ଓଡିଆ ବାଇବଲ |
IRVHI
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1
1
2
3
4
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
ରେକର୍ଡଗୁଡିକ
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:0 (01 18 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 1
1
ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ଲେଖୁଅଛନ୍ତି;
2
ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ-ଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।
3
ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଇଥାଏ ।
4
ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ
5
ତୁମ୍ଭସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି;
6
କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ ରୂପେ ବିଶ୍ଵାସ କରେ;
7
ଆଉ ତୁମ୍ଭସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି ।
8
କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭସମସ୍ତଙ୍କ ନିମନ୍ତେ କିପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ଵର ମୋହର ସାକ୍ଷୀ ।
9
ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,
10
ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି ଈଶ୍ଵରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଧାର୍ମିକତାର ଯେଉଁ ଫଳ,
11
ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ ।
12
ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;
13
ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କନିକଟରେ ପ୍ରକାଶିତ ହେଲା;
14
ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ଵାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ଵରଙ୍କ ବାକ୍ୟ କହିବା ନିମନ୍ତେ ଅତ୍ୟୁତ୍ସୁକଭାବେ ସାହସୀ ହୋଇଅଛନ୍ତି ।
15
କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସଦ୍ଭାବରେ ତାହା କରୁଅଛନ୍ତି;
16
ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,
17
କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ଵାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି ।
18
ସେଥିରେ ବା କଅଣ? କପଟ ଭାବରେ ହେଉ ବା ସରଳ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି ।
19
କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ଵାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,
20
ଏ ସମ୍ଵନ୍ଧରେ ମୋହର ଏକା; ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ଵିତ କରିବି ।
21
କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି ମୃତ୍ୟୁଭୋଗ ଲାଭଜନକ ।
22
କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ ।
23
ମୁଁ ଦୁଇଟି ବିଷୟ ଘେନି ମହାସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;
24
ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ ।
25
ଆଉ ମୁଁ ଦୃଢ଼ ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ଵାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭସମସ୍ତଙ୍କ ସହିତ ରହିବି,
26
ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ଵାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ ।
27
ମୋହର ଏହିମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ଵରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ଵାସ ନିମନ୍ତେ ଏକ ପ୍ରାଣରେ ଏକ ସଙ୍ଗରେ ଉଦ୍ୟମ କରୁଅଛ,
28
ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ଵାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶର, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ଵରଦତ୍ତ ଏକ ଲକ୍ଷଣ;
29
କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ଵାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦତ୍ତ ହୋଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦତ୍ତ ହୋଇଅଛି;
30
ଆଉ ମୋତେ ଯେଉଁପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1
1. ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ଲେଖୁଅଛନ୍ତି; 2. ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ-ଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ । 3. ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଇଥାଏ । 4. ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ 5. ତୁମ୍ଭସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି; 6. କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ ରୂପେ ବିଶ୍ଵାସ କରେ; 7. ଆଉ ତୁମ୍ଭସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି । 8. କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭସମସ୍ତଙ୍କ ନିମନ୍ତେ କିପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ଵର ମୋହର ସାକ୍ଷୀ । 9. ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ, 10. ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି ଈଶ୍ଵରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଧାର୍ମିକତାର ଯେଉଁ ଫଳ, 11. ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ । 12. ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ; 13. ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କନିକଟରେ ପ୍ରକାଶିତ ହେଲା; 14. ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ଵାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ଵରଙ୍କ ବାକ୍ୟ କହିବା ନିମନ୍ତେ ଅତ୍ୟୁତ୍ସୁକଭାବେ ସାହସୀ ହୋଇଅଛନ୍ତି । 15. କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସଦ୍ଭାବରେ ତାହା କରୁଅଛନ୍ତି; 16. ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି, 17. କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ଵାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି । 18. ସେଥିରେ ବା କଅଣ? କପଟ ଭାବରେ ହେଉ ବା ସରଳ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି । 19. କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ଵାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ, 20. ଏ ସମ୍ଵନ୍ଧରେ ମୋହର ଏକା; ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ଵିତ କରିବି । 21. କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି ମୃତ୍ୟୁଭୋଗ ଲାଭଜନକ । 22. କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ । 23. ମୁଁ ଦୁଇଟି ବିଷୟ ଘେନି ମହାସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର; 24. ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ । 25. ଆଉ ମୁଁ ଦୃଢ଼ ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ଵାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭସମସ୍ତଙ୍କ ସହିତ ରହିବି, 26. ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ଵାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ । 27. ମୋହର ଏହିମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ଵରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ଵାସ ନିମନ୍ତେ ଏକ ପ୍ରାଣରେ ଏକ ସଙ୍ଗରେ ଉଦ୍ୟମ କରୁଅଛ, 28. ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ଵାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶର, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ଵରଦତ୍ତ ଏକ ଲକ୍ଷଣ; 29. କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ଵାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦତ୍ତ ହୋଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦତ୍ତ ହୋଇଅଛି; 30. ଆଉ ମୋତେ ଯେଉଁପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 1
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 2
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 3
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 4
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References