ଓଡିଆ ବାଇବଲ |
IRVHI
ORV
IRVOR
ଲେବୀୟ ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
5
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
:
ରେକର୍ଡଗୁଡିକ
ଗୀତସଂହିତା 59:0 (04 21 pm)
ଯିଶାଇୟ 50:0 (04 21 pm)
ଗୀତସଂହିତା 82:0 (04 21 pm)
ଲେବୀୟ ପୁସ୍ତକ 7:0 (04 21 pm)
ଗୀତସଂହିତା 89:0 (04 21 pm)
ଗୀତସଂହିତା 18:0 (04 21 pm)
ଗୀତସଂହିତା 97:0 (04 21 pm)
ରେରିତମାନଙ୍କ କାର୍ଯ୍ୟର ବିବରଣ 25:0 (04 21 pm)
ଗୀତସଂହିତା 94:0 (04 21 pm)
ରେରିତମାନଙ୍କ କାର୍ଯ୍ୟର ବିବରଣ 27:0 (04 21 pm)
ଯିହୋଶୂୟ 6:0 (04 21 pm)
ଲେବୀୟ ପୁସ୍ତକ 9:0 (04 21 pm)
ଗୀତସଂହିତା 77:0 (04 21 pm)
ଯିରିମିୟ 51:0 (04 21 pm)
ଗୀତସଂହିତା 65:0 (04 21 pm)
ଗୀତସଂହିତା 36:0 (04 21 pm)
ଲେବୀୟ ପୁସ୍ତକ 5:0 (04 21 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଲେବୀୟ ପୁସ୍ତକ ଅଧ୍ୟାୟ 5
1
ଆଉ, ଯେବେ କୌଣସି ପ୍ରାଣୀ ସାକ୍ଷୀ ହୋଇ ରାଣ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବହିବ ।
2
ଅବା ଯେବେ କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ ।
3
କିଅବା ଯେବେ ସେ ମନୁଷ୍ୟର ଅଶୌଚକାରୀ କୌଣସି ଦ୍ରବ୍ୟ, ଅର୍ଥାତ୍, ଯଦ୍ଦ୍ଵାରା ମନୁଷ୍ୟ ଅଶୁଚି ହୁଏ, ଏପରି କିଛି ଦ୍ରବ୍ୟ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ, ତେବେ ସେ ତାହା ଜ୍ଞାତ ହେଲେ ଦୋଷୀ ହେବ ।
4
ଅଥବା କେହି ଯେବେ ମନ୍ଦ କରିବାକୁ କି ଭଲ କରିବାକୁ ବାଚାଳତାପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବାଚାଳତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ ।
5
ପୁଣି ଉକ୍ତ କୌଣସି ଏକ ବିଷୟରେ ସେ ଦୋଷୀ ହେଲେ, ଆପଣାର ସେହି କୃତ ପାପ ସ୍ଵୀକାର କରିବା ତାହାର କର୍ତ୍ତବ୍ୟ ।
6
ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ଛାମୁକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
7
ଆଉ, ସେ ଯେବେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ ଘୁଘୁ ବା ଦୁଇ କାପ୍ତାଛୁଆ ଆଣି ତହିଁରୁ ଗୋଟିକି ପାପ ନିମନ୍ତେ ଓ ଅନ୍ୟଟିକି ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
8
ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ତ ମୋଡ଼ିବ, ମାତ୍ର ଦୁଇ ଖଣ୍ତ କରିବ ନାହିଁ ।
9
ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ଵରେ ଛିଞ୍ଚିବ, ପୁଣି ଅବଶିଷ୍ଟ ରକ୍ତ ସବୁ ବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ ।
10
ତହିଁ ଉତ୍ତାରୁ ସେ ବିଧିମତେ ଅନ୍ୟଟିକି ହୋମାର୍ଥେ ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
11
ମାତ୍ର ସେ ଯେବେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ ।
12
ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ ।
13
ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ-ନୈବେଦ୍ୟ ତୁଲ୍ୟ ଯାଜକର ହେବ ।
14
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
15
କେହି ଯେବେ ସତ୍ୟ ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭ୍ରାନ୍ତିରେ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁ; ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
16
ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ଛଡ଼ା ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ଵାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
17
ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯେବେ କୌଣସି ପ୍ରାଣୀ ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବହିବ ।
18
ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁ; ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭ୍ରାନ୍ତିରେ ଭ୍ରାନ୍ତ ହେଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
19
ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତା; ଦୋଷୀ ।
ଲେବୀୟ ପୁସ୍ତକ 5
