ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ପ୍ରଥମ ବଂଶାବଳୀ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
16
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
ରେକର୍ଡଗୁଡିକ
ପ୍ରଥମ ବଂଶାବଳୀ 16:0 (09 02 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ପ୍ରଥମ ବଂଶାବଳୀ ଅଧ୍ୟାୟ 16
ତମ୍ବୁ ମଧ୍ୟରେ ନିୟମ ସିନ୍ଦୁକ
1
ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
2
ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
3
ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।
4
ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।
5
ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍, ବନାୟ, ଓବେଦ୍-ଇଦୋମ ଓ ଯିୟୀୟେଲ୍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;
6
ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।
7
ଆଉ ସେହିଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।
ଦାଉଦଙ୍କ ପ୍ରଶଂସାର ଗୀତି
8
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
9
ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟ କର୍ମ ବିଷୟରେ କଥୋପକଥନ କର।
10
ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
11
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
12
ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ,
13
ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
14
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି।
15
ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି;
16
ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍ହାକଙ୍କ ପ୍ରତି କରିଥିଲେ;
17
ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ।
18
ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;
19
ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;
20
ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।”
21
ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;
22
କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର।
23
ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।
24
ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।
25
କାରଣ ସଦାପ୍ରଭୁ ମହାନ୍ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।
26
କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା
*
ପ୍ରତିମା କିମ୍ବା ଅବସ୍ତୁ
ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
27
ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ, ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ।
28
ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
29
ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର।
30
ସମୁଦାୟ ପୃଥିବୀ ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।
31
ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, ସଦାପ୍ରଭୁ ରାଜ୍ୟ କରନ୍ତି।
32
ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥ ସକଳ ଜୟଧ୍ୱନି କରନ୍ତୁ;
33
ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି।
34
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
35
ଆଉ, ତୁମ୍ଭେମାନେ କୁହ, ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”
36
ଅନାଦି କାଳରୁ ଅନନ୍ତ କାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।
ସିନ୍ଦୁକ ସମ୍ମୁଖରେ ଉପାସନା
37
ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ରଖିଲେ
38
ଆଉ ଓବେଦ୍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନର ପୁତ୍ର ଓବେଦ୍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ
39
ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ
40
ସାଦୋକ ଯାଜକ ଓ ତାହାର ଯାଜକ ଭ୍ରାତୃଗଣ ଗିବୀୟୋନ୍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;
41
ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।
42
ଆଉ, ହେମନ, ଯିଦୂଥୂନ୍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନର ପୁତ୍ରମାନେ ଦ୍ୱାରପାଳ ହେଲେ।
43
ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ।
ପ୍ରଥମ ବଂଶାବଳୀ 16
