ୍ର ପିତା; 51 ଶଲ୍ମ ବୈଥ୍ଲେହମ୍ର ପିତା, ହାରେଫ୍ ବୈଥ୍ଗାଦରର ପିତା; 52 ଆଉ କିରୀୟତ୍-ଯିୟାରୀମ୍ର ପିତା ଶୋବଲର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ । 53 ଆଉ କିରୀୟତ୍-ଯିୟାରୀମ୍ର ଗୋଷ୍ଠୀ; ଯିତ୍ରୀୟ ଓ ପୂଥୀୟ ଓ ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ । 54 ଶଲ୍ମର ସନ୍ତାନଗଣ; ଯଥା, ବୈଥ୍ଲେହେମ୍ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍-ଯୋୟାବ ଓ ମନହୋତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ । 55 ଆଉ ଯାବେସ୍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ । ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତଠାରୁ ଉତ୍ପନ୍ନ କୀନୀୟ ଲୋକ ।
1. ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍, ଶିମୀୟୋନ୍, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୁନ୍; 2. ଦାନ, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍ ଓ ଆଶେର୍ । 3. ଯିହୁଦାର ପୁତ୍ରଗଣ; ଯଥା ଏର୍ ଓ ଓନନ୍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍ଶୂୟାଠାରୁ ଜାତ ହୋଇଥିଲେ । ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ । 4. ପୁଣି ଯିହୁଦାର ପୁତ୍ରବଧୁ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା । ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ । 5. ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ୍ । 6. ପୁଣି ସେରହର ସନ୍ତାନ ସିମ୍ରି ଓ ଏଥନ୍ ଓ ହେମନ୍ ଓ କଲ୍‍କୋଲ୍ ଓ ଦେରା; ସର୍ବସୁଦ୍ଧା ପାଞ୍ଚ ଜଣ । 7. କମର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟଲଙ୍ଘନ କରିଥିଲା । 8. ପୁଣି ଏଥନ୍ର ପୁତ୍ର ଅସରୀୟା । 9. ଆଉ ହିଷ୍ରୋଣର ଔରସଜାତ ପୁତ୍ର ଯିରହମେଲ୍ ଓ ରାମ୍ ଓ କାଲୁବାୟ, 10. ପୁଣି ରାମ୍ ଅମ୍ମୀନାଦବକୁ ଜାତ କଲା; ପୁଣି ଅମ୍ମୀନାଦବ୍ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନକୁ ଜାତ କଲା । 11. ଆଉ ନହଶୋନ୍ ସଲ୍ମାକୁ ଜାତ କଲା ଓ ସଲ୍ମା ବୋୟଜକୁ ଜାତ କଲା; 12. ବୋୟଜ ଓବେଦ୍କୁ ଜାତ କଲା, ଓବେଦ୍ ଯିଶୀକି ଜାତ କଲା । 13. ପୁଣି ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବକୁ ଓ ଦ୍ଵିତୀୟ ଅବୀନାଦବକୁ ଓ ତୃତୀୟ ଶମ୍ମକୁ; 14. ଚତୁର୍ଥ ନଥନେଲକୁ, ପଞ୍ଚମ ରଦ୍ଦୟକୁ; 15. ଷଷ୍ଠ ଓତ୍ସମକୁ, ସପ୍ତମ ଦାଉଦଙ୍କୁ ଜାତ କଲା; 16. ପୁଣି ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ । ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ୍, ଏ ତିନି ସରୁୟାର ପୁତ୍ର । 17. ପୁଣି ଅବୀଗଲ ଅମାସାକୁ ଜାତ କଲାନ୍ତଏହି ଅମାସାର ପିତା ଇଶ୍ମାଏଲୀୟ ଯେଥର ଥିଲା । 18. ଆଉ ହିଷ୍ରୋଣର ପୁତ୍ର କାଲେବ୍ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍ ଓ ଅର୍ଦୋନ୍, ଏମାନେ ଅସୂବାର ପୁତ୍ର । 19. ପୁଣି ଅସୂବା ମଲା ଉତ୍ତାରେ କାଲେବ୍ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା । 20. ପୁଣି ହୂର ଊରିକି ଜାତ କଲା ଓ ଊରି ବତ୍ସଲେଲକୁ ଜାତ କଲା । 21. ଏଥିଉତ୍ତାରେ ହିଷ୍ରୋଣ୍ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକି ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା । 22. ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା । 23. ଆଉ ଗଶୂର ଓ ଅରାମ୍ ଯାୟୀରର ଗ୍ରାମସବୁ ସେମାନଙ୍କ ହସ୍ତରୁ ହରଣ କଲେ, ତହିଁ ସଙ୍ଗେ କନାତ୍ ଓ ତହିଁର ଗ୍ରାମ ପ୍ରଭୃତି ଷାଠିଏ ନଗର ନେଲେ । ଏସମସ୍ତେ ଗିଲୀୟଦର ପିତା ମାଖୀରର ସନ୍ତାନ ଥିଲେ । 24. ପୁଣି ହିଷ୍ରୋଣ କାଲେବ୍-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟାହ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା । 25. ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍, ତହିଁ ଉତ୍ତାରେ ବୂନା ଓ ଓରଣ ଓ ଓତ୍ସମ୍ ଓ ଅହୀୟ । 26. ପୁଣି ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମର ମାତା । 27. ଆଉ ଯିରହମେଲର ପ୍ରଥମଜାତ ଅରାମର ପୁତ୍ର ମାଷ୍ ଓ ଯାମୀନ୍ ଓ ଏକର । 28. ଆଉ ଓନମର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍ ଓ ଅବୀଶୂର । 29. ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ୍ ଓ ସେ ତାହାର ଔରସରେ ଅହବାନ୍ ଓ ମୋଲୀଦକୁ ଜାତ କଲା । 30. ପୁଣି ନାଦବର ପୁତ୍ର ସେଲଦ୍ ଓ ଅପ୍ପୟିମ୍; ମାତ୍ର ସେଲଦ୍ ନିଃସନ୍ତାନ ହୋଇ ମଲା । 31. ଆଉ ଅପ୍ପୟିମର ପୁତ୍ର ଯିଶୟି, ପୁଣି ଯିଶୟିର ପୁତ୍ର ଶେଶନ୍ । ଶେଶନ୍ର ପୁତ୍ର ଅହଲୟ । 32. ପୁଣି ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ୍; ଯେଥର ନିଃସନ୍ତାନ ହୋଇ ମଲା । 33. ପୁଣି ଯୋନାଥନ୍ର ପୁତ୍ର ପେଲତ୍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ । 