ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଦିତୀୟ ରାଜାବଳୀ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
13
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
ରେକର୍ଡଗୁଡିକ
ଦିତୀୟ ରାଜାବଳୀ 13:0 (03 06 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଦିତୀୟ ରାଜାବଳୀ ଅଧ୍ୟାୟ 13
1
{ଇସ୍ରାଏଲର ରାଜା ଯିହୋୟାହସ୍ }
ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍ଙ୍କ ରାଜତ୍ଵର ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।
2
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍ ତହିଁରୁ ବିମୁଖ ହେଲେ ନାହିଁ।
3
ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।
4
ପୁଣି ଯିହୋୟାହସ୍ ସଦାପ୍ରଭୁଙ୍କ ନିକଟରେ ନିବେଦନ କରନ୍ତେ, ସଦାପ୍ରଭୁ ତାଙ୍କ ପ୍ରତି ମନୋଯୋଗ କଲେ; କାରଣ ଅରାମର ରାଜା ଇସ୍ରାଏଲ ପ୍ରତି କିପରି ଅତ୍ୟାଚାର କଲା, ସେମାନଙ୍କର ସେହି ଅତ୍ୟାଚାର ସେ ଦେଖିଲେ।
5
ଯେହେତୁ ଅରାମର ରାଜା ଲୋକମାନଙ୍କ ମଧ୍ୟରୁ କେବଳ ପଚାଶ ଜଣ ଅଶ୍ୱାରୂଢ଼ ଓ ଦଶ ରଥ ଓ ଦଶ ସହସ୍ର ପଦାତିକ ଛଡ଼ା ଯିହୋୟାହସ୍ ନିମନ୍ତେ ଆଉ କାହାକୁ ଅବଶିଷ୍ଟ ନ ରଖି ସେମାନଙ୍କୁ ବିନଷ୍ଟ ଓ ମର୍ଦ୍ଦିତ ଧୂଳି ତୁଲ୍ୟ କରିଥିଲା।
6
ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ବୁରେ ବାସ କଲେ।
7
ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହିସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।
8
ଏହି ଯିହୋୟାହସ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
9
ଏଥିଉତ୍ତାରେ ଯିହୋୟାହସ୍ଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ, ପୁଣି ତାଙ୍କର ପୁତ୍ର ଯୋୟାଶ୍ ତାଙ୍କର ପଦରେ ରାଜ୍ୟ କଲେ।
10
{ଇସ୍ରାଏଲର ରାଜା ଯୋୟାଶ୍ }
ଯିହୁଦାର ଯୋୟାଶ୍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ଵ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ।
11
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ମାତ୍ର ସେ ତହିଁରେ ହିଁ ଚାଲିଲେ।
12
ଏହି ଯୋୟାଶ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
13
ଏଥିଉତ୍ତାରେ ଯୋୟାଶ୍ ମୃତ୍ୟୁବରଣ କଲେ। ତହିଁରେ ଯାରବୀୟାମ୍ ତାଙ୍କ ସିଂହାସନରେ ଉପବିଷ୍ଟ ହେଲେ, ପୁଣି ଯୋୟାଶ୍ ଇସ୍ରାଏଲ ରାଜାମାନଙ୍କ ସହିତ ଶମରୀୟାରେ କବର ପ୍ରାପ୍ତ ହେଲେ।
ଇଲୀଶାୟଙ୍କ ମୃତ୍ୟୁୁ
14
ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !”
