ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
8
1
2
3
4
5
6
7
8
9
10
11
12
13
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
ରେକର୍ଡଗୁଡିକ
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:0 (02 22 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 8
ଉଦାରତାର ଦାନ ନିମନ୍ତେ ଆହ୍ୱାନ
1
ହେ ଭାଇମାନେ, ମାକିଦନିଆର ମଣ୍ଡଳୀସମୂହ ମଧ୍ୟରେ ଈଶ୍ୱରଙ୍କ ଦିଆଯାଇଥବା ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ;
2
ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି ।
3
କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ;
4
ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହ ପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ଵେଚ୍ଛାରେ ବହୁତ ବିନତିସହ ଆମ୍ଭମାନଙ୍କୁ ନିବେଦନ କଲେ;
5
ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ ।
6
ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥି ନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ ।
7
ଆଉ, ବିଶ୍ୱାସ, ବକ୍ତାପଣ, ଜ୍ଞାନ ଓ ସର୍ବପ୍ରକାର ଉଦ୍ଯୋଗ, ପୁଣି, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପ୍ରେମର ପ୍ରଭାବ, ଏହିପରି ସମସ୍ତ ବିଷୟ ଯେପରି ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉଅଛି, ସେହିପରି ଏହି ଅନୁଗ୍ରହ କାର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉ ।
8
ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି ।
9
କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ ।
10
ଏ ସମ୍ବନ୍ଧରେ ମୋର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ,ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ;
11
ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହି ପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ ।
12
କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ ।
13
ଯେଣୁ ଅନ୍ୟମାନେ ଯେପରି ସୁଖ ପାଆନ୍ତି, ଆଉ ତୁମ୍ଭେମାନେ କ୍ଳେଶ ପାଅ, ଏଥିପାଇଁ ମୁଁ ଏହା କହୁ ନାହିଁ;
14
ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ୱାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ,
15
ଯେପରି ଲେଖା ଅଛି, "ଯେ ଅଧିକ ସଂଗ୍ରହ କଲା,ତାହାର ବଳିଲା ନାହିଁ, ଆଉ ଯେ ଅଳ୍ପ ସଂଗ୍ରହ କଲା, ତାହାର ଅଭାବ ହେଲା ନାହିଁ '' ।
ତୀତସଙ୍କ ପ୍ରଶଂସା
16
କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି;
17
କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ସ୍ୱେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି ।
18
ପୁଣି, ତାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି,
19
କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;
20
ଆମ୍ଭମାନଙ୍କ ଦ୍ୱାରା ସାଧିତ ଏହି ସେବାସ୍ୱରୂପ ପ୍ରଚୁର ଦାନ ବିଷୟରେ କେହି ଯେପରି ଆମ୍ଭମାନଙ୍କୁ ଦୋଷୀ ନ କରେ, ସେଥିପାଇଁଁ ସାବଧାନ ହେଉଅଛୁ;
21
କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହି ସବୁ ଆମ୍ଭେମାନେ ବିବେଚନା କରୁ ।
22
ପୁଣି, ଆମ୍ଭେମାନେ ଆମ୍ଭମାନଙ୍କର ଆଉ ଜଣେ ଭାଇଙ୍କୁ ମଧ୍ୟ ସେମାନଙ୍କ ସଙ୍ଗେ ପଠାଉଅଛୁ, ତାଙ୍କୁ ଆମ୍ଭେମାନେ ଅନେକ ବିଷୟରେ ଅନେକ ଥର ଉଦ୍ଯୋଗୀ ବୋଲି ପ୍ରମାଣ ପାଇଅଛୁ, ପୁଣି, ତୁମ୍ଭମାନଙ୍କଠାରେ ଦୃଢ଼ ବିଶ୍ୱାସ କରିବାରୁ ସେ ଏବେ ଆହୁରି ଅଧିକ ଉଦ୍ଯୋଗୀ ହୋଇଅଛନ୍ତି ।
23
ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ବନ୍ଧରେ ପଚାରେ, ସେମାନେ ମଣ୍ଡଳୀସମୂହ ଦ୍ୱାରା ପ୍ରେରିତ, ପୁଣି, ଖ୍ରୀଷ୍ଟଙ୍କ ଗୌରବ ସ୍ୱରୂପ ।
24
ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8