1. ଆଉ, ଯେବେ କୌଣସି ପ୍ରାଣୀ ସାକ୍ଷୀ ହୋଇ ରାଣ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବହିବ । 2. ଅବା ଯେବେ କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ । 3. କିଅବା ଯେବେ ସେ ମନୁଷ୍ୟର ଅଶୌଚକାରୀ କୌଣସି ଦ୍ରବ୍ୟ, ଅର୍ଥାତ୍, ଯଦ୍ଦ୍ଵାରା ମନୁଷ୍ୟ ଅଶୁଚି ହୁଏ, ଏପରି କିଛି ଦ୍ରବ୍ୟ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ, ତେବେ ସେ ତାହା ଜ୍ଞାତ ହେଲେ ଦୋଷୀ ହେବ । 4. ଅଥବା କେହି ଯେବେ ମନ୍ଦ କରିବାକୁ କି ଭଲ କରିବାକୁ ବାଚାଳତାପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବାଚାଳତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ । 5. ପୁଣି ଉକ୍ତ କୌଣସି ଏକ ବିଷୟରେ ସେ ଦୋଷୀ ହେଲେ, ଆପଣାର ସେହି କୃତ ପାପ ସ୍ଵୀକାର କରିବା ତାହାର କର୍ତ୍ତବ୍ୟ । 6. ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ଛାମୁକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ । 7. ଆଉ, ସେ ଯେବେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ ଘୁଘୁ ବା ଦୁଇ କାପ୍ତାଛୁଆ ଆଣି ତହିଁରୁ ଗୋଟିକି ପାପ ନିମନ୍ତେ ଓ ଅନ୍ୟଟିକି ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ । 8. ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ତ ମୋଡ଼ିବ, ମାତ୍ର ଦୁଇ ଖଣ୍ତ କରିବ ନାହିଁ । 9. ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ଵରେ ଛିଞ୍ଚିବ, ପୁଣି ଅବଶିଷ୍ଟ ରକ୍ତ ସବୁ ବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ । 10. ତହିଁ ଉତ୍ତାରୁ ସେ ବିଧିମତେ ଅନ୍ୟଟିକି ହୋମାର୍ଥେ ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ । 11. ମାତ୍ର ସେ ଯେବେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ । 12. ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ । 13. ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ-ନୈବେଦ୍ୟ ତୁଲ୍ୟ ଯାଜକର ହେବ । 14. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 15. କେହି ଯେବେ ସତ୍ୟ ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭ୍ରାନ୍ତିରେ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁ; ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ । 16. ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ଛଡ଼ା ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ଵାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ । 17. ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯେବେ କୌଣସି ପ୍ରାଣୀ ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବହିବ । 18. ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁ; ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭ୍ରାନ୍ତିରେ ଭ୍ରାନ୍ତ ହେଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ । 19. ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତା; ଦୋଷୀ ।
ଲେବୀୟ ପୁସ୍ତକ ଅଧ୍ୟାୟ 1
ଲେବୀୟ ପୁସ୍ତକ ଅଧ୍ୟାୟ 2
ଲେବୀୟ ପୁସ୍ତକ ଅଧ୍ୟାୟ 3
ଲେବୀୟ ପୁସ୍ତକ ଅଧ୍ୟାୟ 4
ଲେବୀୟ ପୁସ୍ତକ ଅଧ୍ୟାୟ 5
ଲେବୀୟ ପୁସ୍ତକ ଅଧ୍ୟାୟ 6
ଲେବୀୟ ପୁସ୍ତକ ଅଧ୍ୟାୟ 7
ଲେବୀୟ ପୁସ୍ତକ ଅଧ୍ୟାୟ 8
ଲେବୀୟ ପୁସ୍ତକ ଅଧ୍ୟାୟ 9
ଲେବୀୟ ପୁସ୍ତକ ଅଧ୍ୟାୟ 10
ଲେବୀୟ ପୁସ୍ତକ ଅଧ୍ୟାୟ 11
ଲେବୀୟ ପୁସ୍ତକ ଅଧ୍ୟାୟ 12
ଲେବୀୟ ପୁସ୍ତକ ଅଧ୍ୟାୟ 13
ଲେବୀୟ ପୁସ୍ତକ ଅଧ୍ୟାୟ 14
ଲେବୀୟ ପୁସ୍ତକ ଅଧ୍ୟାୟ 15
ଲେବୀୟ ପୁସ୍ତକ ଅଧ୍ୟାୟ 16
ଲେବୀୟ ପୁସ୍ତକ ଅଧ୍ୟାୟ 17
ଲେବୀୟ ପୁସ୍ତକ ଅଧ୍ୟାୟ 18
ଲେବୀୟ ପୁସ୍ତକ ଅଧ୍ୟାୟ 19
ଲେବୀୟ ପୁସ୍ତକ ଅଧ୍ୟାୟ 20
ଲେବୀୟ ପୁସ୍ତକ ଅଧ୍ୟାୟ 21
ଲେବୀୟ ପୁସ୍ତକ ଅଧ୍ୟାୟ 22
ଲେବୀୟ ପୁସ୍ତକ ଅଧ୍ୟାୟ 23
ଲେବୀୟ ପୁସ୍ତକ ଅଧ୍ୟାୟ 24
ଲେବୀୟ ପୁସ୍ତକ ଅଧ୍ୟାୟ 25
ଲେବୀୟ ପୁସ୍ତକ ଅଧ୍ୟାୟ 26
ଲେବୀୟ ପୁସ୍ତକ ଅଧ୍ୟାୟ 27
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References