ଓଡିଆ ବାଇବଲ |
IRVHI
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ରୂତର ବିବରଣ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
2
1
2
3
4
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
ରେକର୍ଡଗୁଡିକ
ରୂତର ବିବରଣ 2:0 (01 34 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ରୂତର ବିବରଣ ଅଧ୍ୟାୟ 2
1
ନୟମୀର ସ୍ଵାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଏକ ଜଣ ମହାବିକ୍ରମଶାଳୀ ଜ୍ଞାତି ଥିଲା ।
2
ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଶ୍ଚାତ୍ ପଶ୍ଚାତ୍ ଶସ୍ୟଶିଷା ସାଉଣ୍ଟିବି; ତହିଁରେ ସେ ତାହାକୁ କହିଲା, ଆଗୋ ଆମ୍ଭର କନ୍ୟେ, ଯାଅ ।
3
ଏଥିରେ ସେ ଯାଇ କ୍ଷେତ୍ରରେ ଉପସ୍ଥିତ ହୋଇ ଶସ୍ୟଚ୍ଛେଦକମାନଙ୍କର ପଶ୍ଚାତ୍ ପଶ୍ଚାତ୍ ରାଁ କରିବାକୁ ଲାଗିଲା; ଆଉ ଘଟନାକ୍ରମେ ସେ ଏଲିମେଲକ ବଂଶୀୟ ବୋୟଜର କ୍ଷେତ୍ରଖଣ୍ତରେ ପହଞ୍ଚିଲା ।
4
ଆଉ ଦେଖ, ବୋୟଜ ବେଥ୍ଲିହିମଠାରୁ ଆସି ଶସ୍ୟଚ୍ଛେଦକମାନଙ୍କୁ କହିଲା, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ; ସେମାନେ ଉତ୍ତର କଲେ,ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ ।
5
ତେବେ ବୋୟଜ ଶସ୍ୟଚ୍ଛେଦକମାନଙ୍କ ଉପରେ ନିଯୁକ୍ତ ଆପଣା ଯୁବାକୁ ପଚାରିଲା, ଏହି ଯୁବତୀଟି କାହାର?
6
ତହିଁରେ ଶସ୍ୟଚ୍ଛେଦକମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି ।
7
ଆଉ ସେ ମୋତେ କହିଲା, ମୁଁ ବିନତି କରୁଅଛି, ଶସ୍ୟଚ୍ଛେଦକମାନଙ୍କ ପଶ୍ଚାତ୍ ପଶ୍ଚାତ୍ ବିଡ଼ାର ମଧ୍ୟେ ମଧ୍ୟେ ରାଁ କରିବାକୁ ମୋତେ ଦିଅ; ଏଣୁ ସେ ଆସି ପ୍ରାତଃକାଳରୁ ଏପର୍ଯ୍ୟନ୍ତ ଏଠାରେ ରହିଅଛି; କେବଳ ଅଳ୍ପ କାଳ ସେ ଗୃହରେ ବସି ରହିଥିଲା ।
8
ତହିଁରେ ବୋୟଜ ରୂତକୁ କହିଲା, ଆଗୋ ମୋହର କନ୍ୟେ, ମୋର କଥା କି ଶୁଣୁ ନାହଁ? ତୁମ୍ଭେ ରାଁ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ ।
9
ଶସ୍ୟଚ୍ଛେଦକମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଶ୍ଚାତ୍ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର ।
10
ଏଥିରେ ସେ ମୁହଁମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି?