1. {#1ଉଦାରତାର ଦାନ ନିମନ୍ତେ ଆହ୍ୱାନ } ହେ ଭାଇମାନେ, ମାକିଦନିଆର ମଣ୍ଡଳୀସମୂହ ମଧ୍ୟରେ ଈଶ୍ୱରଙ୍କ ଦିଆଯାଇଥବା ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ; 2. ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି । 3. କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ; 4. ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହ ପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ଵେଚ୍ଛାରେ ବହୁତ ବିନତିସହ ଆମ୍ଭମାନଙ୍କୁ ନିବେଦନ କଲେ; 5. ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ । 6. ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥି ନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ । 7. ଆଉ, ବିଶ୍ୱାସ, ବକ୍ତାପଣ, ଜ୍ଞାନ ଓ ସର୍ବପ୍ରକାର ଉଦ୍ଯୋଗ, ପୁଣି, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପ୍ରେମର ପ୍ରଭାବ, ଏହିପରି ସମସ୍ତ ବିଷୟ ଯେପରି ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉଅଛି, ସେହିପରି ଏହି ଅନୁଗ୍ରହ କାର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉ । 8. ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି । 9. କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ । 10. ଏ ସମ୍ବନ୍ଧରେ ମୋର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ,ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ; 11. ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହି ପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ । 12. କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ । 13. ଯେଣୁ ଅନ୍ୟମାନେ ଯେପରି ସୁଖ ପାଆନ୍ତି, ଆଉ ତୁମ୍ଭେମାନେ କ୍ଳେଶ ପାଅ, ଏଥିପାଇଁ ମୁଁ ଏହା କହୁ ନାହିଁ; 14. ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ୱାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ, 15. ଯେପରି ଲେଖା ଅଛି, "ଯେ ଅଧିକ ସଂଗ୍ରହ କଲା,ତାହାର ବଳିଲା ନାହିଁ, ଆଉ ଯେ ଅଳ୍ପ ସଂଗ୍ରହ କଲା, ତାହାର ଅଭାବ ହେଲା ନାହିଁ '' । 16. {#1ତୀତସଙ୍କ ପ୍ରଶଂସା } କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି; 17. କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ସ୍ୱେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି । 18. ପୁଣି, ତାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି, 19. କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି; 20. ଆମ୍ଭମାନଙ୍କ ଦ୍ୱାରା ସାଧିତ ଏହି ସେବାସ୍ୱରୂପ ପ୍ରଚୁର ଦାନ ବିଷୟରେ କେହି ଯେପରି ଆମ୍ଭମାନଙ୍କୁ ଦୋଷୀ ନ କରେ, ସେଥିପାଇଁଁ ସାବଧାନ ହେଉଅଛୁ; 21. କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହି ସବୁ ଆମ୍ଭେମାନେ ବିବେଚନା କରୁ । 22. ପୁଣି, ଆମ୍ଭେମାନେ ଆମ୍ଭମାନଙ୍କର ଆଉ ଜଣେ ଭାଇଙ୍କୁ ମଧ୍ୟ ସେମାନଙ୍କ ସଙ୍ଗେ ପଠାଉଅଛୁ, ତାଙ୍କୁ ଆମ୍ଭେମାନେ ଅନେକ ବିଷୟରେ ଅନେକ ଥର ଉଦ୍ଯୋଗୀ ବୋଲି ପ୍ରମାଣ ପାଇଅଛୁ, ପୁଣି, ତୁମ୍ଭମାନଙ୍କଠାରେ ଦୃଢ଼ ବିଶ୍ୱାସ କରିବାରୁ ସେ ଏବେ ଆହୁରି ଅଧିକ ଉଦ୍ଯୋଗୀ ହୋଇଅଛନ୍ତି । 23. ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ବନ୍ଧରେ ପଚାରେ, ସେମାନେ ମଣ୍ଡଳୀସମୂହ ଦ୍ୱାରା ପ୍ରେରିତ, ପୁଣି, ଖ୍ରୀଷ୍ଟଙ୍କ ଗୌରବ ସ୍ୱରୂପ । 24. ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 1
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 2
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 3
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 4
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 5
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 6
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 7
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 8
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 9
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 10
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 11
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 12
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 13
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References