15
ଏଥିରେ ଇଲୀଶାୟ ତାଙ୍କୁ କହିଲେ, “ଧନୁ ଓ ତୀର ଧର,” ତହୁଁ ସେ ଧନୁ ଓ ତୀର ଧରିଲେ।
16
ତେବେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ଧନୁ ଉପରେ ତୁମ୍ଭ ହାତ ଦିଅ,” ତହୁଁ ସେ ତହିଁ ଉପରେ ହାତ ଦେଲେ। ସେତେବେଳେ ଇଲୀଶାୟ ରାଜାଙ୍କ ହସ୍ତ ଉପରେ ଆପଣା ହସ୍ତ ରଖିଲେ।
17
ଆଉ ଇଲୀଶାୟ କହିଲେ, “ପୂର୍ବଆଡ଼ ଝରକା ଫିଟାଅ,” ତହିଁରେ ସେ ତାହା ଫିଟାଇଲେ। ତେବେ ଇଲୀଶାୟ କହିଲେ, “ତୀର ମାର,” ତହିଁରେ ସେ ତୀର ମାରିଲେ। ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁଙ୍କର ଜୟତୀର, ଅରାମର ବିପକ୍ଷ ଜୟତୀର, କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କରିବ।”
18
ଆହୁରି ସେ କହିଲେ, “ତୀରସବୁ ନିଅ,” ତହିଁରେ ସେ ତାହାସବୁ ନେଲେ। ତହୁଁ ସେ ଇସ୍ରାଏଲର ରାଜାଙ୍କୁ କହିଲେ, “ଭୂମିକୁ ଆଘାତ କର,” ତହିଁରେ ସେ ତିନି ଥର ଆଘାତ କରି ନିବୃତ୍ତ ହେଲେ।
19
ଏଥିରେ ପରମେଶ୍ୱରଙ୍କ ଲୋକ ତାଙ୍କ ପ୍ରତି କ୍ରୁଦ୍ଧ ହୋଇ କହିଲେ, “ତୁମ୍ଭେ ତ ପାଞ୍ଚ କି ଛଅ ଥର ଆଘାତ କରିଥାଆନ୍ତ; ତାହା କରିଥିଲେ, ତୁମ୍ଭେ ଅରାମକୁ ନିଃଶେଷ କରିବା ପର୍ଯ୍ୟନ୍ତ ଆଘାତ କରିଥାଆନ୍ତ; ମାତ୍ର ଏବେ ତୁମ୍ଭେ କେବଳ ତିନି ଥର ଅରାମକୁ ଆଘାତ କରିବ।”
20
ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।
21
ସେସମୟରେ ଲୋକମାନେ ଜଣେ ମନୁଷ୍ୟକୁ କବର ଦେବା ବେଳେ ଏପରି ଘଟିଲା ଯେ, ଦେଖ, ସେମାନେ ଏକ ଲୁଟକାରୀ ଦଳକୁ ଦୂରରୁ ଦେଖିଲେ। ତହିଁରେ ସେମାନେ ସେହି ମନୁଷ୍ୟକୁ ଇଲୀଶାୟଙ୍କର କବରରେ ପକାଇ ଦିଅନ୍ତେ, ସେ ମନୁଷ୍ୟ ଇଲୀଶାୟଙ୍କର ଅସ୍ଥି ସ୍ପର୍ଶ କରିବା ମାତ୍ରେ ସଜୀବ ହୋଇ ଆପଣା ଚରଣରେ ଠିଆ ହେଲା।
22
ଯିହୋୟାହସ୍ଙ୍କ ଅଧିକାରର ସମସ୍ତ କାଳ ଅରାମର ରାଜା ହସାୟେଲ ଇସ୍ରାଏଲ ପ୍ରତି ଅତ୍ୟାଚାର କଲା।
23
ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।
24
ଏଥିଉତ୍ତାରେ ଅରାମର ରାଜା ହସାୟେଲ ମଲା; ତହୁଁ ତାହାର ପୁତ୍ର ବିନ୍ହଦଦ୍ ତାହାର ପଦରେ ରାଜ୍ୟ କଲା।
25
ପୁଣି ଯୋୟାଶ୍ଙ୍କର ପିତା ଯିହୋୟାହାସ୍ଙ୍କଠାରୁ ହସାୟେଲ ଯେ ଯେ ନଗର ଯୁଦ୍ଧରେ ନେଇଥିଲା, ସେହି ସକଳ ନଗର ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ହସାୟେଲର ପୁତ୍ର ବିନ୍ହଦଦ୍ଠାରୁ ପୁନର୍ବାର ନେଲେ। ଯୋୟାଶ୍ ତାହାକୁ ତିନି ଥର ଆଘାତ କରି ଇସ୍ରାଏଲର ସେହି ସକଳ ନଗର ପୁନର୍ବାର ନେଲେ।
ଦିତୀୟ ରାଜାବଳୀ 13
