ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 5

1 ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର । 2 ହେ ମୋହର ରାଜନ୍, ହେ ମୋହର ପରମେଶ୍ଵର, ମୋହର ଆର୍ତ୍ତରବରେ ମନୋଯୋଗ କର; କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ । 3 ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି । 4 କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ଵର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ । 5 ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କି ଘୃଣା କରୁଅଛ । 6 ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି । 7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି । 8 ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର । 9 କାରଣ ସେମାନଙ୍କ ମୁଖରେ କିଛି ବିଶ୍ଵସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ଵରୂପ; ସେମାନେ ଜିହ୍ଵାରେ ଚାଟୁବାଦ କରନ୍ତି । 10 ହେ ପରମେଶ୍ଵର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ଵାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି । 11 ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ, ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ଵନି କରନ୍ତୁ, କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ । 12 ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ ।
1. ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର । 2. ହେ ମୋହର ରାଜନ୍, ହେ ମୋହର ପରମେଶ୍ଵର, ମୋହର ଆର୍ତ୍ତରବରେ ମନୋଯୋଗ କର; କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ । 3. ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି । 4. କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ଵର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ । 5. ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କି ଘୃଣା କରୁଅଛ । 6. ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି । 7. ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି । 8. ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର । 9. କାରଣ ସେମାନଙ୍କ ମୁଖରେ କିଛି ବିଶ୍ଵସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ଵରୂପ; ସେମାନେ ଜିହ୍ଵାରେ ଚାଟୁବାଦ କରନ୍ତି । 10. ହେ ପରମେଶ୍ଵର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ଵାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି । 11. ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ, ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ଵନି କରନ୍ତୁ, କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ । 12. ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References