ଓଡିଆ ବାଇବଲ |
IRVBN
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
12
1
2
3
4
5
6
7
8
9
10
11
12
13
14
15
16
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
ରେକର୍ଡଗୁଡିକ
ଆଦି ପୁସ୍ତକ 38:18 (07 50 am)
ହିତୋପଦେଶ 14:22 (07 50 am)
ପ୍ରଥମ ବଂଶାବଳୀ 11:34 (07 50 am)
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:0 (07 50 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 12
1
ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ଵରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା ।
2
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ଵରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ଵାରା ପରିବର୍ତ୍ତିତ ହୁଅ ।
3
କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ଵର ଯାହାକୁ ଯେ ପରିମାଣରେ ବିଶ୍ଵାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର ।
4
କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗ-ପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକପ୍ରକାର ନୁହେଁ,
5
ସେହିପରି ଅନେକ ଯେ ଆମ୍ଭେମାନେ, ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ ।
6
ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ଵାସର ପରିମାଣ ଅନୁସାରେ ଭାବବାଣୀ କହୁ;
7
କିମ୍ଵା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;
8
ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ଵାବଧାନ କରେ, ସେ ଯନି ସହକାରେ ତତ୍ତ୍ଵାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ ।
9
ପ୍ରେମ ନିଷ୍କପଟ ହେଉ । ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
10
ଭ୍ରାତୃପ୍ରେମରେ ପରସ୍ପର ପ୍ରତି ସ୍ନେହଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
11
ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
12
ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ; ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ;
13
ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ-ସତ୍କାରରେ ବ୍ରତୀ ହୁଅ ।
14
ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ ।
15
ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର ।
16
ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ ।
17
ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;
18
ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ ।
19
ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, ‘ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବାʼ ।
20
ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାʼର ମସ୍ତକ ଉପରେ ଜ୍ଵଳନ୍ତା ଅଙ୍ଗାର ଗଦା କରିବ ।
21
କୁକ୍ରିୟାରେ ପରାଜିତ ନ ହୋଇ ସୁକ୍ରିୟାରେ କୁକ୍ରିୟାକୁ ପରାଜୟ କର ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12
1. ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ଵରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା । 2. ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ଵରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ଵାରା ପରିବର୍ତ୍ତିତ ହୁଅ । 3. କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ଵର ଯାହାକୁ ଯେ ପରିମାଣରେ ବିଶ୍ଵାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର । 4. କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗ-ପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକପ୍ରକାର ନୁହେଁ, 5. ସେହିପରି ଅନେକ ଯେ ଆମ୍ଭେମାନେ, ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ । 6. ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ଵାସର ପରିମାଣ ଅନୁସାରେ ଭାବବାଣୀ କହୁ; 7. କିମ୍ଵା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ; 8. ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ଵାବଧାନ କରେ, ସେ ଯନି ସହକାରେ ତତ୍ତ୍ଵାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ । 9. ପ୍ରେମ ନିଷ୍କପଟ ହେଉ । ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ; 10. ଭ୍ରାତୃପ୍ରେମରେ ପରସ୍ପର ପ୍ରତି ସ୍ନେହଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର; 11. ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର; 12. ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ; ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ; 13. ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ-ସତ୍କାରରେ ବ୍ରତୀ ହୁଅ । 14. ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ । 15. ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର । 16. ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ । 17. ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର; 18. ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ । 19. ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, ‘ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବାʼ । 20. ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାʼର ମସ୍ତକ ଉପରେ ଜ୍ଵଳନ୍ତା ଅଙ୍ଗାର ଗଦା କରିବ । 21. କୁକ୍ରିୟାରେ ପରାଜିତ ନ ହୋଇ ସୁକ୍ରିୟାରେ କୁକ୍ରିୟାକୁ ପରାଜୟ କର ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 1
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 2
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 3
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 4
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 5
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 6
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 7
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 8
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 9
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 10
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 11
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 12
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 13
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 14
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 15
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 16
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References