1. {ଇସ୍ରାଏଲର ରାଜା ଯିହୋୟାହସ୍ } ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍ଙ୍କ ରାଜତ୍ଵର ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ। 2. ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍ ତହିଁରୁ ବିମୁଖ ହେଲେ ନାହିଁ। 3. ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ। 4. ପୁଣି ଯିହୋୟାହସ୍ ସଦାପ୍ରଭୁଙ୍କ ନିକଟରେ ନିବେଦନ କରନ୍ତେ, ସଦାପ୍ରଭୁ ତାଙ୍କ ପ୍ରତି ମନୋଯୋଗ କଲେ; କାରଣ ଅରାମର ରାଜା ଇସ୍ରାଏଲ ପ୍ରତି କିପରି ଅତ୍ୟାଚାର କଲା, ସେମାନଙ୍କର ସେହି ଅତ୍ୟାଚାର ସେ ଦେଖିଲେ। 5. ଯେହେତୁ ଅରାମର ରାଜା ଲୋକମାନଙ୍କ ମଧ୍ୟରୁ କେବଳ ପଚାଶ ଜଣ ଅଶ୍ୱାରୂଢ଼ ଓ ଦଶ ରଥ ଓ ଦଶ ସହସ୍ର ପଦାତିକ ଛଡ଼ା ଯିହୋୟାହସ୍ ନିମନ୍ତେ ଆଉ କାହାକୁ ଅବଶିଷ୍ଟ ନ ରଖି ସେମାନଙ୍କୁ ବିନଷ୍ଟ ଓ ମର୍ଦ୍ଦିତ ଧୂଳି ତୁଲ୍ୟ କରିଥିଲା। 6. ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ବୁରେ ବାସ କଲେ। 7. ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହିସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା। 8. ଏହି ଯିହୋୟାହସ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ? 9. ଏଥିଉତ୍ତାରେ ଯିହୋୟାହସ୍ଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ, ପୁଣି ତାଙ୍କର ପୁତ୍ର ଯୋୟାଶ୍ ତାଙ୍କର ପଦରେ ରାଜ୍ୟ କଲେ। 10. {ଇସ୍ରାଏଲର ରାଜା ଯୋୟାଶ୍ } ଯିହୁଦାର ଯୋୟାଶ୍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ଵ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ। 11. ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ମାତ୍ର ସେ ତହିଁରେ ହିଁ ଚାଲିଲେ। 12. ଏହି ଯୋୟାଶ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ? 13. ଏଥିଉତ୍ତାରେ ଯୋୟାଶ୍ ମୃତ୍ୟୁବରଣ କଲେ। ତହିଁରେ ଯାରବୀୟାମ୍ ତାଙ୍କ ସିଂହାସନରେ ଉପବିଷ୍ଟ ହେଲେ, ପୁଣି ଯୋୟାଶ୍ ଇସ୍ରାଏଲ ରାଜାମାନଙ୍କ ସହିତ ଶମରୀୟାରେ କବର ପ୍ରାପ୍ତ ହେଲେ। 14. {#1ଇଲୀଶାୟଙ୍କ ମୃତ୍ୟୁୁ } ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !” 15. ଏଥିରେ ଇଲୀଶାୟ ତାଙ୍କୁ କହିଲେ, “ଧନୁ ଓ ତୀର ଧର,” ତହୁଁ ସେ ଧନୁ ଓ ତୀର ଧରିଲେ। 16. ତେବେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ଧନୁ ଉପରେ ତୁମ୍ଭ ହାତ ଦିଅ,” ତହୁଁ ସେ ତହିଁ ଉପରେ ହାତ ଦେଲେ। ସେତେବେଳେ ଇଲୀଶାୟ ରାଜାଙ୍କ ହସ୍ତ ଉପରେ ଆପଣା ହସ୍ତ ରଖିଲେ। 17. ଆଉ ଇଲୀଶାୟ କହିଲେ, “ପୂର୍ବଆଡ଼ ଝରକା ଫିଟାଅ,” ତହିଁରେ ସେ ତାହା ଫିଟାଇଲେ। ତେବେ ଇଲୀଶାୟ କହିଲେ, “ତୀର ମାର,” ତହିଁରେ ସେ ତୀର ମାରିଲେ। ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁଙ୍କର ଜୟତୀର, ଅରାମର ବିପକ୍ଷ ଜୟତୀର, କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କରିବ।” 