ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଦିତୀୟ ବଂଶାବଳୀ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
25
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
ରେକର୍ଡଗୁଡିକ
ଦିତୀୟ ବଂଶାବଳୀ 25:0 (03 35 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଦିତୀୟ ବଂଶାବଳୀ ଅଧ୍ୟାୟ 25
1
{ଯିହୁଦାର ରାଜା ଅମତ୍ସୀୟ }
ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।
2
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।
3
ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
4
ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ, କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁ ଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।
5
{ଅମତ୍ସୀୟଙ୍କ ବିଜୟ }
ଆହୁରି, ଅମତ୍ସୀୟ ଯିହୁଦା ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।
6
ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ।
7
ମାତ୍ର ପରମେଶ୍ୱରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, ହେ ରାଜନ୍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି।
8
ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।
9
ତହିଁରେ ଅମତ୍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ
*
ପ୍ରାୟ 3,300 କିଲୋ ରୂପା
ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କ’ଣ କରିବା ? ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।
10
ତହୁଁ ଅମତ୍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ।
11
ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।
12
ପୁଣି, ଯିହୁଦା ସନ୍ତାନମାନେ ଅନ୍ୟ ଦଶ ସହସ୍ର ଲୋକଙ୍କୁ ଜୀବିତ ବନ୍ଦୀ କରି ନେଇଗଲେ ଓ ସେମାନଙ୍କୁ ଶୈଳଶିଖରକୁ ନେଇ ସେଠାରୁ ସେମାନଙ୍କୁ ତଳେ ପକାଇଦେଲେ, ତହିଁରେ ସେ ସମସ୍ତେ ଚୂର୍ଣ୍ଣ ହୋଇଗଲେ।
13
ମାତ୍ର ଅମତ୍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟ ଦ୍ରବ୍ୟ ନେଲେ।
14
{ଅମତ୍ସୀୟଙ୍କ ଦେବପୂଜା }
ଅମତ୍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
15
ଏହେତୁ ଅମତ୍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି ?
16
ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କ’ଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ ? କ୍ଷାନ୍ତ ହୁଅ ! କାହିଁକି ମାଡ଼ ଖାଇବ ? ଏଥିରେ ଭବିଷ୍ୟଦ୍ବକ୍ତା କ୍ଷାନ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋ’ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।
ଇସ୍ରାଏଲ ଦ୍ୱାରା ପରାଜିତ
17
ଏଥିଉତ୍ତାରେ ଯିହୁଦାର ରାଜା ଅମତ୍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କ ନିକଟକୁ ଲୋକ ପଠାଇ କହିଲେ, ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।
18
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, ଲିବାନୋନର କଣ୍ଟକ ଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ତୁମ୍ଭ କନ୍ୟାକୁ ମୋ’ ପୁତ୍ର ସଙ୍ଗେ ବିବାହ ଦିଅ; ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକ ଲତାକୁ ଦଳି ପକାଇଲା।
19
ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ
†
ପତିତ ମରିବ
ହେବ ?
20
ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।
21
ତହୁଁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
22
ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା, ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
23
ଆଉ, ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଯିହୋୟାହସ୍ଙ୍କର ପୌତ୍ର, ଯୋୟାଶ୍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
24
ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।
25
ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
26
ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କ’ଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ନାହିଁ ?
27
ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
28
ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।
ଦିତୀୟ ବଂଶାବଳୀ 25