11
ବୋୟଜ ତାହାକୁ ଉତ୍ତର ଦେଇ କହିଲା, ତୁମ୍ଭ ସ୍ଵାମୀର ମୃତ୍ୟୁ ଉତ୍ତାରେ ତୁମ୍ଭେ ଆପଣା ଶାଶୁ ପ୍ରତି ଯେରୂପ ବ୍ୟବହାର କରିଅଛ, ପୁଣି ଆପଣା ପିତା ଓ ଆପଣା ମାତା ଓ ଆପଣା ଜନ୍ମଦେଶ ତ୍ୟାଗ କରି ପୂର୍ବେ ଯେଉଁମାନଙ୍କୁ ଜାଣିଲ ନାହିଁ, ଏପରି ଲୋକଙ୍କ ନିକଟକୁ ଆସିଅଛ, ଏହିସବୁ କଥା ମୋତେ ସମ୍ପୂର୍ଣ୍ଣ ରୂପେ କୁହା ଯାଇଅଛି ।
12
ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ଵରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ ।
13
ଏଥିରେ ସେ କହିଲା, ହେ ମୋହର ପ୍ରଭୋ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ଵନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି ଚିତ୍ତପ୍ରବୋଧକ କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ ।
14
ଭୋଜନ ସମୟରେ ବୋୟଜ ତାହାକୁ କହିଲା, ତୁମ୍ଭେ ଏଠାକୁ ଆସି ରୋଟୀ ଭୋଜନ କର ଓ ଆପଣା ରୋଟୀଖଣ୍ତ ଅମ୍ଳରସରେ ବୁଡ଼ାଅ; ତହିଁରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ବସିଲା; ପୁଣି (ବୋୟଜ) ତାହାକୁ ଭଜା ଶସ୍ୟ ଆଣି ଦେଲା; ତହିଁରେ ସେ ଭୋଜନ କରି ତୃପ୍ତ ହେଲା ଓ କିଛି ଅବଶିଷ୍ଟ ରଖିଲା ।
15
ତହୁଁ ସେ ରାଁ କରିବାକୁ ଉଠନ୍ତେ, ବୋୟଜ ତାହାର ଯୁବାଗଣକୁ ଆଜ୍ଞା ଦେଇ କହିଲା, ଏହାକୁ ବିଡ଼ା ମଧ୍ୟରେ ସୁଦ୍ଧା ସାଉଣ୍ଟିବାକୁ ଦିଅ, ପୁଣି ତାହାକୁ ଲଜ୍ଜା ଦିଅ ନାହିଁ ।
16
ପୁଣି ଏହା ପାଇଁ ବିଡ଼ାରୁ କିଛି କିଛି ପକାଇ ଯାଅ, ସେ ତାହା ସାଉଣ୍ଟୁ, ଆଉ ତାହାକୁ ଧମକାଅ ନାହିଁ ।
17
ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ରାଁ କଲା; ପୁଣି ଆପଣା ସାଉଣ୍ଟିଲା ଶସ୍ୟ ମଳନ୍ତେ, ଊଣାଧିକେ ଏକ ଐଫା ଯବ ହେଲା ।
18
ଅନନ୍ତର ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ଅବଶିଷ୍ଟ ରଖିଥିଲା; ତାହା ମଧ୍ୟ ବାହାର କରି ତାହାକୁ ଦେଲା ।
19
ତହୁଁ ତାହାର ଶାଶୁ ତାହାକୁ ପଚାରିଲା, ତୁମ୍ଭେ ଆଜି କେଉଁଠାରେ ରାଁ କଲ ଓ କେଉଁଠାରେ କର୍ମ କଲ? ଯେ ତୁମ୍ଭର ପରିଚୟ ନେଲା, ସେ ଧନ୍ୟ ହେଉ । ତେଣୁ ସେ ଯାହା ପାଖରେ କର୍ମ କରିଥିଲା, ତାହା ଶାଶୁକୁ ଜଣାଇ କହିଲା, ଯାହା ପାଖରେ ଆଜି କର୍ମ କଲି, ତାହାର ନାମ ବୋୟଜ ।
20
ଏଥିରେ ନୟମୀ ଆପଣା ପୁତ୍ରବଧୂକୁ କହିଲା, ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ । ନୟମୀ ଆହୁରି କହିଲା, ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ଵ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ ।
21
ମୋୟାବ-ଦେଶୀୟା ରୂତ କହିଲା, ସେ ମୋତେ ଆହୁରି କହିଲେ, ମୋହର ସବୁ ଶସ୍ୟଚ୍ଛେଦନ ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ ।
22