18. ଆହୁରି ସେ କହିଲେ, “ତୀରସବୁ ନିଅ,” ତହିଁରେ ସେ ତାହାସବୁ ନେଲେ। ତହୁଁ ସେ ଇସ୍ରାଏଲର ରାଜାଙ୍କୁ କହିଲେ, “ଭୂମିକୁ ଆଘାତ କର,” ତହିଁରେ ସେ ତିନି ଥର ଆଘାତ କରି ନିବୃତ୍ତ ହେଲେ। 19. ଏଥିରେ ପରମେଶ୍ୱରଙ୍କ ଲୋକ ତାଙ୍କ ପ୍ରତି କ୍ରୁଦ୍ଧ ହୋଇ କହିଲେ, “ତୁମ୍ଭେ ତ ପାଞ୍ଚ କି ଛଅ ଥର ଆଘାତ କରିଥାଆନ୍ତ; ତାହା କରିଥିଲେ, ତୁମ୍ଭେ ଅରାମକୁ ନିଃଶେଷ କରିବା ପର୍ଯ୍ୟନ୍ତ ଆଘାତ କରିଥାଆନ୍ତ; ମାତ୍ର ଏବେ ତୁମ୍ଭେ କେବଳ ତିନି ଥର ଅରାମକୁ ଆଘାତ କରିବ।” 20. ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ। 21. ସେସମୟରେ ଲୋକମାନେ ଜଣେ ମନୁଷ୍ୟକୁ କବର ଦେବା ବେଳେ ଏପରି ଘଟିଲା ଯେ, ଦେଖ, ସେମାନେ ଏକ ଲୁଟକାରୀ ଦଳକୁ ଦୂରରୁ ଦେଖିଲେ। ତହିଁରେ ସେମାନେ ସେହି ମନୁଷ୍ୟକୁ ଇଲୀଶାୟଙ୍କର କବରରେ ପକାଇ ଦିଅନ୍ତେ, ସେ ମନୁଷ୍ୟ ଇଲୀଶାୟଙ୍କର ଅସ୍ଥି ସ୍ପର୍ଶ କରିବା ମାତ୍ରେ ସଜୀବ ହୋଇ ଆପଣା ଚରଣରେ ଠିଆ ହେଲା। 22. ଯିହୋୟାହସ୍ଙ୍କ ଅଧିକାରର ସମସ୍ତ କାଳ ଅରାମର ରାଜା ହସାୟେଲ ଇସ୍ରାଏଲ ପ୍ରତି ଅତ୍ୟାଚାର କଲା। 23. ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ। 24. ଏଥିଉତ୍ତାରେ ଅରାମର ରାଜା ହସାୟେଲ ମଲା; ତହୁଁ ତାହାର ପୁତ୍ର ବିନ୍ହଦଦ୍ ତାହାର ପଦରେ ରାଜ୍ୟ କଲା। 25. ପୁଣି ଯୋୟାଶ୍ଙ୍କର ପିତା ଯିହୋୟାହାସ୍ଙ୍କଠାରୁ ହସାୟେଲ ଯେ ଯେ ନଗର ଯୁଦ୍ଧରେ ନେଇଥିଲା, ସେହି ସକଳ ନଗର ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ହସାୟେଲର ପୁତ୍ର ବିନ୍ହଦଦ୍ଠାରୁ ପୁନର୍ବାର ନେଲେ। ଯୋୟାଶ୍ ତାହାକୁ ତିନି ଥର ଆଘାତ କରି ଇସ୍ରାଏଲର ସେହି ସକଳ ନଗର ପୁନର୍ବାର ନେଲେ।
ଦିତୀୟ ରାଜାବଳୀ ଅଧ୍ୟାୟ 1
ଦିତୀୟ ରାଜାବଳୀ ଅଧ୍ୟାୟ 2
ଦିତୀୟ ରାଜାବଳୀ ଅଧ୍ୟାୟ 3
ଦିତୀୟ ରାଜାବଳୀ ଅଧ୍ୟାୟ 4
ଦିତୀୟ ରାଜାବଳୀ ଅଧ୍ୟାୟ 5
ଦିତୀୟ ରାଜାବଳୀ ଅଧ୍ୟାୟ 6
ଦିତୀୟ ରାଜାବଳୀ ଅଧ୍ୟାୟ 7
ଦିତୀୟ ରାଜାବଳୀ ଅଧ୍ୟାୟ 8
ଦିତୀୟ ରାଜାବଳୀ ଅଧ୍ୟାୟ 9
ଦିତୀୟ ରାଜାବଳୀ ଅଧ୍ୟାୟ 10
ଦିତୀୟ ରାଜାବଳୀ ଅଧ୍ୟାୟ 11
ଦିତୀୟ ରାଜାବଳୀ ଅଧ୍ୟାୟ 12
ଦିତୀୟ ରାଜାବଳୀ ଅଧ୍ୟାୟ 13
ଦିତୀୟ ରାଜାବଳୀ ଅଧ୍ୟାୟ 14
ଦିତୀୟ ରାଜାବଳୀ ଅଧ୍ୟାୟ 15
ଦିତୀୟ ରାଜାବଳୀ ଅଧ୍ୟାୟ 16
ଦିତୀୟ ରାଜାବଳୀ ଅଧ୍ୟାୟ 17
ଦିତୀୟ ରାଜାବଳୀ ଅଧ୍ୟାୟ 18
ଦିତୀୟ ରାଜାବଳୀ ଅଧ୍ୟାୟ 19
ଦିତୀୟ ରାଜାବଳୀ ଅଧ୍ୟାୟ 20
ଦିତୀୟ ରାଜାବଳୀ ଅଧ୍ୟାୟ 21
ଦିତୀୟ ରାଜାବଳୀ ଅଧ୍ୟାୟ 22
ଦିତୀୟ ରାଜାବଳୀ ଅଧ୍ୟାୟ 23
ଦିତୀୟ ରାଜାବଳୀ ଅଧ୍ୟାୟ 24
ଦିତୀୟ ରାଜାବଳୀ ଅଧ୍ୟାୟ 25
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References