34. ଶେଶନ୍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ । ପୁଣି ଶେଶନ୍ର ଜଣେ ମିସ୍ରୀୟ ଦାସ ଥିଲା, ତାହାର ନାମ ଯାର୍ହା । 35. ଆଉ ଶେଶନ୍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରରେ ଅତ୍ତୟକୁ ଯାତ କଲା । 36. ପୁଣି ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦକୁ ଜାତ କଲା, 37. ସାବଦ୍ ଇଫ୍ଲଲକୁ ଜାତ କଲା ଓ ଇଫ୍ଲଲ ଓବେଦ୍କୁ ଜାତ କଲା; 38. ଓବେଦ୍ ଯେହୂକୁ ଜାତ କଲା ଓ ଯେହୂ ଅସରୀୟକୁ ଜାତ କଲା; 39. ପୁଣି ଅସରୀୟ ହେଲସ୍କୁ ଜାତ କଲା ଓ ହେଲସ୍ ଇଲୀୟାସାକୁ ଜାତ କଲା; 40. ପୁଣି ଇଲୀୟାସା ସିସମୟକୁ ଜାତ କଲା ଓ ସିସମୟ ଶଲ୍ଲୁମ୍କୁ ଜାତ କଲା; 41. ଶଲ୍ଲୁମ୍ ଯିକମୀୟକୁ ଜାତ କଲା ଓ ଯିକମୀୟ ଇଲୀଶାମାକୁ ଜାତ କଲା । 42. ଯିରହମେଲର ଭ୍ରାତା କାଲେବ୍ର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମୋଶା ସୀଫ୍ର ପିତା ଥିଲା; ପୁଣି ହିବ୍ରୋଣର ପିତା ମାରେଶାର ପୁତ୍ରଗଣ । 43. ଆଉ ହିବ୍ରୋଣର ପୁତ୍ର କୋରହ ଓ ତପୂହ ଓ ରେକମ୍, ଶେମା । 44. ପୁଣି ଶେମା ଯର୍କିୟମର ପିତା ରହମକୁ ଜାତ କଲା ଓ ରେକମ୍ ଶମ୍ମୟକୁ ଜାତ କଲା । 45. ଆଉ ଶମ୍ମୟର ପୁତ୍ର ମାୟୋନ୍; ମାୟୋନ୍ ବୈଥ୍ସୂରର ପିତା ଥିଲା । 46. ପୁଣି କାଲେବ୍ର ଉପପନିୀ ଐଫା ହାରଣକୁ ଓ ମୋତ୍ସାକୁ ଓ ଗାସେସକୁ ଜାତ କଲା । 47. ଆଉ ଯେହଦୟର ପୁତ୍ର ରେଗମ୍ ଓ ଯୋଥମ୍ ଓ ଗେଶନ୍ ଓ ପେଲଟ ଓ ଐଫା ଓ ଶାଫ୍ । 48. ପୁଣି କାଲେବ୍ର ଉପପନିୀ ମାଖା ଶେବରକୁ ଓ ତିର୍ହନଃକୁ ପ୍ରସବ କଲା । 49. ଆହୁରି ସେ ମଦ୍ମନ୍ନାର ପିତା ଶାଫ୍କୁ, ମଗ୍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଆକ୍ଷା କାଲେବ୍ର କନ୍ୟା ଥିଲା । 50. କାଲେବ୍ର ସନ୍ତାନଗଣ; ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍ କିରୀୟତ୍-ଯିୟାରୀମ୍ର ପିତା; 51. ଶଲ୍ମ ବୈଥ୍ଲେହମ୍ର ପିତା, ହାରେଫ୍ ବୈଥ୍ଗାଦରର ପିତା; 52. ଆଉ କିରୀୟତ୍-ଯିୟାରୀମ୍ର ପିତା ଶୋବଲର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ । 53. ଆଉ କିରୀୟତ୍-ଯିୟାରୀମ୍ର ଗୋଷ୍ଠୀ; ଯିତ୍ରୀୟ ଓ ପୂଥୀୟ ଓ ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ । 54. ଶଲ୍ମର ସନ୍ତାନଗଣ; ଯଥା, ବୈଥ୍ଲେହେମ୍ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍-ଯୋୟାବ ଓ ମନହୋତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ । 55. ଆଉ ଯାବେସ୍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ । ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତଠାରୁ ଉତ୍ପନ୍ନ କୀନୀୟ ଲୋକ ।
  • ପ୍ରଥମ ବଂଶାବଳୀ ଅଧ୍ୟାୟ 1  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 2  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 3  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 4  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 5  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 6  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 7  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 8  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 9  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 10  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 11  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 12  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 13  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 14  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 15  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 16  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 17  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 18  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 19  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 20  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 21  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 22  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 23  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 24  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 25  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 26  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 27  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 28  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 29  
×

Alert

×

Oriya Letters Keypad References