1. {#1ତମ୍ବୁ ମଧ୍ୟରେ ନିୟମ ସିନ୍ଦୁକ } ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। 2. ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ। 3. ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। 4. ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ। 5. ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍, ବନାୟ, ଓବେଦ୍-ଇଦୋମ ଓ ଯିୟୀୟେଲ୍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ; 6. ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ। 7. ଆଉ ସେହିଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ। 8. {#1ଦାଉଦଙ୍କ ପ୍ରଶଂସାର ଗୀତି } ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ। 9. ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟ କର୍ମ ବିଷୟରେ କଥୋପକଥନ କର। 10. ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। 11. ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର। 12. ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ, 13. ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର। 14. ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି। 15. ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି; 16. ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍ହାକଙ୍କ ପ୍ରତି କରିଥିଲେ; 17. ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ। 18. ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା; 19. ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ; 20. ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।” 21. ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ; 22. କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର। 23. ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର। 24. ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର। 25. କାରଣ ସଦାପ୍ରଭୁ ମହାନ୍ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ। 26. କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା[* ପ୍ରତିମା କିମ୍ବା ଅବସ୍ତୁ ] ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା। 27. ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ, ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ। 28. ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର। 29. ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର। 30. ସମୁଦାୟ ପୃଥିବୀ ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ। 31. ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, ସଦାପ୍ରଭୁ ରାଜ୍ୟ କରନ୍ତି। 32. ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥ ସକଳ ଜୟଧ୍ୱନି କରନ୍ତୁ; 33. ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି। 34. ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 35. ଆଉ, ତୁମ୍ଭେମାନେ କୁହ, ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।” 36. ଅନାଦି କାଳରୁ ଅନନ୍ତ କାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। 37. {#1ସିନ୍ଦୁକ ସମ୍ମୁଖରେ ଉପାସନା } ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ରଖିଲେ 38. ଆଉ ଓବେଦ୍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନର ପୁତ୍ର ଓବେଦ୍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ 39. ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ 40. ସାଦୋକ ଯାଜକ ଓ ତାହାର ଯାଜକ ଭ୍ରାତୃଗଣ ଗିବୀୟୋନ୍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ; 41. ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ। 42. ଆଉ, ହେମନ, ଯିଦୂଥୂନ୍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନର ପୁତ୍ରମାନେ ଦ୍ୱାରପାଳ ହେଲେ। 43. ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ।
ପ୍ରଥମ ବଂଶାବଳୀ ଅଧ୍ୟାୟ 1
ପ୍ରଥମ ବଂଶାବଳୀ ଅଧ୍ୟାୟ 2
ପ୍ରଥମ ବଂଶାବଳୀ ଅଧ୍ୟାୟ 3
ପ୍ରଥମ ବଂଶାବଳୀ ଅଧ୍ୟାୟ 4
ପ୍ରଥମ ବଂଶାବଳୀ ଅଧ୍ୟାୟ 5
ପ୍ରଥମ ବଂଶାବଳୀ ଅଧ୍ୟାୟ 6
ପ୍ରଥମ ବଂଶାବଳୀ ଅଧ୍ୟାୟ 7
ପ୍ରଥମ ବଂଶାବଳୀ ଅଧ୍ୟାୟ 8
ପ୍ରଥମ ବଂଶାବଳୀ ଅଧ୍ୟାୟ 9
ପ୍ରଥମ ବଂଶାବଳୀ ଅଧ୍ୟାୟ 10
ପ୍ରଥମ ବଂଶାବଳୀ ଅଧ୍ୟାୟ 11
ପ୍ରଥମ ବଂଶାବଳୀ ଅଧ୍ୟାୟ 12
ପ୍ରଥମ ବଂଶାବଳୀ ଅଧ୍ୟାୟ 13
ପ୍ରଥମ ବଂଶାବଳୀ ଅଧ୍ୟାୟ 14
ପ୍ରଥମ ବଂଶାବଳୀ ଅଧ୍ୟାୟ 15
ପ୍ରଥମ ବଂଶାବଳୀ ଅଧ୍ୟାୟ 16
ପ୍ରଥମ ବଂଶାବଳୀ ଅଧ୍ୟାୟ 17
ପ୍ରଥମ ବଂଶାବଳୀ ଅଧ୍ୟାୟ 18
ପ୍ରଥମ ବଂଶାବଳୀ ଅଧ୍ୟାୟ 19
ପ୍ରଥମ ବଂଶାବଳୀ ଅଧ୍ୟାୟ 20
ପ୍ରଥମ ବଂଶାବଳୀ ଅଧ୍ୟାୟ 21
ପ୍ରଥମ ବଂଶାବଳୀ ଅଧ୍ୟାୟ 22
ପ୍ରଥମ ବଂଶାବଳୀ ଅଧ୍ୟାୟ 23
ପ୍ରଥମ ବଂଶାବଳୀ ଅଧ୍ୟାୟ 24
ପ୍ରଥମ ବଂଶାବଳୀ ଅଧ୍ୟାୟ 25
ପ୍ରଥମ ବଂଶାବଳୀ ଅଧ୍ୟାୟ 26
ପ୍ରଥମ ବଂଶାବଳୀ ଅଧ୍ୟାୟ 27
ପ୍ରଥମ ବଂଶାବଳୀ ଅଧ୍ୟାୟ 28
ପ୍ରଥମ ବଂଶାବଳୀ ଅଧ୍ୟାୟ 29
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References