1. {ଯିହୁଦାର ରାଜା ଅମତ୍ସୀୟ } ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ। 2. ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ। 3. ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ। 4. ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ, କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁ ଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ। 5. {ଅମତ୍ସୀୟଙ୍କ ବିଜୟ } ଆହୁରି, ଅମତ୍ସୀୟ ଯିହୁଦା ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ। 6. ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ। 7. ମାତ୍ର ପରମେଶ୍ୱରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, ହେ ରାଜନ୍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି। 8. ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି। 9. ତହିଁରେ ଅମତ୍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ[* ପ୍ରାୟ 3,300 କିଲୋ ରୂପା ] ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କ’ଣ କରିବା ? ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି। 10. ତହୁଁ ଅମତ୍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ। 11. ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ। 12. ପୁଣି, ଯିହୁଦା ସନ୍ତାନମାନେ ଅନ୍ୟ ଦଶ ସହସ୍ର ଲୋକଙ୍କୁ ଜୀବିତ ବନ୍ଦୀ କରି ନେଇଗଲେ ଓ ସେମାନଙ୍କୁ ଶୈଳଶିଖରକୁ ନେଇ ସେଠାରୁ ସେମାନଙ୍କୁ ତଳେ ପକାଇଦେଲେ, ତହିଁରେ ସେ ସମସ୍ତେ ଚୂର୍ଣ୍ଣ ହୋଇଗଲେ। 13. ମାତ୍ର ଅମତ୍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟ ଦ୍ରବ୍ୟ ନେଲେ। 14. {ଅମତ୍ସୀୟଙ୍କ ଦେବପୂଜା } ଅମତ୍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ। 15. ଏହେତୁ ଅମତ୍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି ? 16. ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କ’ଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ ? କ୍ଷାନ୍ତ ହୁଅ ! କାହିଁକି ମାଡ଼ ଖାଇବ ? ଏଥିରେ ଭବିଷ୍ୟଦ୍ବକ୍ତା କ୍ଷାନ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋ’ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି। 17. {#1ଇସ୍ରାଏଲ ଦ୍ୱାରା ପରାଜିତ } ଏଥିଉତ୍ତାରେ ଯିହୁଦାର ରାଜା ଅମତ୍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କ ନିକଟକୁ ଲୋକ ପଠାଇ କହିଲେ, ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା। 18. ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, ଲିବାନୋନର କଣ୍ଟକ ଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ତୁମ୍ଭ କନ୍ୟାକୁ ମୋ’ ପୁତ୍ର ସଙ୍ଗେ ବିବାହ ଦିଅ; ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକ ଲତାକୁ ଦଳି ପକାଇଲା। 19. ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ[† ପତିତ ମରିବ ] ହେବ ? 20. ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା। 21. ତହୁଁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ। 22. ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା, ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ। 23. ଆଉ, ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଯିହୋୟାହସ୍ଙ୍କର ପୌତ୍ର, ଯୋୟାଶ୍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ। 24. ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ। 25. ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ। 26. ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କ’ଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ନାହିଁ ? 27. ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ। 28. ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।
ଦିତୀୟ ବଂଶାବଳୀ ଅଧ୍ୟାୟ 1
ଦିତୀୟ ବଂଶାବଳୀ ଅଧ୍ୟାୟ 2
ଦିତୀୟ ବଂଶାବଳୀ ଅଧ୍ୟାୟ 3
ଦିତୀୟ ବଂଶାବଳୀ ଅଧ୍ୟାୟ 4
ଦିତୀୟ ବଂଶାବଳୀ ଅଧ୍ୟାୟ 5
ଦିତୀୟ ବଂଶାବଳୀ ଅଧ୍ୟାୟ 6
ଦିତୀୟ ବଂଶାବଳୀ ଅଧ୍ୟାୟ 7
ଦିତୀୟ ବଂଶାବଳୀ ଅଧ୍ୟାୟ 8
ଦିତୀୟ ବଂଶାବଳୀ ଅଧ୍ୟାୟ 9
ଦିତୀୟ ବଂଶାବଳୀ ଅଧ୍ୟାୟ 10
ଦିତୀୟ ବଂଶାବଳୀ ଅଧ୍ୟାୟ 11
ଦିତୀୟ ବଂଶାବଳୀ ଅଧ୍ୟାୟ 12
ଦିତୀୟ ବଂଶାବଳୀ ଅଧ୍ୟାୟ 13
ଦିତୀୟ ବଂଶାବଳୀ ଅଧ୍ୟାୟ 14
ଦିତୀୟ ବଂଶାବଳୀ ଅଧ୍ୟାୟ 15
ଦିତୀୟ ବଂଶାବଳୀ ଅଧ୍ୟାୟ 16
ଦିତୀୟ ବଂଶାବଳୀ ଅଧ୍ୟାୟ 17
ଦିତୀୟ ବଂଶାବଳୀ ଅଧ୍ୟାୟ 18
ଦିତୀୟ ବଂଶାବଳୀ ଅଧ୍ୟାୟ 19
ଦିତୀୟ ବଂଶାବଳୀ ଅଧ୍ୟାୟ 20
ଦିତୀୟ ବଂଶାବଳୀ ଅଧ୍ୟାୟ 21
ଦିତୀୟ ବଂଶାବଳୀ ଅଧ୍ୟାୟ 22
ଦିତୀୟ ବଂଶାବଳୀ ଅଧ୍ୟାୟ 23
ଦିତୀୟ ବଂଶାବଳୀ ଅଧ୍ୟାୟ 24
ଦିତୀୟ ବଂଶାବଳୀ ଅଧ୍ୟାୟ 25
ଦିତୀୟ ବଂଶାବଳୀ ଅଧ୍ୟାୟ 26
ଦିତୀୟ ବଂଶାବଳୀ ଅଧ୍ୟାୟ 27
ଦିତୀୟ ବଂଶାବଳୀ ଅଧ୍ୟାୟ 28
ଦିତୀୟ ବଂଶାବଳୀ ଅଧ୍ୟାୟ 29
ଦିତୀୟ ବଂଶାବଳୀ ଅଧ୍ୟାୟ 30
ଦିତୀୟ ବଂଶାବଳୀ ଅଧ୍ୟାୟ 31
ଦିତୀୟ ବଂଶାବଳୀ ଅଧ୍ୟାୟ 32
ଦିତୀୟ ବଂଶାବଳୀ ଅଧ୍ୟାୟ 33
ଦିତୀୟ ବଂଶାବଳୀ ଅଧ୍ୟାୟ 34
ଦିତୀୟ ବଂଶାବଳୀ ଅଧ୍ୟାୟ 35
ଦିତୀୟ ବଂଶାବଳୀ ଅଧ୍ୟାୟ 36
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References