ତହିଁରେ ନୟମୀ ଆପଣା ପୁତ୍ରବଧୂ ରୂତକୁ କହିଲା, ଆଗୋ ମୋହର କନ୍ୟେ, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ ।
23
ଏଣୁ ଯବ ଓ ଗହମ ଶସ୍ୟଚ୍ଛେଦନ ସମାପ୍ତି ପର୍ଯ୍ୟନ୍ତ ସେ ରାଁ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ଆପଣା ଶାଶୁ ସହିତ ବାସ କଲା ।
ରୂତର ବିବରଣ 2
1. ନୟମୀର ସ୍ଵାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଏକ ଜଣ ମହାବିକ୍ରମଶାଳୀ ଜ୍ଞାତି ଥିଲା । 2. ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଶ୍ଚାତ୍ ପଶ୍ଚାତ୍ ଶସ୍ୟଶିଷା ସାଉଣ୍ଟିବି; ତହିଁରେ ସେ ତାହାକୁ କହିଲା, ଆଗୋ ଆମ୍ଭର କନ୍ୟେ, ଯାଅ । 3. ଏଥିରେ ସେ ଯାଇ କ୍ଷେତ୍ରରେ ଉପସ୍ଥିତ ହୋଇ ଶସ୍ୟଚ୍ଛେଦକମାନଙ୍କର ପଶ୍ଚାତ୍ ପଶ୍ଚାତ୍ ରାଁ କରିବାକୁ ଲାଗିଲା; ଆଉ ଘଟନାକ୍ରମେ ସେ ଏଲିମେଲକ ବଂଶୀୟ ବୋୟଜର କ୍ଷେତ୍ରଖଣ୍ତରେ ପହଞ୍ଚିଲା । 4. ଆଉ ଦେଖ, ବୋୟଜ ବେଥ୍ଲିହିମଠାରୁ ଆସି ଶସ୍ୟଚ୍ଛେଦକମାନଙ୍କୁ କହିଲା, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ; ସେମାନେ ଉତ୍ତର କଲେ,ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ । 5. ତେବେ ବୋୟଜ ଶସ୍ୟଚ୍ଛେଦକମାନଙ୍କ ଉପରେ ନିଯୁକ୍ତ ଆପଣା ଯୁବାକୁ ପଚାରିଲା, ଏହି ଯୁବତୀଟି କାହାର? 6. ତହିଁରେ ଶସ୍ୟଚ୍ଛେଦକମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି । 7. ଆଉ ସେ ମୋତେ କହିଲା, ମୁଁ ବିନତି କରୁଅଛି, ଶସ୍ୟଚ୍ଛେଦକମାନଙ୍କ ପଶ୍ଚାତ୍ ପଶ୍ଚାତ୍ ବିଡ଼ାର ମଧ୍ୟେ ମଧ୍ୟେ ରାଁ କରିବାକୁ ମୋତେ ଦିଅ; ଏଣୁ ସେ ଆସି ପ୍ରାତଃକାଳରୁ ଏପର୍ଯ୍ୟନ୍ତ ଏଠାରେ ରହିଅଛି; କେବଳ ଅଳ୍ପ କାଳ ସେ ଗୃହରେ ବସି ରହିଥିଲା । 8. ତହିଁରେ ବୋୟଜ ରୂତକୁ କହିଲା, ଆଗୋ ମୋହର କନ୍ୟେ, ମୋର କଥା କି ଶୁଣୁ ନାହଁ? ତୁମ୍ଭେ ରାଁ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ । 9. ଶସ୍ୟଚ୍ଛେଦକମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଶ୍ଚାତ୍ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର । 10. ଏଥିରେ ସେ ମୁହଁମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି? 11. ବୋୟଜ ତାହାକୁ ଉତ୍ତର ଦେଇ କହିଲା, ତୁମ୍ଭ ସ୍ଵାମୀର ମୃତ୍ୟୁ ଉତ୍ତାରେ ତୁମ୍ଭେ ଆପଣା ଶାଶୁ ପ୍ରତି ଯେରୂପ ବ୍ୟବହାର କରିଅଛ, ପୁଣି ଆପଣା ପିତା ଓ ଆପଣା ମାତା ଓ ଆପଣା ଜନ୍ମଦେଶ ତ୍ୟାଗ କରି ପୂର୍ବେ ଯେଉଁମାନଙ୍କୁ ଜାଣିଲ ନାହିଁ, ଏପରି ଲୋକଙ୍କ ନିକଟକୁ ଆସିଅଛ, ଏହିସବୁ କଥା ମୋତେ ସମ୍ପୂର୍ଣ୍ଣ ରୂପେ କୁହା ଯାଇଅଛି । 12. ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ଵରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ । 