ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ

ପ୍ରଥମ ବଂଶାବଳୀ ଅଧ୍ୟାୟ 3

ଦାଉଦଙ୍କ ବଂଶଧର 1 ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ; 2 ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; 3 ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ। 4 ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ। 5 ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍‍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍‍ଶୂୟାଠାରୁ ଜାତ; 6 ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍‍; 7 ନୋଗହ ଓ ନେଫଗ୍‍ ଓ ଯାଫୀୟ; 8 ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍‍, ଏହି ନଅ ଜଣ। 9 ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା। 10 ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍‍; 11 ତାହାର ପୁତ୍ର ଯୋରାମ୍‍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍‍; 12 ତାହାର ପୁତ୍ର ଅମତ୍‍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍‍; 13 ତାହାର ପୁତ୍ର ଆହସ୍‌, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି; 14 ତାହାର ପୁତ୍ର ଆମୋନ୍‍, ତାହାର ପୁତ୍ର ଯୋଶୀୟ। 15 ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍‍, ଦ୍ୱିତୀୟ ଯିହୋୟାକୀମ୍‍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍‍। 16 ପୁଣି, ଯିହୋୟାକୀମ୍‍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ। 17 ବନ୍ଦୀ ଯିକନୀୟର ସନ୍ତାନଗଣ; 18 ତାହାର ପୁତ୍ର ଶଲ୍‍ଟୀୟେଲ, ମଲ୍‍କୀରାମ୍‍, ପଦାୟ, ଶିନତ୍‍ସର, ଯିକମୀୟ, ହୋଶାମା ଓ ନଦବିୟ। 19 ପଦାୟର ପୁତ୍ର ଯିରୁବ୍ବାବିଲ୍‍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍‍ର ସନ୍ତାନ ମଶୁଲ୍ଲମ୍‍ ଓ ହନାନୀୟ ଓ ଶଲୋମୀତ୍‍ ସେମାନଙ୍କର ଭଗିନୀ ଥିଲା। 20 ଆଉ ହଶୂବା, ଓହେଲ୍‍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍‍, ଏହି ପାଞ୍ଚ ଜଣ। 21 ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ। 22 ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍‍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍‍, ଛଅ ଜଣ। 23 ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ। 24 ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍‍କୂବ, ଯୋହାନନ୍‍, ଦଲୟିୟ ଓ ଅନାନି, ଏହି ସାତ ଜଣ।
ଦାଉଦଙ୍କ ବଂଶଧର 1 ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ; .::. 2 ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; .::. 3 ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ। .::. 4 ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ। .::. 5 ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍‍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍‍ଶୂୟାଠାରୁ ଜାତ; .::. 6 ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍‍; .::. 7 ନୋଗହ ଓ ନେଫଗ୍‍ ଓ ଯାଫୀୟ; .::. 8 ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍‍, ଏହି ନଅ ଜଣ। .::. 9 ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା। .::. 10 ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍‍; .::. 11 ତାହାର ପୁତ୍ର ଯୋରାମ୍‍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍‍; .::. 12 ତାହାର ପୁତ୍ର ଅମତ୍‍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍‍; .::. 13 ତାହାର ପୁତ୍ର ଆହସ୍‌, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି; .::. 14 ତାହାର ପୁତ୍ର ଆମୋନ୍‍, ତାହାର ପୁତ୍ର ଯୋଶୀୟ। .::. 15 ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍‍, ଦ୍ୱିତୀୟ ଯିହୋୟାକୀମ୍‍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍‍। .::. 16 ପୁଣି, ଯିହୋୟାକୀମ୍‍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ। .::. 17 ବନ୍ଦୀ ଯିକନୀୟର ସନ୍ତାନଗଣ; .::. 18 ତାହାର ପୁତ୍ର ଶଲ୍‍ଟୀୟେଲ, ମଲ୍‍କୀରାମ୍‍, ପଦାୟ, ଶିନତ୍‍ସର, ଯିକମୀୟ, ହୋଶାମା ଓ ନଦବିୟ। .::. 19 ପଦାୟର ପୁତ୍ର ଯିରୁବ୍ବାବିଲ୍‍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍‍ର ସନ୍ତାନ ମଶୁଲ୍ଲମ୍‍ ଓ ହନାନୀୟ ଓ ଶଲୋମୀତ୍‍ ସେମାନଙ୍କର ଭଗିନୀ ଥିଲା। .::. 20 ଆଉ ହଶୂବା, ଓହେଲ୍‍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍‍, ଏହି ପାଞ୍ଚ ଜଣ। .::. 21 ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ। .::. 22 ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍‍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍‍, ଛଅ ଜଣ। .::. 23 ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ। .::. 24 ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍‍କୂବ, ଯୋହାନନ୍‍, ଦଲୟିୟ ଓ ଅନାନି, ଏହି ସାତ ଜଣ।
  • ପ୍ରଥମ ବଂଶାବଳୀ ଅଧ୍ୟାୟ 1  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 2  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 3  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 4  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 5  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 6  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 7  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 8  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 9  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 10  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 11  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 12  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 13  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 14  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 15  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 16  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 17  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 18  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 19  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 20  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 21  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 22  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 23  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 24  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 25  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 26  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 27  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 28  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 29  
×

Alert

×

Oriya Letters Keypad References