ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 84

1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ । ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମଣ! 2 ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ଵରଙ୍କ ନିମନ୍ତେ ଡକା ଛାଡ଼ଇ । 3 ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ଓ ମୋହର ପରମେଶ୍ଵର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ, 4 ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ । [ସେଲା 5 ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ । 6 ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ । 7 ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି । 8 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ଵର, କର୍ଣ୍ଣପାତ କର । [ସେଲା 9 ହେ ଆମ୍ଭମାନଙ୍କ ଢାଲ ସ୍ଵରୂପ ପରମେଶ୍ଵର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ । 10 କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ଵୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ଵରଙ୍କ ଗୃହରେ ଦ୍ଵାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ । 11 କାରଣ ସଦାପ୍ରଭୁ ପରମେଶ୍ଵର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ । 12 ହେ ସୈନ୍ୟାଧିପତି ପରମେଶ୍ଵର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ । ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମଣ! 2. ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ଵରଙ୍କ ନିମନ୍ତେ ଡକା ଛାଡ଼ଇ । 3. ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ଓ ମୋହର ପରମେଶ୍ଵର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ, 4. ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ । [ସେଲା 5. ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ । 6. ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ । 7. ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି । 8. ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ଵର, କର୍ଣ୍ଣପାତ କର । [ସେଲା 9. ହେ ଆମ୍ଭମାନଙ୍କ ଢାଲ ସ୍ଵରୂପ ପରମେଶ୍ଵର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ । 10. କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ଵୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ଵରଙ୍କ ଗୃହରେ ଦ୍ଵାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ । 11. କାରଣ ସଦାପ୍ରଭୁ ପରମେଶ୍ଵର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ । 12. ହେ ସୈନ୍ୟାଧିପତି ପରମେଶ୍ଵର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References