13. ଏଥିରେ ସେ କହିଲା, ହେ ମୋହର ପ୍ରଭୋ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ଵନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି ଚିତ୍ତପ୍ରବୋଧକ କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ । 14. ଭୋଜନ ସମୟରେ ବୋୟଜ ତାହାକୁ କହିଲା, ତୁମ୍ଭେ ଏଠାକୁ ଆସି ରୋଟୀ ଭୋଜନ କର ଓ ଆପଣା ରୋଟୀଖଣ୍ତ ଅମ୍ଳରସରେ ବୁଡ଼ାଅ; ତହିଁରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ବସିଲା; ପୁଣି (ବୋୟଜ) ତାହାକୁ ଭଜା ଶସ୍ୟ ଆଣି ଦେଲା; ତହିଁରେ ସେ ଭୋଜନ କରି ତୃପ୍ତ ହେଲା ଓ କିଛି ଅବଶିଷ୍ଟ ରଖିଲା । 15. ତହୁଁ ସେ ରାଁ କରିବାକୁ ଉଠନ୍ତେ, ବୋୟଜ ତାହାର ଯୁବାଗଣକୁ ଆଜ୍ଞା ଦେଇ କହିଲା, ଏହାକୁ ବିଡ଼ା ମଧ୍ୟରେ ସୁଦ୍ଧା ସାଉଣ୍ଟିବାକୁ ଦିଅ, ପୁଣି ତାହାକୁ ଲଜ୍ଜା ଦିଅ ନାହିଁ । 16. ପୁଣି ଏହା ପାଇଁ ବିଡ଼ାରୁ କିଛି କିଛି ପକାଇ ଯାଅ, ସେ ତାହା ସାଉଣ୍ଟୁ, ଆଉ ତାହାକୁ ଧମକାଅ ନାହିଁ । 17. ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ରାଁ କଲା; ପୁଣି ଆପଣା ସାଉଣ୍ଟିଲା ଶସ୍ୟ ମଳନ୍ତେ, ଊଣାଧିକେ ଏକ ଐଫା ଯବ ହେଲା । 18. ଅନନ୍ତର ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ଅବଶିଷ୍ଟ ରଖିଥିଲା; ତାହା ମଧ୍ୟ ବାହାର କରି ତାହାକୁ ଦେଲା । 19. ତହୁଁ ତାହାର ଶାଶୁ ତାହାକୁ ପଚାରିଲା, ତୁମ୍ଭେ ଆଜି କେଉଁଠାରେ ରାଁ କଲ ଓ କେଉଁଠାରେ କର୍ମ କଲ? ଯେ ତୁମ୍ଭର ପରିଚୟ ନେଲା, ସେ ଧନ୍ୟ ହେଉ । ତେଣୁ ସେ ଯାହା ପାଖରେ କର୍ମ କରିଥିଲା, ତାହା ଶାଶୁକୁ ଜଣାଇ କହିଲା, ଯାହା ପାଖରେ ଆଜି କର୍ମ କଲି, ତାହାର ନାମ ବୋୟଜ । 20. ଏଥିରେ ନୟମୀ ଆପଣା ପୁତ୍ରବଧୂକୁ କହିଲା, ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ । ନୟମୀ ଆହୁରି କହିଲା, ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ଵ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ । 21. ମୋୟାବ-ଦେଶୀୟା ରୂତ କହିଲା, ସେ ମୋତେ ଆହୁରି କହିଲେ, ମୋହର ସବୁ ଶସ୍ୟଚ୍ଛେଦନ ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ । 22. ତହିଁରେ ନୟମୀ ଆପଣା ପୁତ୍ରବଧୂ ରୂତକୁ କହିଲା, ଆଗୋ ମୋହର କନ୍ୟେ, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ । 23. ଏଣୁ ଯବ ଓ ଗହମ ଶସ୍ୟଚ୍ଛେଦନ ସମାପ୍ତି ପର୍ଯ୍ୟନ୍ତ ସେ ରାଁ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ଆପଣା ଶାଶୁ ସହିତ ବାସ କଲା ।
ରୂତର ବିବରଣ ଅଧ୍ୟାୟ 1
ରୂତର ବିବରଣ ଅଧ୍ୟାୟ 2
ରୂତର ବିବରଣ ଅଧ୍ୟାୟ 3
ରୂତର ବିବରଣ ଅଧ୍ୟାୟ 4
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References